ରକ୍ତଚାପ ନିୟନ୍ତ୍ରଣ କରିଥାଏ ବିଟ୍‌

ଶୀତଦିନେ ବଜାରରେ ପ୍ରଚୁର ପରିମାଣରେ ବିଟ୍‌ ମିଳିଥାଏ। ଏହା ପାଟି ସୁଆଦିଆ ନ ହେଲେ ମଧ୍ୟ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। ବିଶେଷକରି ରକ୍ତଚାପ ରୋଗୀଙ୍କ ପାଇଁ ଏହା ବହୁ ଉପକାରୀ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏକ ଗବେଷଣା କରି ସୂଚାଇଛନ୍ତି। ପ୍ରାୟ ୬୮ ଲୋକଙ୍କୁ ନେଇ ଏକ ପରୀକ୍ଷା କରାଯାଇଥିଲା। ଯେଉଁମାନେ ଖାଦ୍ୟରେ ବିଟ୍‌ ସାମିଲ କରିଛନ୍ତି ସେମାନଙ୍କଠାରେ ରକ୍ତଚାପ ନିୟନ୍ତ୍ରିତ ହୋଇଛି। ଏହାର ଜୁସ୍‌ କରି ପିଇଲେ ସବୁଠୁ ଭଲ। ବିଟ୍‌ରେ ଭିଟାମିନ ବି ଓ ସି ସହିତ ଫସଫରସ, କ୍ୟାଲସିୟମ, ପ୍ରୋଟିନ ଓ ଆଣ୍ଟିଅକ୍ସିଡାଣ୍ଟ ରହିଛି। ବିଟ୍‌ ଖାଇଲେ ରକ୍ତ ସଫା ହୋଇଥାଏ। ଖାଲି ଏତିକି ନୁହେଁ, ଏଥିରେ ଥିବା ଫସ୍‌ଫରସ କେଶ ବୃଦ୍ଧିରେ ସାହାଯ୍ୟ କରିଥାଏ। ଏହାର ଜୁସ୍‌ ପିଇଲେ ଥକ୍କାପଣ ଦୂର ହୋଇଥାଏ। ପ୍ରତିଦିନ ସବୁଜ ପନିପରିବା ସହ ବିଟ୍‌ ମିଶାଇ ଖାଦ୍ୟ ପ୍ରସ୍ତୁତ କଲେ ଉଚ୍ଚ ରକ୍ତଚାପ ନିୟନ୍ତ୍ରିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କେବଳ କନ୍ୟାର ସୌନ୍ଦର୍ଯ୍ୟ ଦେଖନ୍ତୁ ନାହିଁ; ଏସବୁ ଗୁଣ ଥିଲେ କରନ୍ତୁ ବିବାହ; ନଚେତ…

ବିବାହ ଜୀବନର ସବୁଠାରୁ ପବିତ୍ର ଅନୁଷ୍ଠାନ ବୋଲି ବିବେଚନା କରାଯାଏ। ବିବାହକୁ ନେଇ ନେଇଥିବା ନିଷ୍ପତ୍ତି ଭୁଲ ନ ହୋଇଯାଉ ତାହା ପ୍ରତ୍ୟେକ ବ୍ୟକ୍ତି ଚାହାନ୍ତି।...

ସ୍ବାସ୍ଥ୍ୟ ସମସ୍ୟା ବି ଦୂର କରେ ଅଳଙ୍କାର…

ଭାରତୀୟ ସଂସ୍କୃତିରେ ଶୃଙ୍ଗାରକୁ ଗୁରୁତ୍ୱ ପ୍ରଦାନ କରାଯାଇଥାଏ। ମହିଳାମାନେ ନାକରେ କାନରେ ବେକରେ ତଥା ହାତ ଏବଂ ଗୋଡ଼ରେ ଭିନ୍ନ ଭିନ୍ନ ଧାତୁରେ ନିର୍ମିତ ହୋଇଥିବା...

ବିନା ଡାଏଟିଂରେ ବି ହୋଇଯିବେ ସ୍ଲିମ୍‌…

ପରିବର୍ତ୍ତିତ ଜୀବନ ଶୈଳୀରେ ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ମେଦବହୁଳତା ଦେଖାଦେଇଥାଏ। ଏଥିରୁ ଦୂରେଇ ରହିବା ପାଇଁ କିଛି ଲୋକ ଡାଏଟିଂ କରିଥାନ୍ତି। ତେବେ ଡାଏଟିଂ...

ମସ୍ତିଷ୍କକୁ ସକ୍ରିୟ ରଖେ ସ୍ବପ୍ନ

ସ୍ବପ୍ନ କିଏ ବା ନ ଦେଖେ? କିନ୍ତୁ ଏହା କେତେ ବାସ୍ତବତାର ରୂପ ନିଏ ତାହା ଭିନ୍ନ କଥା, ହେଲେ କେତେକ ଏହି ସ୍ବପ୍ନକୁ ନେଇ...

କାନରେ ଇୟରଫୋନ୍‌ ବ୍ୟବହାର କରୁଛନ୍ତି କି, ହୋଇଯାନ୍ତୁ ସାବଧାନ

ଅଧିକାଂଶ ଲୋକ କାନରେ ଇଅରଫୋନ ଲଗାଇ କଥା ହେବା କିମ୍ବା ଗୀତ ଶୁଣିବା ନିତିଦିନିଆ ଅଭ୍ୟାସ। କିନ୍ତୁ ଏହା କାନ ପାଇଁ ଯେ କେବେ କ୍ଷତିକାରକ...

ମହୁ ବି ଦୂରକରେ ମେଦ ବହୁଳତା: ଜାଣନ୍ତୁ କିପରି

ଆଧୁନିକ ଜୀବନଶୈଳୀ, ଅନିୟମିତ ଖାଦ୍ୟପେୟ ଯୋଗୁ ଅନେକେ ମେଦବହୁଳତାର ଶିକାର ହେଉଛନ୍ତି। ଏହି ସମସ୍ୟାରୁ ମୁକ୍ତି ପାଇବା ଲାଗି କେହି ଜିମ୍‌ ଯାଉଥିବା, କେହି କେହି...

ଗର୍ଭାବସ୍ଥାରେ ଭ୍ରମଣ କରୁଥିଲେ…

କୁହାଯାଏ ଗର୍ଭବତୀମାନେ ସବୁବେଳେ ଅଧିକ ଖୁସିରେ ରହିବା ଆବଶ୍ୟକ। କାରଣ ଏହାର ପ୍ରଭାବ ଜନ୍ମିତ ଶିଶୁ ଉପରେ ପଡିଥାଏ। ସେଥିପାଇଁ ଅନ୍ତଃସତ୍ତ୍ୱାମାନଙ୍କୁ ଖୁସିରେ ରଖାଯାଇଥାଏ। ତେଣୁ...

ମଧୁମେହ ରୋଗୀଙ୍କ ପାଇଁ ବରଦାନ ସଦୃଶ ଭେଣ୍ଡି; ଜାଣନ୍ତୁ କିପରି କରିବେ ସେବନ…

ବର୍ତ୍ତମାନର ପରିବର୍ତ୍ତିତ ଜୀବନଶୈଳୀ ଯୋଗୁ ଡାଇବେଟିସ ବା ମଧୁମେହ ରୋଗରେ ଯୁବକଠାରୁ ବୃଦ୍ଧ ପର୍ଯ୍ୟନ୍ତ ସମସ୍ତେ ଆକ୍ରାନ୍ତ ହେଉଛନ୍ତି। ଫଳରେ ଏହା ଏକ ସାଧାରଣ ରୋଗରେ...

Advertisement
Archives

Model This Week