ସର୍ଜରୀ କରି ପୁରୁଷ ହେଲେ ସୁନ୍ଦରୀ ଅଭିନେତ୍ରୀ: ସିକ୍ସ୍‌ ପ୍ୟାକ୍‌ ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ…

ଓ୍ବାଶିଂଟନ,୨୭।୫: ହଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ଇଲେନ୍‌ ପେଜ୍‌ ନିଜର ସର୍ଜରୀ କରି ମହିଳାରୁ ପୁରୁଷ ପାଲଟି ଯାଇଛନ୍ତି। ପୁରୁଷ ଭାବେ ଏବେ ତାଙ୍କର ନାମ ଇଲିଓଟ୍‌ ପେଜ୍‌ ରହିଛି। ୨୦୨୦ ଡିସେମ୍ବରରେ ସେ ଜଣେ କିନ୍ନର ବୋଲି ଇଲେନ୍‌ ଇନଷ୍ଟାଗ୍ରାମ୍‌ରେ ସୂଚନା ଦେଇଥିଲେ। ସେ ସର୍ଜରୀ କରି ସାରିଥିବା ମଧ୍ୟ ପ୍ରକାଶ କରିଥିଲେ। ଏବେ ସେ ତାଙ୍କର ସିକ୍ସ୍‌ ପ୍ୟାକ୍‌ ଫଟୋ ସୋସିଆଲ ମିଡ଼ିଆରେ ଅପଲୋଡ୍‌ କରିଛନ୍ତି। ୨୦୧୮ରେ ସେ କାନାଡ଼ାର ଡ୍ୟାନ୍ସର ଏମ୍ମା ପୋର୍ଟରଙ୍କ ସହିତ ବିବାହ କରିଥିଲେ। ତେବେ ଦାମ୍ପତ୍ୟ ଜୀବନରେ ସମସ୍ୟା ଯୋଗୁ ୨୦୨୧ରେ ଦୁହେଁ ଛାଡ଼ପତ୍ର ପାଇଁ କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାହିଦଙ୍କ ଭାଇଙ୍କ ପ୍ରେମରେ ପଡ଼ିଛନ୍ତି ଅନନ୍ୟା !

ବମ୍ବେ: କଥାରେ ଅଛି ଲୁଚିଛି ନା ଗୋଡ ଦୁଇଟା ଦିଶୁଛି। ସେଭଳି କିଛି ଘଟିଛି ଚୁଲବୁଲି ଅନନ୍ୟା ପାଣ୍ଡେଙ୍କ କ୍ଷେତ୍ରରେ। ଏବେ ସେ ବଲିଉଡ୍‌ ଅଭିନେତା...

ଦୀପିକାଙ୍କୁ ଜେରା ସମୟରେ ଏସବୁ ପ୍ରଶ୍ନ ପଚାରିଥିଲା ଏନ୍‌ସିବି, ଜାଣନ୍ତୁ କ’ଣ ଦେଇଥିଲେ ଉତ୍ତର

ମୁମ୍ବାଇ,୨୬ା୯: ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ବଲିଉଡ୍‌ରେ ଡ୍ରଗ୍ସ କାରବାର ଲିଙ୍କ୍‌ ଥିବା ଜଣାପଡ଼ିବା ପରେ ଏନ୍‌ସିବି ବଲିଉଡ୍‌ର ଅଭିନେତ୍ରୀ ଅଭିନେତାମାନଙ୍କୁ ମାରାଥନ ଜେରା...

ଘର କିଣିବା ସହ ମା’ ହେବାକୁ ଚାହୁଁଛନ୍ତି ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ତାଙ୍କ ସ୍ବାମୀ ନିକ୍‌ ଜୋନସଙ୍କ ସହ ମିଶି ବିଦେଶରେ ରହୁଛନ୍ତି। କିଛିଦିନ ହେବ ବଲିଉଡ୍‌ରୁ ଦୂରେଇ...

ବର୍ଷାରେ ଭିଜି ଭିଜି କାଉଡ଼ିଆ ବେଶରେ ଆଲବମ୍‌ ଗୀତ ଶୁଟିଂ କଲେ ଅକ୍ଷରା ସିଂ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ମୁମ୍ବାଇ,୧।୮: ଭୋଜପୁରୀ ଅଭିନେତ୍ରୀ ଅକ୍ଷରା ସିଂ ଏକ ଆଲବମ୍‌ ଗୀତ ଶୁଟିଂରେ ଏକଦମ୍‌ ଧମାଲ୍‌ କରିଛନ୍ତି। ସେ ଏହି ଗୀତରେ ବର୍ଷାରେ ଭିଜି ଭିଜି କାଉଡ଼ିଆ...

ମୋଗାଦିସୁ ଆତ୍ମଘାତୀ ବିସ୍ଫୋରଣରେ ୧୫ରୁ ଅଧିକ ମୃତ, ଅନେକେ ଆହତ

ମୋଗାଦିସୁ,୬ ।୧୧: ସୋମାଲିଆର ରାଜଧାନୀ ମୋଗାଦିସୁ ସହରର ଦକ୍ଷିଣରେ ଏକ ସେନା ଆଡ୍ଡା ଉପରେ ବିସ୍ଫୋରଣ ହେବାରୁ ୧୫ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି...

ଟେଲିଭିଜନ୍‌ରେ କାହିଁକି ବାରମ୍ବାର ପ୍ରସାରିତ ହୋଇଥାଏ ‘ସୂର୍ଯ୍ୟବଂଶମ’? ଅମିତାଭ ରଖିଲେ ଉତ୍ତର

ମୁମ୍ବାଇ: ବିଗ୍‌ ବି ଅମିତାଭଙ୍କ ସବୁଠାରୁ ଲୋକପ୍ରିୟ ଫିଲ୍ମ ମଧ୍ୟରୁ ଗୋଟିଏ ହେଉଛି ‘ସୂର୍ଯ୍ୟବଂଶମ’। ଏହାକୁ କିଛି ଟେଲିଭିଜନ ଚ୍ୟାନେଲରେ ବାରମ୍ବାର ପ୍ରସାରିତ କରାଯାଇଥାଏ। ତେବେ...

ସରକାରୀ ରିପୋର୍ଟଠାରୁ ଢ଼େର୍‌ ଅଧିକ କରୋନା ମୃତକଙ୍କ ସଂଖ୍ୟା, ଭାରତରେ ୫୦ ଲକ୍ଷ…

ଓ୍ବାଶିଂଟନ, ୧୯।୧ : ପୃଥିବୀର ବିଭିନ୍ନ ଦେଶରେ ଘଟିଥିବା କରୋନା ଆକ୍ରାନ୍ତଙ୍କ ପ୍ରକୃତ ମୃତ୍ୟୁ ସଂଖ୍ୟା ସରକାରୀ ରିପୋର୍ଟଠାରୁ ଢ଼େର୍‌ ଅଧିକ ରହିଛି। ସରକାରୀ ଆକଳନ...

ଅଧାରାତିରେ ଖରାପ ହେଲା କାର୍‌; ଗାୟକଙ୍କ ସହାୟତା ପାଇଁ ଆଗେଇ ଆସିଲେ ଦୁଇଶହ ପ୍ରଶଂସକ

ବମ୍ବେ: ଗାୟକ ମିକା ସିଂହଙ୍କ ଲୋକପ୍ରିୟତା କାହିଁରେ କେତେ। ଏହା ଜଣାପଡ଼ିଛି ନିକଟରେ ଘଟିଥିବା ଏକ ଘଟଣାରୁ। ବିଳମ୍ବିତ ରାତିରେ ମିକା ଗାଡ଼ିରେ ଯାଉଥିବା ବେଳେ...

Advertisement
Archives

Model This Week