ବିଜେଡି କର୍ମକର୍ତ୍ତାଙ୍କ ମଧ୍ୟରେ ମାରପିଟ: ଥାନାରେ ପହଞ୍ଚିଲା ମାମଲା

ବ୍ରଜରାଜନଗର, ୬ା୯(ଡି.ଏନ.ଏ.): ବ୍ରଜରାଜନଗର ବିଜୁ ଜନତା ଦଳରେ ଗୋଷ୍ଠୀ କନ୍ଦଳ ଧୀରେ ଧୀରେ ପଦାରେ ପଡ଼ିବାରେ ଲାଗିଛି। ଜିଲା କାର୍ଯ୍ୟକାରିଣୀ ସଦସ୍ୟ ତଥା ଓଡ଼ିଆ ଏକତା ମଞ୍ଚର ସଭାପତି ନୃପ ତାଣ୍ଡିଆ ଓ ପୂର୍ବତନ କାଉନ୍‌ସିଲର ରାହୁଲ ପାଣ୍ଡେଙ୍କ ମଧ୍ୟରେ ପ୍ରଥମେ ଫୋନରେ ବଚସା ଓ ପରେ ମାରପିଟ ହୋଇଥିବା ନେଇ ଉଭୟ ପକ୍ଷରୁ ପୃଥକ୍‌ ଅଭିଯୋଗ ହୋଇଛି। ପୋଲିସ ୨ଟି ମାମଲା ରୁଜୁ କରି ତଦନ୍ତ କରୁଥିବା ବ୍ରଜରାଜନଗର ଥାନା ଅଧିକାରୀ ପ୍ରଦ୍ୟୁମ୍ନ ସ୍ବାଇଁ ପ୍ରକାଶ କରିଛନ୍ତି।

ନୃପ ତାଣ୍ଡିଆଙ୍କ ଅଭିଯୋଗ ଅନୁଯାୟୀ ରାହୁଲ ପ୍ରଥମେ ଫୋନରେ ଗାଳିଗୁଲଜ କରି ମାରିବାକୁ ଧମକ ଦେଇଥିଲେ। ପରେ ସେ ତାଙ୍କ ଭାଇ ଅଭିଷେକ ପାଣ୍ଡେଙ୍କ ସହିତ ଗୋପବନ୍ଧୁ ଛକଠାରେ ଥିବା କାର୍ଯ୍ୟାଳୟକୁ ଆସି ଜାତିଆଣ ଆକ୍ଷେପ କରିଥିଲେ। ଏହାକୁ ଭିତ୍ତିକରି ବ୍ରଜରାଜନଗର ଥାନାରେ ଆଇପିସି ଧାରା ୨୯୪, ୫୦୬, ୩୪ରେ ମାମଲା (ନଂ.୨୭୦/୨୨) ରୁଜୁ ହୋଇଛି। ସେହିପରି ରାହୁଲଙ୍କ ଅଭିଯୋଗକ୍ରମେ ସେ ଗୋପବନ୍ଧୁ ଛକ ଦେଇ ଗାନ୍ଧୀ ଛକକୁ ଯାଉଥିବା ବେଳେ ନୃପ ତାଣ୍ଡିଆ ସମର୍ଥକ ତାଙ୍କୁ ଅଟକାଇ ଆକ୍ରମଣ କରିଥିଲେ। ଏହାକୁ ଆଧାର କରି ପୋଲିସ ଆଇପିସି ଧାରା ୩୪୧, ୨୯୪, ୩୨୩, ୩୦୭ ଓ ୩୪ରେ ମାମଲା (ନଂ.୨୭୧/୨୨) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?