ଏଏସ୍‌ଓଙ୍କୁ ମାଡ଼ ନେଇ ତେଜିଲା ରାଜନୀତି: ଏମିତି କହିଲେ ପ୍ରତାପ ଦେବ୍‌ 

ଭୁବନେଶ୍ୱର,୧୩।୭: ରାଜ୍ୟପାଳ ରଘୁବର ଦାସଙ୍କ ପୁଅଙ୍କ ଦାଦାଗିରିକୁ ନେଇ ତେଜିଲା ରାଜନୀତି । ଏ ଘଟଣା ନେଇ ବିଜେଡି ପ୍ରତିକ୍ରିୟା ରଖିଛି, ଖବରଦାତା ସମ୍ମିନୀକରି  ପ୍ରତାପଦେବ କହିଛନ୍ତି,  ମାନ୍ୟବର ରାଜ୍ୟପାଳଙ୍କ ପୁଅ ଜଣେ ସରକାରୀ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିବା  ଅଭିଯୋଗ ହୋଇଛି । ଯାହାକି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ।
ରଥଯାତ୍ରା ସମୟରେ ରାଜ୍ୟାପାଳ ପୁରୀ ରାଜଭବନରେ ଥିବା ସମୟରେ ତାଙ୍କ ପୁଅ ଲଳିତ କୁମାର ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଘଟଣା ବିଷୟରେ ବୈକୁଣ୍ଠ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ରଙ୍କୁ ଜଣା ଇଥିଲେ ମଧ୍ୟ ସେ ଚୁପ ରହିଥିଲେ। ତେବେ ଏନେଇ ରାଜ୍ୟପାଳଙ୍କ ଅଫିସରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ। ତେବେ ଶନିବାର ମାଡ଼ ମାରିଥିବା ନେଇ ପୁରୀ ସମୂଦ୍ରକୂଳ ଥାନାରେ ବୈକୁଣ୍ଠ ଏତଲା ଦେଇଛନ୍ତି ।  ଏତଲା ହୋଇଥିଲେ ମଧ୍ୟ   ପୋଲିସ ପକ୍ଷରୁ ଏଯାଏ କିଛି କାର୍ଯ୍ୟାନୁଷ୍ଠାନ ନିଆଯାଇନି। ମୁଖ୍ୟମନ୍ତ୍ରୀ ନିଜେ ଗ୍ରିଭାନ୍ସ ଖୋଲିଛନ୍ତି, ସାଧାରଣ କର୍ମଚାରୀଙ୍କୁ ନ୍ୟାୟ ଦିଅନ୍ତୁ।ମୁଖ୍ୟମନ୍ତ୍ରୀ ଗୃହ ଏବଂ ସାଧାରଣ ପ୍ରଶାସନ ବିଭାଗର ମନ୍ତ୍ରୀ ରହିଛନ୍ତି । ତାଙ୍କ ବିଭାଗ ଅଧୀନରେ ଆସୁଥିବା ଜଣେ କର୍ମଚାରୀଙ୍କୁ ଦୁର୍ବ୍ୟବହାର ହୋଇଛି । ଜଣେ ସରକାରୀ କର୍ମଚାରୀ ଏତଲା ଦେଇଛନ୍ତି । ଏହାର କାରଣ କଣ ରହସ୍ୟ କଣ ବିଜେଡି ଏ ନେଇ ପ୍ରଶ୍ନ କରିଛି । ଏଥିସହ ସେ କହିଛନ୍ତି ପଣ୍ଡିତ ପୁଅ ମାଙ୍କଡ଼ ମାରିଲେ ଦୋଷ ନାହିଁ । କାହିଁକି ଏ ଘଟଣାରେ କାର୍ୟ୍ୟାନୁଷ୍ଠାନ ନିଆଯାଉନି ।


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?