ସୁନ୍ଦରତା ବଢ଼ାଏ ବେଲପତ୍ର

ପୂଜା ପାଇଁ ବ୍ୟବହୃତ ହେଉଥିବା ବେଲପତ୍ରକୁ ସୌନ୍ଦର୍ଯ୍ୟ ଉପଚାରରେ ମଧ୍ୟ ବ୍ୟବହାର କରିହେବ। ତ୍ୱଚାରୁ ଆରମ୍ଭ କରି କେଶର ବିଭିନ୍ନ ସମସ୍ୟା ଦୂର କରିବା ପାଇଁ ବେଲପତ୍ର ଏକ ସୁନ୍ଦର ବିକଳ୍ପ…

ତ୍ୱଚାରେ ଯଦି ବିଭିନ୍ନ ପ୍ରକାରର ଦାଗ ରହିଥାଏ ଅଥବା ତ୍ୱଚା କୁଣ୍ଡାଇ ହେଉଥାଏ ତେବେ ବେଲପତ୍ରକୁ ବାଟି ଲଗାନ୍ତୁ। କିଛିଦିନ ପରେ ଏହି ସମସ୍ୟା ରହିବ ନାହିଁ। ଏହା ବ୍ୟତୀତ ଯଦି ଦେହରୁ ଝାଳ ଗନ୍ଧ ହେଉଥାଏ ତେବେ କିଛି ଦିନ ପର୍ଯ୍ୟନ୍ତ ବେଲପତ୍ରକୁ ବାଟି ଲଗାନ୍ତୁ। ଏହା ସହିତ ସ୍ନାନ ସମୟରେ ବେଲପତ୍ରର ତେଲକୁ ଲଗାନ୍ତୁ।
ଯଦି କେଶ ଝଡିବାର ସମସ୍ୟା ରହିଥାଏ ତେବେ ବେଲପତ୍ର ରସ ପ୍ରତିଦିନ ପିଅନ୍ତୁ। ଏହା ସହିତ ବେଲପତ୍ରକୁ ବାଟି ସେଥିରେ ଏକ ଚାମଚ ମହୁ ମିଶାଇ କେଶ ମୂଳରେ ଲଗାନ୍ତୁ। କିଛି ଘଣ୍ଟା ରଖିବା ପରେ କେଶ ଧୋଇ ଦିଅନ୍ତୁ। କିଛି ଦିନ ଏପରି କରିବା ଫଳରେ କେଶ ଝଡିବା କମ୍‌ ହେବା ସହିତ କେଶ ଅଧିକ କୋମଳ ହୋଇଯିବ।
କେଶରେ ଯଦି ରୂପି ସମସ୍ୟା ରହିଥାଏ ତେବେ ବେଲପତ୍ରକୁ ବାଟି ରସ ବାହାର କରି ଦିଅନ୍ତୁ। ଏବେ ଏଥିରେ ଅଳ୍ପ କର୍ପୂର ଓ ରାଶି ତେଲ ମିଶାଇ କେଶ ମୂଳରେ ଲଗାନ୍ତୁ। ପ୍ରାୟ ଏକ ଘଣ୍ଟା ପରେ କେଶ ଧୋଇ ଦିଅନ୍ତୁ। ନିୟମିତ ଏପରି କରିବା ଫଳରେ ରୂପି ସମସ୍ୟା ଦୂର ହୋଇଯିବ।
ବେଲପତ୍ରରେ ବହୁ ଔଷଧୀୟ ଗୁଣ ରହିଛି। ତେଣୁ ଶରୀରର କୌଣସି ସ୍ଥାନରେ ଯଦି ଧଳା ଦାଗର ସମସ୍ୟା ରହିଥାଏ ତେବେ ବେଲପତ୍ର ବ୍ୟବହାର କରିହେବ। ଏଥିପାଇଁ ବେଲପତ୍ରକୁ ବାଟି ଅଧଘଣ୍ଟା ପର୍ଯ୍ୟନ୍ତ ସେହି ସ୍ଥାନରେ ଲଗାନ୍ତୁ। ଏହାପରେ ଧୋଇ ଦିଅନ୍ତୁ। କିଛି ଦିନ ପରେ ଧଳା ଦାଗ ଦୂର ହେବା ସହିତ ତ୍ୱଚା ଅଧିକ କୋମଳ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri