ବ୍ୟୁଟିଫୁଲ ଇଣ୍ଡିଆନ୍ସ-୨୦୨୪, ‘ମାମାଆର୍ଥ’ର ୩ୟ ସଂସ୍କରଣ

ଭୁବନେଶ୍ୱର,,୨୫।୩ (ଅଭୟ ଦାଶ): ଦେଶର ପ୍ରମୁଖ ବ୍ୟୁଟି ଆଣ୍ଡ ପର୍ସନାଲ କେୟାର ବ୍ରାଣ୍ଡ୍‌ ତଥା ଦ୍ରୁତ ଅଭିବୃଦ୍ଧିଶୀଳ (ଫାଷ୍ଟେଷ୍ଟ ଗ୍ରୋଇଙ୍ଗ) ଘରୋଇ ସଂସ୍ଥା ମାମାଆର୍ଥର ବହୁ ପ୍ରତୀକ୍ଷିତ ଏବଂ ବ୍ରାଣ୍ଡ୍‌ର ୩ୟ ସଂସ୍କରଣ ‘ବ୍ୟୁଟିଫୁଲ ଇଣ୍ଡିଆନ୍ସ-୨୦୨୪’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଫେମିନା ଆଣ୍ଡ ମାମାଆର୍ଥର ମିଳିତ ସହଯୋଗରେ‘ବ୍ୟୁଟିଫୁଲ ଇଣ୍ଡିଆନ୍ସ-୨୦୨୪’ର ୩ୟ ସଂସ୍କରଣ ମୁମ୍ବାଇଠାରେ ଆୟୋଜିତ ହୋଇଥିଲା।

ଏହି ପରିପ୍ରେକ୍ଷୀରେ ଲୋକପ୍ରିୟ ଅଭିନେତା ଓ ପ୍ରସିଦ୍ଧ ବ୍ୟକ୍ତିବିଶେଷଙ୍କୁ ନେଇ ଗଠିତ ଏକ ବିଚାରକମଣ୍ଡଳୀ ଦ୍ୱାରା ସ୍ଥିରୀକୃତ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଓ ଉଲ୍ଲେଖନୀୟ ସଫଳତା ଲାଭ କରିଥିବା ବଲିଉଡ କଳାକାର ଓ ବିଭିନ୍ନ ଉଦ୍ୟୋଗ ସହ ଜଡିତ ବ୍ୟକ୍ତିବିଶେଷଙ୍କୁ ଫେମିନା ଆଣ୍ଡ ମାମାଆର୍ଥ ପକ୍ଷରୁ ସମ୍ମାନିତ କରାଯାଇଥିଲା। ଏ ସମ୍ପର୍କରେ ମାମାଆର୍ଥର ସହ ପ୍ରତିଷ୍ଠାତା ତଥା ସିଆଇଓ ଘଜଲ ଅଲଘା କହିଛନ୍ତି, ଗତ ୨ଟି ସଂସ୍କରଣରେ ଆମେ ବେଶ୍‌ ସଫଳତା ପାଇଥିବାରୁ ୩ୟ ସଂସ୍କରଣ ପାଇଁ ଆଶା ଓ ଉତ୍ସାହ ବଢ଼ିଥିଲା। ଏହି ସଂସ୍କରଣରେ ମଧ୍ୟ ଆମର ଅନେକ ଆଶଙ୍କା ରହିଛି। ସେହିଭଳି ଆମର ଉତ୍ପାଦ ସବୁ ବର୍ଗଙ୍କ ନିକଟତର ହେବା ସହିତ ଗ୍ରାହକଙ୍କ ବିଶ୍ୱାସଭାଜନ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

ନିର୍ବାଚନ ପୂର୍ବରୁ ଭାଜପାର ବଡ଼ ଘୋଷଣା: ଏମାନଙ୍କୁ ଦିଆଗଲା ବଡ଼ ଦାୟିତ୍ୱ

ଲକ୍ଷ୍ନୌ,୧୮।୯: ଉତ୍ତରପ୍ରଦେଶ ନିର୍ବାଚନକୁ ନେଇ BJP ପକ୍ଷରୁ ପ୍ରସ୍ତୁତି ତୀବ୍ର କରାଯାଇଛି। ଏହି କ୍ରମରେ ଦଳ ପକ୍ଷରୁ ନୂଆ ସୋସିଆଲ ମିଡିଆ ଟିମର ଘୋଷଣା କରାଯାଇଛି। ଦଳ…

ପ୍ରଧାନମନ୍ତ୍ରୀ ମୋଦି କେବେ କରିଥିଲେ UPI ପେମେଣ୍ଟ? ଏବେ ଯାଏ କେତେ କରିଛନ୍ତି ଟ୍ରାଞ୍ଜାକ୍ସନ, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୧୮।୯: ନିକଟରେ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ଯେ UPI ଦେୟ ଉପରେ ଶୁଳ୍କ ଲାଗିବା ଚର୍ଚ୍ଚା ପରେ ମଧ୍ୟ ପର୍ସନ ଟୁ ପର୍ସନ (P2P) UPI…

ବାର୍ଦ୍ଧକ୍ୟ ଭତ୍ତାକୁ ନେଇ ଆସିଲା ବଡ଼ ଖବର, ଏଣିକି ୪୫ଦିନରେ ଆକାଉଣ୍ଟକୁ ଆସିବ…

ନୂଆଦିଲ୍ଲୀ,୧୮।୯: ରାଜ୍ୟରେ ବାର୍ଦ୍ଧକ୍ୟ ଭତ୍ତା ପ୍ରତି ତିନି ମାସରେ ୩୦୦୦ ଟଙ୍କା ଦିଆଯାଇଥାଏ। କିନ୍ତୁ ଏବେ ଏହି ୩୦୦୦ ଟଙ୍କାର ଭତ୍ତା କିସ୍ତି ଆକାରରେ ଦିଆଯିବ। ଏହା…

୨୦୨୭ରେ ମେଷ ରାଶିକୁ ଯିବେ ଶନି: ବର୍ଷ ଆରମ୍ଭରୁ ଆର୍ଥିକ ସମସ୍ୟାରେ ବୁଡିରହିବେ ଏହି ରାଶି, ଏମାନଙ୍କ ଉପରେ ଧନବର୍ଷା

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଅନୁଶାସନ, କର୍ମ ଓ ନ୍ୟାୟର ଗ୍ରହ ବୋଲି ମନେ କରାଯାଏ। ଅନ୍ୟ ଗ୍ରହଙ୍କ ତୁଳନାରେ ଶନିଙ୍କ ଗତି ଧୀର ହୋଇଥିବାରୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?