ରଦି ଲୁହାରେ ସୌନ୍ଦର୍ଯ୍ୟକରଣ

ଯାଜପୁର ଟାଉନ,୨୫।୧(ଡି.ଏନ.ଏ.): ଯାଜପୁର ସହରରେ ଥିବା କୁସୁମା ନିକଟରେ ରଦି ଲୁହାରେ ନିର୍ମିତ ଆଇ ଲଭ୍‌ ଯାଜପୁର(ସେଲ୍‌ଫି ଜୋନ୍‌) ଓ ସହରର ପ୍ରବେଶପଥରେ ହରିଣ ପ୍ରତିମୂର୍ତ୍ତି ରବିବାର ଉଦ୍‌ଘାଟିତ ହୋଇଯାଇଛି। ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ରବିବାର ଏହାର ଉଦ୍‌ଘାଟନ କରିଛନ୍ତି। ରାସ୍ତା କଡ଼ର ପରିବେଶକୁ ସୌନ୍ଦର୍ଯ୍ୟକରଣ ପାଇଁ ଏହା ନିର୍ମାଣ କରାଯାଇଛି। ଏଥିସହିତ ଜଜ୍‌ କଲୋନୀ ସମ୍ମୁଖରେ ନବନିର୍ମିତ ପାର୍କକୁ ବିଧାୟକ ଉଦ୍‌ଘାଟନ କରିଛନ୍ତି। ଯାଜପୁର ପୌର ପରିଷଦ ଅଧିକାରୀ ଅଜୟ କୁମାର ମହାନ୍ତି, ଓଏସ୍‌ଡି ସୁଦର୍ଶନ ମିଶ୍ର, ଅତିରିକ୍ତ ଜିଲାପାଳ ଅକ୍ଷୟ କୁମାର ମଲ୍ଲିକ, ପୂର୍ବତନ ପୌରାଧ୍ୟକ୍ଷ ଭବପ୍ରସାଦ ଦାସ ଓ ପୂର୍ବତନ ଉପାଧ୍ୟକ୍ଷ ସନ୍ତୋଷ ମଲ୍ଲିକ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri