ଫିଲିଫାଇନ୍ସ ବିୟୁଟି କୁଇନଙ୍କୁ ଗଣବଳାତ୍କାର ପରେ ହତ୍ୟା

ମାନିଲା,୧୫।୧: ଫିଲିଫାଇନର କାକାଟି ସହରରୁ ଆସିଛି ଏକ ହୃଦୟ ବିଦାରକ ଖବର। ଜଣେ ୨୩ ବର୍ଷୀୟା ବିୟୁଟି କୁଇନ କ୍ରିଷ୍ଟାଇନ ଆଞ୍ଜେଲିକା ଡାସେରାଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଛି। ଗତ ସପ୍ତାହରେ ମାକାଟିସ୍ଥିତ ୪ ତାରକା ବିଶିଷ୍ଟ ହୋଟେଲ ସିଟି ଗାର୍ଡେନରେ ଏକ ରୁମର ବାଥ୍‌ଟ୍ୟୁବରେ ମିଳିଥିଲା ଆଞ୍ଜେଲିକାଙ୍କ ମୃତ ଶରୀର।

ଡାଭାଓ ସହରରେ ଜନ୍ମିତ କ୍ରିଷ୍ଟାଇନ ୟୁନିଭର୍ସିଟି ଅଫ୍‌ ଫିଲିପାଇନରେ କମ୍ୟୁନିକେଶନରେ ଡିଗ୍ରୀ ହାସଲ କରିଥିଲେ। ୨୦୧୭ ମିସ ସିଲଭା ଦାଭାଓ ରନର୍ସଅପ୍‌ ଫିଲିପାଇନ ଏୟାରଲାଇନରେ ଫ୍ଲାଇଟ୍‌ ଆଟେଣ୍ଡାଣ୍ଟ ଭାବେ କାର୍ଯ୍ୟ କରୁଥିଲେ।

ପୋଲିସର ପ୍ରାଥମିକ ତଦନ୍ତ ଅନୁଯାୟୀ, ଗଣବଳାତ୍କାର ପରେ ଆଞ୍ଜେଲିକାଙ୍କୁ ହତ୍ୟା କରାଯାଇଛି। ୧୧ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଗିରଫ ହୋଇଛି ପୋଲିସ। ଅନ୍ୟମାନେ ଫେରାର ଅଛନ୍ତି। ଗୁପ୍ତ ଅଙ୍ଗ ସମେତ ମୃତ ଶରୀରର ସ୍ଥାନେ ସ୍ଥାନେ ଆଘାତ ଚିହ୍ନ ରହିଛି, ଯାହା ଗଣବଳାତ୍କାରକୁ ଇଙ୍ଗିତ କରୁଛି। ତଥାପି ଶବ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗତକାଲି ହଠାତ୍‌ ଘରୁ ନିଖୋଜ ହୋଇଯାଇଥିଲେ ୧୦ମ ଶ୍ରେଣୀ ଛାତ୍ରୀ, ଆଜି ଜଙ୍ଗଲରୁ ଉଦ୍ଧାର ହେବା ପରେ…

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁରୁ ୧୦ମ ଶ୍ରେଣୀ ପରୀକ୍ଷା ଦେଇଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ରବିବାର ଘରୁ…

ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ, ଗଛ ଉପରେ ଚଢି ଅଚେତ ହୋଇପଡ଼ିଲେ ହନୁମାନ

ବୁଗୁଡ଼ା,୧୩ା୪(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧୀନ ସଂକୁରୁ ଗ୍ରାମରେ ଦଣ୍ଡନାଚରେ ଲଙ୍କା ଦହନ ବେଳେ ଅଘଟଣ ଘଟିଛି। ରାମାୟଣ ପରିବେଷଣ ବେଳେ ଗଛ ଉପରେ…

କୀର୍ତ୍ତନ ଦାସଙ୍କ ଉପରେ ଭରସା କଲା ଭାଜପା, ଦେଲା ଏହି ଗୁରୁଦାୟିତ୍ୱ: ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଗଞ୍ଜାମ,୧୩।୪(ଅନାଥ ତରାଇ): ଭାରତୀୟ ଜନତା ପାର୍ଟିର ଜଣେ ଦକ୍ଷ ତଥା ନିଷ୍ଠାପର ସଂଗଠକ ଭାବେ ପରିଚିତ କୀର୍ତ୍ତନ ଦାସଙ୍କୁ ଦ୍ୱିତୀୟଥର ପାଇଁ ଗଞ୍ଜାମ ଜିଲା ଭାଜପା ଅନୁସୂଚିତ…

ଭଞ୍ଜନଗର ବ୍ଲକ ଓଷ୍ଟାର ନୂତନ କର୍ମକର୍ତ୍ତା ମନୋନୀତ: ଜାଣନ୍ତୁ ସେମାନେ ସବୁ କିଏ…

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପିଏମଶ୍ରୀ ୟୁ. ବି. ହାଇସ୍କୁଲଠାରେ ବ୍ଲକର ଓଷ୍ଟା ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଦିଲ୍ଲୀପ କୁମାର…

ଟ୍ରମ୍ପଙ୍କୁ ଇରାନର ଭୟଙ୍କର ଚେତାବନୀ: ଯଦି ବନ୍ଦରଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୁଏ, ତା’ହେଲେ…

ଓ୍ବାଶିଂଟନ୍‌,୧୩।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏକ ନୂତନ ଏବଂ ଗମ୍ଭୀର ମୋଡ଼ ନେଇଛି। ଆମେରିକା ଇରାନର ଉପସାଗରୀୟ ବନ୍ଦରଗୁଡ଼ିକର ନୌସେନା ଅବରୋଧ ଘୋଷଣା…

ଭାଜପା ଏସସି ମୋର୍ଚ୍ଚା ଜିଲା ସଭାପତି ଘୋଷଣା: ଗନ୍ଧମାର୍ଦ୍ଦନ ଉପରେ ପୁଣି ଭରସା କଲା ଭାଜପା

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଭାଜପା ଅନୁସୂଚିତ ଜାତି (ଏସ୍‌ସି) ମୋର୍ଚ୍ଚା ଜିଲା ସଭାପତି ସୋମବାର ଘୋଷଣା ହୋଇଛି। ଏଥିରେ ଭାଜପା ଭଞ୍ଜନଗର ସାଂଗଠନିକ ଜିଲା (ଘୁମୁସର) ଏସସି ମୋର୍ଚ୍ଚା…

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି। କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ…

ଏହି କାର୍ଯ୍ୟ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଠୋର ଦଣ୍ଡ ଦେଲା BCCI, ମ୍ୟାଚ ସମୟରେ ଏମିତି କ’ଣ କଲେ ଅଧିନାୟକ

ନୂଆଦିଲ୍ଲୀ,୧୩।୪: ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ରନ ଦୃଷ୍ଟିରୁ ଐତିହାସିକ ଥିଲା। ଏହି ମ୍ୟାଚ ମଧ୍ୟ ବିବାଦରେ ଫସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri