Posted inଖେଳ

ଓଡ଼ିଶାର ସୌନ୍ଦର୍ଯ୍ୟ ତୃତୀୟ

ଭୁବନେଶ୍ୱର,୨୨ା୩(କ୍ରୀଡ଼ା ପ୍ରତିନିଧି): ଅଲ୍‌ ଇଣ୍ଡିଆ ଚେସ୍‌ ଫେଡେରେଶନ ଫର୍‌ ଦି ବ୍ଲାଇଣ୍ଡ (ଏଆଇସିଏଫବି) ଆନୁକୂଲ୍ୟରେ ୧୬ତମ ଜାତୀୟ ଦୃଷ୍ଟିହୀନ ଚେସ୍‌ ପ୍ରତିୟୋଗିତା ଚଳିତମାସ ୧୩ରୁ ୧୮ ପର୍ଯ୍ୟନ୍ତ ମହାରାଷ୍ଟ୍ରର ଥାନେଠାରେ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶାର ପ୍ରତିଷ୍ଠିତ ଚେସ୍‌ ତାରକା ତଥା ଗତଥରର ଜାତୀୟ ଚାମ୍ପିୟନ ସୌନ୍ଦର୍ୟ୍ୟ କୁମାର ପ୍ରଧାନ ଏହି ପ୍ରତିୟୋଗିତାରେ ତୃତୀୟ ସ୍ଥାନ ଅଧିକାର କରି ରାଜ୍ୟକୁ ଗୌରବାନ୍ବିତ କରିଛନ୍ତି। ସେ ୯ ରାଉଣ୍ଡ ଖେଳରୁ ୭ ପଏଣ୍ଟ ହାସଲ କରିଥିଲେ। ଏଥିସହ ସେ ଚଳିତ ବର୍ଷ ଶେଷ ଭାଗରେ ହେବାକୁ ଥିବା ଏସିଆନ ପାରା ଗେମ୍ସ ଏବଂ ଆଇବିସିଏ ବିଶ୍ୱ ଚାମ୍ପିଅନଶିପରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଅନ୍ୟ ଦୁଇ ଓଡ଼ିଶା ଖେଳାଳି ପ୍ରାଚୁର୍ୟ୍ୟ କୁମାର ପ୍ରଧାନ (୫.୫) ଓ ଶୁଭେନ୍ଦୁ କୁମାର ପାତ୍ର (୫) ଯଥାକ୍ରମେ ୧୪ ଓ ୧୭ତମ ସ୍ଥାନରେ ରହିଥିଲେ। ସୌନ୍ଦର୍ଯ୍ୟଙ୍କୁ ଅଲ୍‌ ଓଡ଼ିଶା ଚେସ୍‌ ଆସୋସିଏସନ୍‌ ସଭାପତି ଜି. ସି. ମହାପାତ୍ର ଓ ସମ୍ପାଦକ ଦେବବ୍ରତ ଭଟ୍ଟ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଏକାସାଙ୍ଗରେ ଗଠନ ହେବ ୬ ଗ୍ରହଙ୍କ ବିରଳ ମହାସଂଯୋଗ: ମାଲାମାଲ ହେବେ କର୍କଟ ସମେତ ଏହି ୬ ରାଶି

ଗ୍ରହ ଗୋଚର ଦୃଷ୍ଟିରୁ ସେପ୍ଟେମ୍ବର ମାସର ପ୍ରଥମ ତାରିଖ ଅତ୍ୟନ୍ତ ବିଶେଷ ଏବଂ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ଦିନ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…

ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri