ମା’ ହେବାର ମାସକ ପରେ କାମକୁ ଫେରିଲେ ବେବୋ, ହେବାକୁ ପଡ଼ିଲା ଟ୍ରୋଲ

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ତଥା ବେବୋ ଦ୍ୱିତୀୟ ଥର ମା’ ହେବାର ମାସକ ପରେ ପୁଣି କାମକୁ ଫେରିଛନ୍ତି। ସେ୨୧ ଫେବୃୟାରୀରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଥିଲେ। ଏହା ପରେ ସେ ଘରେ ରହି ପୁଅ ସହ ସମୟ ବିତାଉଥିଲେ। ସେ ପ୍ରସବ ପୂର୍ବରୁ ମଧ୍ୟ ବହୁତ ସକ୍ରିୟ ଥିଲେ। ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କ ଫଟୋ ଶେୟାର କରିଥିଲେ। ବର୍ତ୍ତମାନ ବେବୋ ପୁଣି ଥରେ କାମକୁ ଫେରିଥିବା ବେଳେ ତାଙ୍କୁ ନେଇ ଚର୍ଚ୍ଚା ହୋଇଛି। କରୀନା ଏକ ଶୁଟିଂରୁ ବାହାରକୁ ଆସୁଥିବା ଦେଖିବାକୁ ମିଳିଛି।
କରୀନାଙ୍କ ଏହି ଫଟୋ ପ୍ରଶଂସକଙ୍କ ଦୃଷ୍ଟି ଆକର୍ଷଣ କରିଛି । ସେ ପୁଣିଥରେ ତାଙ୍କ ପୂର୍ବ ଅବସ୍ଥାକୁ ଫେରିଛନ୍ତି । ବେବୋଙ୍କର ଏହି ଲୁକ୍‌କୁ ପ୍ରଶଂସକ ବହୁତ ପସନ୍ଦ କରିଥିବା ବେଳେ ଏତେ ଶୀଘ୍ର କାମକୁ ଫେରିଥିବା ନେଇ ତାଙ୍କୁ ଟ୍ରୋଲ ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

କେମିକାଲ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮ ଜୀବନ୍ତ ଦଗ୍ଧ

ଜୟପୁର,୧୬ା୨:  ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଏକ ବଡ଼ ବିସ୍ଫୋରଣ ଘଟି ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ସୂଚନା ପାଇ ଅଧ ଡଜନ ଦମକଳ ଗାଡ଼ି…

କଟକଣା ହଟିଲେ ସାଲିସ ପାଇଁ ଇରାନ୍‌ ରାଜି

ତେହରାନ୍‌,୧୬ା୨:ଇରାନ ନିଜର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆମେରିକା ସହ ସାଲିସ କରିବାକୁ ପ୍ରସ୍ତୁତ ରହିଛି। କିନ୍ତୁ ଏଥିପାଇଁ ନିର୍ଦ୍ଦିଷ୍ଟ ସର୍ତ୍ତ ରଖିଛି। ଯଦି ଆମେରିକା କଟକଣା ହଟାଇବ…

ରହମାନଙ୍କ ଶପଥ ଉତ୍ସବରେ ଯୋଗ ଦେବେନି ମୋଦି: ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୬ା୨:ବାଂଲାଦେଶ ନିର୍ବାଚନରେ ବିଏନ୍‌ପି ବିପୁଳ ବିଜୟ ହାସଲ କରିବା ପରେ ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଆସନ୍ତା ୧୭ ତାରିଖରେ ଏକ…

ସୁସ୍ଥ ହୃତ୍‌ପିଣ୍ଡ ଓ ରକ୍ତଚାପ

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

‘ମୋତେ ସ୍ତ୍ରୀର ମାନ୍ୟତା ଦିଅ, ନଚେତ୍ ମୁଁ ଆତ୍ମହତ୍ୟା କରିବି’, ଭାଜପା ନେତାଙ୍କ ନାଁରେ ପ୍ରେମିକାଙ୍କ ଗମ୍ଭୀର ଅଭିଯୋଗ

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ମୋରାଦାବାଦରୁ ଏକ ମାମଲା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ବ୍ୟାପକ ଭାବରେ ଚର୍ଚ୍ଚା ହେଉଛି । କୁଣ୍ଡାରକି ଥାନା ଅଞ୍ଚଳ ଅନ୍ତର୍ଗତ…

ଭାରତଠାରୁ ପରାଜୟ ପରେ ରାଗିକି ନିଆଁ ହୋଇଗଲେ ଶାହିଦ ଆଫ୍ରିଦି: ନିଜ ଜ୍ୱାଇଁଙ୍କୁ ବି ଛାଡ଼ିଲେନି

ଇସଲାମାବାଦ୍‌,୧୬।୨: ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ପରାଜୟ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦିଙ୍କ ଖୋଲାଖୋଲି ଭାବରେ ଦଳକୁ ସମାଲୋଚନା କରିଛନ୍ତି। ସେ ଦଳର ବରିଷ୍ଠ ଖେଳାଳିମାନଙ୍କୁ…

ଗ୍ରହାଣୁରୁ ଖଣିଜ ଉତ୍ତୋଳନ

ସୌରଜଗତର ମଙ୍ଗଳ ଏବଂ ବୃହସ୍ପତି ଗ୍ରହ କକ୍ଷ ମଝିରେ ଅନେକ କ୍ଷୁଦ୍ର ବସ୍ତୁପିଣ୍ଡ ସୂର୍ଯ୍ୟକୁ ପରିକ୍ରମଣ କରୁଛି। ଏଗୁଡ଼ିକୁ ଗ୍ରହାଣୁ ବା ଗୌଣ ଗ୍ରହ କୁହାଯାଏ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri