Posted inଜାତୀୟ

ଜୟ ଶ୍ରୀରାମ କହିବାରୁ ପିଟି ମାରିଦେଲେ

କୁଶୀନଗର, ୨୮ା୩: ଉତ୍ତରପ୍ରଦେଶର କୁଶୀନଗର ଜିଲାରେ ଜଣେ ଭାଜପା ସମର୍ଥକ ମୁସଲମାନ ଯୁବକ ଜୟ ଶ୍ରୀରାମ କହିବାରୁ ତାଙ୍କୁ ପଡ଼ୋଶୀମାନେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ବବୁର(୨୦) ରାମକୋଲା ଥାନା କାଠଗ୍ରାହି ଗ୍ରାମର ବାସିନ୍ଦା। ସୂଚନା ଅନୁସାରେ, ୟୁପି ନିର୍ବାଚନରେ ଭାଜପାର ବିଜୟ ଉତ୍ସବ ପାଳନରେ ସେ ସାମିଲ ହେବା ସହ ମିଠା ବାଣ୍ଟିଥିଲେ। ଗତ ୨୦ ତାରିଖରେ ସେ ତାଙ୍କ ଦୋକାନ ବନ୍ଦ କରି ଘରକୁ ଫେରୁଥିବାବେଳେ ଜୟ ଶ୍ରୀରାମ ନାରା ଦେଇଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ପଡ଼ୋଶୀମାନେ ତାଙ୍କୁ ମାଡ଼ ମାରିଥିଲେ ସ୍ତ୍ରୀ ଫତିମା କହିଛନ୍ତି। ଗୁରୁତର ଅବସ୍ଥାରେ ବବୁରଙ୍କୁ ହସ୍ପିଟାଲ ନିଆଯାଇଥିବାବେଳେ ଡାକ୍ତର ମୃତ ଘୋଷଣା କରିଥିଲେ। ତଦନ୍ତ ପରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏସ୍‌ଡିଏମ୍‌ ବରୁଣ କୁମାର ପାଣ୍ଡେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

ଜୀବନ ସହ ସଂଘର୍ଷ କରୁଛନ୍ତି ପିଣ୍ଟୁ: ଚିକିତ୍ସା ପାଇଁ ସହଯୋଗର ହାତ ବଢେଇଲା ବିଜେଡି ପ୍ରତିନିଧି ଦଳ

ଗଞ୍ଜାମ, ୨୩।୭: (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତ ଅରଣ ପୁର ଗ୍ରାମର ଅଭି ତରାଇଙ୍କ ପୁଅ ପିଣ୍ଟୁ ତରାଇ ମସ୍ତିଷ୍କ ରୋଗରେ…

୧୦ ଆପାର୍ଟମେଣ୍ଟ, ୨ କିଲୋ ସୁନା, ପୁଳାପୁଳା ଟଙ୍କା: ସରକାରୀ ଇଞ୍ଜିନିୟରଙ୍କ ସମ୍ପତ୍ତି ଜାଣିଲେ ଇଡ଼ିଯିବ ହୋଶ୍‌

ହାଇଦ୍ରାବାଦ,୨୩।୭:ସରକାରୀ ବ୍ୟବସ୍ଥା ମଧ୍ୟରେ ଦୁର୍ନୀତି ଦମନ ପାଇଁ ପ୍ରୟାସ ଜାରି ରହିଥିବା ବେଳେ ଏହା ଥମୁନି। ସରକାରୀ ଅଧିକାରୀମାନେ ଲାଞ୍ଚ ଦେଇ ଅବୈଧ ସମ୍ପତ୍ତି ସଂଗ୍ରହ କରିବାର…

ଖାଇବାକୁ ପାଉନାହାନ୍ତି ଆମିର ଖାନଙ୍କ ଭାଇ, ସ୍ତ୍ରୀ ଆଣିଲେ ଶାରୀରିକ ଶୋଷଣର ଅଭିଯୋଗ

ନୂଆଦିଲ୍ଲୀ,୨୩।୭: ‘କରିଶ୍ମା କା କରିଶ୍ମା’, ‘ଶରାରତ୍’ ଏବଂ ‘ବଡ଼େ ଅଚ୍ଛେ ଲଗତେ ହୈଁ’ ଭଳି ସୋ’ରେ ନିଜ ଭୂମିକା ପାଇଁ ଜଣାଶୁଣା ଅଭିନେତ୍ରୀ ଇଭା ଗ୍ରୋଭର, ନିକଟରେ…

ଗାଁରେ ବଢିଲା ଉତ୍ତେଜନା: ୭ ଆଦିବାସୀ ନେତାଙ୍କୁ ରାତିଅଧିଆ ଉଠାଇନେଲା ପୋଲିସ

ବଲାଙ୍ଗୀର, ୨୩।୭(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଲୋୟର ସୁକତେଲ ପ୍ରକଳ୍ପ ପ୍ରଭାବିତ କୁମିଆଁପାଲି ଗାଁରେ ଉତ୍ତେଜନା ବଢ଼ିବାରେ ଲାଗିଛି। ବୁଧବାର ବିଳମ୍ବିତ ରାତିରେ ଗାଁର ୭…

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ପରେ CJPର ଆସିଲା ବଡ଼ ବୟାନ, କହିଲା…

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ଦୋଷୀମାନଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ ଟ୍ରାକ କୋର୍ଟ ଗଠନ କରାଯିବ। ସେ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri