ରାତିରେ ବୁଲୁଛି ଭାଲୁ, ଆତଙ୍କିତ ଲୋକେ

ଭବାନୀପାଟଣା,୨।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସହର ନିକଟିସ୍ତ କଶାକେନ୍ଦୁ ଅଞ୍ଚଳରେ ଏକ ଜଙ୍ଗଲୀ ଭାଲୁ ବୁଲୁଥିବା ଦେଖିବାକୁ ମିଳିଛି। ଯାହାର ଚିତ୍ର ସ୍ଥାନୀୟ ଲୋକେ କ୍ୟାମେରାରେ କଏଦ୍‌ କରିଛନ୍ତି। ନିକଟ ଜଙ୍ଗଲରୁ ଗୋଟିଏ ଭାଲୁ ଆସି ଅଞ୍ଚଳରେ ବୁଲୁଛି। ଖବରପାଇ ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ଭାଲୁକୁ ଘଉଡାଇବା ପାଇଁ ପ୍ରକ୍ରିୟା ଆରମ୍ଭ କରିଥିଲେ। ରାତି ତମାମ ଭାଲୁକୁ ଘୋଉଡାଇବା ପାଇଁ ବନ ବିଭାଗ କସରତ କରିଥିବାବେଳେ, ଖାଦ୍ୟ ଅନ୍ବେଷଣରେ ଭାଲୁଟି ସହର ମଧ୍ୟକୁ ଆସିଥିବା ବନ ବିଭାଗ ସୂଚନା ଦେଇଛି । ସହରରେ ଭାଲୁ ବୁଲିବାରୁ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ବନ ବିଭାଗ ସ୍ବତନ୍ତ୍ର ଟିମ ଦ୍ବାରା ଭାଲୁକୁ କାବୁ କରିବାପାଇଁ ପ୍ରକ୍ରିୟା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିବେଶ ପ୍ରଦୂଷଣ ରୋକିବାକୁ ଆଇଟିଆଇ ଛାତ୍ରଙ୍କ ପ୍ରୟାସ: ନିର୍ମାଣ କଲେ ‘ଇ-ସାଇକେଲ’

ବ୍ରହ୍ମପୁର ଅଫିସ,୧୫ା୧-ବିସ୍ମୟ ସୃଷ୍ଟି କଲେ ଆଇଟିଆଇ ଛାତ୍ର। ପରିବେଶ ପ୍ରଦୂଷଣ ରୋକିବା, ପ୍ରାକୃତିକ ତୈଳଜାତ ଦ୍ରବ୍ୟର ଅପଚୟ ରୋକିବାକୁ ନିର୍ମାଣ କଲେ ‘ଇ-ସାଇକେଲ’। ସାଇକେଲରେ ୧୨...

୩୮ ବର୍ଷର ପୁଅଙ୍କୁ ବିଷ ଦେଇ ନିଜେ ବିଷ ପିଇଲେ ମା’

ଗଞ୍ଜାମ,୧୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ବୋରିଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିିଛି l ଏଠାରେ ଜଣେ ମା’ ନିଜ...

ନଦୀରେ ଭାସିଗଲେ ୨ ଯୁବକ: ଜଣେ ଉଦ୍ଧାର, ଅନ୍ୟ ଜଣେ ନିଖୋଜ

ଚୌଦ୍ୱାର,୧୨ା୧୦ (ଡି.ଏନ୍‌.ଏ): ଶନିବାର ଅପରାହ୍ନରେ ବିରୁପା ନଦୀ ବ୍ୟାରେଜ ନିକଟରେ ଗାଧୋଉଥିବାବେଳେ ୨ଜଣ ଯୁବକ ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଅନ୍ୟ ଜଣେ...

କେନ୍ଦୁଝର ଗସ୍ତରେ ଡିଆରଏମ: ରେଳ ଚଳାଚଳ ନେଇ ଦାବିପତ୍ର

କେନ୍ଦୁଝର,୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଗ୍ରସ୍ତରେ ଆସିଥିବା ଡିଆର୍‌ଏମ୍‌ (ଡିଭିଜନାଲ ରେଲଓ୍ବେ ମ୍ୟାନେଜର) ଖୋର୍ଦ୍ଧା ଡିଭିଜନଙ୍କୁ କେନ୍ଦୁଝର ଯୁବ ପରିଷଦ ପକ୍ଷରୁ ଏକ ଦାବିପତ୍ର ଦିଆଯାଇଛି। ବରଦା...

ଦେବଗିରି ଜଳକୁଣ୍ଡରୁ ମିଳିଲା ଛାତ୍ରୀଙ୍କ ମୃତଦେହ

ରାୟଗଡ଼ା,୨୬।୩(ସ୍ବ.ପ୍ର.): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ମହକୁମାସ୍ଥିତ ଐତିହାସିକ ଶୈବପୀଠ ଦେବଗିରି ପାହାଡ଼ରୁ ପୋଲିସ ରବିବାର ଜଣେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତା ଛାତ୍ରୀ...

ସ୍ବାଧୀନତା ସଂଗ୍ରାମୀ ଚନ୍ଦ୍ରଶେଖର ନାୟକଙ୍କ ପରଲୋକ

ପୁରୀ ଅଫିସ,୨୫ା୩:  ବିଶିଷ୍ଟ ଗାନ୍ଧିବାଦୀ ତଥା ସ୍ବାଧୀନତା ସଂଗ୍ରାମୀ ଚନ୍ଦ୍ରଶେଖର ନାୟକଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୯୯ ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟଜନିତ ସମସ୍ୟା...

ଟିକା ନେବାପରେ ବାପାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ଆଣିଲେ ପୁଅ

ନବରଙ୍ଗପୁର/ଡାବୁଗାଁ/ପାପଡ଼ାହାଣ୍ଡି,୩।୪: କରୋନା ଟିକା ନେଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ନବରଙ୍ଗପୁର ଜିଲା ଡାବୁଗାଁ ଥାନାରେ ଅଭିଯୋଗ ହୋଇଛି। ମୃତକ ହେଲେ ପାପଡ଼ାହାଣ୍ଡି ବ୍ଲକ ହାତୀବେଢ଼ା...

ତେଲୁଗୁ ଅଞ୍ଚଳରେ ବଢ଼ିବ ଓଡ଼ିଆର ଆଗ୍ରହ

ବ୍ରହ୍ମପୁର ଅଫିସ,୧୨ା୮-ପଡ଼ୋଶୀ ଆନ୍ଧ୍ରପ୍ରଦେଶରେ ଥିବା ଓଡ଼ିଆ ମାଧ୍ୟମ ବିଦ୍ୟାଳୟଗୁଡ଼ିକର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନେଇ ରବିବାର ଉତ୍କଳ ସମ୍ମିଳନୀ ପକ୍ଷରୁ ଏକ ତାଲିମ କାର୍ଯ୍ୟକ୍ରମ ଗଞ୍ଜାମ କଳା...

Advertisement
Archives

Model This Week