କରିନାଙ୍କୁ ପସନ୍ଦ ଜେଜେ ମାଆଙ୍କ ହାତରନ୍ଧା

ମୁମ୍ବାଇ: ବଲିଉଡ୍ ବେବୋ କରିନ କପୁର ଖାଁ ଅଧିକାଂଶ ସମୟରେ ଥାଆନ୍ତି ଚର୍ଚ୍ଚାରେ । ନିଜ ଫିଲ୍ମକୁ ନେଇ ହେଉ ଅବା ନିଜ ସୌନ୍ଦର୍ଯ୍ୟକୁ ପୁଣି କେବେ କେବେ ଫିଟନେସକୁ ନେଇ ଚର୍ଚ୍ଚାରେ ଥାଆନ୍ତି କରିନା । ପ୍ରଥମରୁ ଟିକେ ମୋଟା ଥିବା କରିନା କିନ୍ତୁ ଏବେ ତାଙ୍କ ଫିଟସେନ୍ ଉପରେ ଖୁବ୍ ଧ୍ୟାନ ଦେଉଛନ୍ତି । ଖାଇବାକୁ ପସନ୍ଦ କରୁଥିବା କରିନା ଆଜିବି ତାଙ୍କ ଜେଜେମା ଓ ଆଇଙ୍କ ହାତରନ୍ଧାକୁ ପସନ୍ଦ କରନ୍ତି ବୋଲି କୁହନ୍ତି । ନିକଟରେ ଏକ ସାକ୍ଷାତ୍‌କାରରେ କରିନା କହିଛନ୍ତି ପିଲାଦିନେ କପୁର ପରିବାରର ସବୁ ପିଲାମାନେ ପାୟା ସୁପ୍ ପିଇ ବଡ ହୋଇଛନ୍ତି । ଏମିତିକି ତୈମୁରଙ୍କ ଜନ୍ମ ପୂର୍ବରୁ ବି ସେ ପାୟା ସୁପ ପିଉଥିବା କହିଛନ୍ତି । ଯଦିଓ ସେ ଏକ ପ୍ରକାର ଭେଜିଟେରିଆନ୍ କହିଲେ ଚଳେ । କାରଣ କରିନା କୁହନ୍ତି ତାଙ୍କର ପସନ୍ଦର ଖାଦ୍ୟ ହେଉଛି ଡାଲି ଖେଚିଡି ନଚେତ୍ ଭାତ ଡାଲି । ଏହାକୁ ଖାଇ ସେ ରହି ପାରନ୍ତି । ବର୍ଷକରେ ଥରେ ସେ ଚିକେନ୍ ଅବା ମାଛ ଖାଆନ୍ତି ବୋଲି କୁହନ୍ତି । ଯଦିଓ ତାଙ୍କୁ ରେଡ ମିଟ୍ ପସନ୍ଦ ନୁହେଁ ତଥାପି ସେ ପାୟା ସୁପ୍ ଖୁବ୍ ପସନ୍ଦ କରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri