ମା’ ହେବାର ମାସକ ପରେ କାମକୁ ଫେରିଲେ ବେବୋ, ହେବାକୁ ପଡ଼ିଲା ଟ୍ରୋଲ

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ତଥା ବେବୋ ଦ୍ୱିତୀୟ ଥର ମା’ ହେବାର ମାସକ ପରେ ପୁଣି କାମକୁ ଫେରିଛନ୍ତି। ସେ୨୧ ଫେବୃୟାରୀରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଥିଲେ। ଏହା ପରେ ସେ ଘରେ ରହି ପୁଅ ସହ ସମୟ ବିତାଉଥିଲେ। ସେ ପ୍ରସବ ପୂର୍ବରୁ ମଧ୍ୟ ବହୁତ ସକ୍ରିୟ ଥିଲେ। ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କ ଫଟୋ ଶେୟାର କରିଥିଲେ। ବର୍ତ୍ତମାନ ବେବୋ ପୁଣି ଥରେ କାମକୁ ଫେରିଥିବା ବେଳେ ତାଙ୍କୁ ନେଇ ଚର୍ଚ୍ଚା ହୋଇଛି। କରୀନା ଏକ ଶୁଟିଂରୁ ବାହାରକୁ ଆସୁଥିବା ଦେଖିବାକୁ ମିଳିଛି।
କରୀନାଙ୍କ ଏହି ଫଟୋ ପ୍ରଶଂସକଙ୍କ ଦୃଷ୍ଟି ଆକର୍ଷଣ କରିଛି । ସେ ପୁଣିଥରେ ତାଙ୍କ ପୂର୍ବ ଅବସ୍ଥାକୁ ଫେରିଛନ୍ତି । ବେବୋଙ୍କର ଏହି ଲୁକ୍‌କୁ ପ୍ରଶଂସକ ବହୁତ ପସନ୍ଦ କରିଥିବା ବେଳେ ଏତେ ଶୀଘ୍ର କାମକୁ ଫେରିଥିବା ନେଇ ତାଙ୍କୁ ଟ୍ରୋଲ ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନେତ୍ରୀଙ୍କୁ ବନ୍ଧୁକ ମୁନରେ ଲୁଟିଲେ

ନୂଆଦିଲ୍ଲୀ, ୧୫।୯: ଅଭିନେତ୍ରୀ ନିକିତା ରାଓ୍ବାଲଙ୍କୁ କିଛି ଦୁର୍ବୃତ୍ତ ବନ୍ଧୁକ ମୁନରେ ଲୁଟିଛନ୍ତି। ନିକିତା ତାଙ୍କ ମାଉସୀଙ୍କ ଘରେ ଏକା ଥିବା ବେଳେ କିଛି ଦୁର୍ବୃତ୍ତ...

ଏହି ଅଭିନେତ୍ରୀଙ୍କୁ ମୋଟି, କାଳି କହିଥିଲେ ଶଶି କପୁର: ଆଉ ତା ପରେ …

ଏଭରଗ୍ରୀନ ଅଭିନେତ୍ରୀ ରେଖାଙ୍କୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ସ୍ଥାନଟିଏ ପାଇଁ କଠିନ ପରିଶ୍ରମ ସହ ଅନେକ ସମାଲୋଚନାର ସମ୍ମୁଖୀନ ହେବାକୁ ପଡିଥିଲା। ୧୪ ବର୍ଷ ବୟସରୁ, ରେଖା...

ପ୍ରଥମ ବିବାହ ବାର୍ଷିକୀରେ ଆଲିଆଙ୍କୁ ମହଙ୍ଗା ଉପହାର ଦେଲେ ରଣବୀର, ଦାମ୍‌ ଜାଣିଲେ…

ମୁମ୍ବାଇ: ବଲିଉଡ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟ ବି-ଟାଉନର ପ୍ରିୟ ଯୋଡି ଭାବରେ ବିବେଚନା କରାଯାଏ। ପ୍ରଶଂସକଙ୍କ ଏହି ପ୍ରିୟ ଦମ୍ପତି ୧୪ଏପ୍ରିଲରେ...

ଯାହାପରେ ବଦଳିଯାଇଥିଲା ସୁଶାନ୍ତଙ୍କ ଜୀବନ: ଦେଖନ୍ତୁ ରିୟାଙ୍କ ସହ ସେହି ୟୁରୋପ୍‌ ଟ୍ରିପ୍‌ର ଫଟୋ

ବମ୍ବେ: ଇତିମଧ୍ୟରେ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ପାଖାପାଖି ଦୁଇ ମାସ ହେଲାଣି। ହେଲେ ଦିନକୁ ଦିନ ମୃତ୍ୟୁର ରହସ୍ୟ ବଢ଼ି ବଢ଼ି ଚାଲିଛି।...

କଙ୍ଗନାଙ୍କ ସ୍ବପ୍ନ ହେଲା ପୂରଣ

ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ ବଲିଉଡ୍‌ର ଜଣେ ପ୍ରତିଭାସମ୍ପନ୍ନ ଅଭିନେତ୍ରୀଙ୍କ ମଧ୍ୟରୁ ଅନ୍ୟତମ। ନିଜ ଅଭିନୟ ଜରିଆରେ ସେ ଇଣ୍ଡଷ୍ଟ୍ରୀରେ ଏକ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି।...

ବହୁପ୍ରତୀକ୍ଷିତ ଫିଲ୍ମ ‘ଜୁଗ୍‌ ଜୁଗ୍‌ ଜିଓ’ର ଟ୍ରେଲର ରିଲିଜ୍‌

ବରୁଣ ଧାୱନ, କିଆରା ଆଡଭାନୀଙ୍କ ବହୁପ୍ରତୀକ୍ଷିତ ଫିଲ୍ମ ‘ଜୁଗ୍‌ ଜୁଗ୍‌ ଜିଓ’ର ଟ୍ରେଲର ଆଜି ରିଲିଜ୍‌ ହୋଇଛି। ଏହି ଫିଲ୍ମଟି ଏକ ପାରିବାରିକ ଡ୍ରାମା ଉପରେ...

‘ଯବାନ’ରେ ଏହି ସାଉଥ୍ ସୁପରଷ୍ଟାରଙ୍କ ସହ ଧମାକା କରିବେ ଶାହାରୁଖ!

ମୁମ୍ବାଇ: ଲମ୍ବା ବ୍ରେକ୍ ପରେ ଏବେ ପୁଣିଥରେ ବଡ ପରଦାରେ ଧମାଲ କରିବାକୁ ଫେରିଛନ୍ତି କିଙ୍ଗ ଖାଁ । ୨୦୨୩ରେ ହେବ ତାଙ୍କର ଧମାକାଦାର ଏଣ୍ଟ୍ରି...

ବାପା-ମା’ଙ୍କ ଛାଡପତ୍ର ଦିନ ଖୁସିରେ ପାଗଳ ହୋଇଯାଇଥିଲେ ଏହି ଅଭିନେତ୍ରୀ

ଯେକୌଣସି ଦାମ୍ପତ୍ୟ ଜୀବନରେ ଛାଡପତ୍ର ପରିସ୍ଥିତି ଆସିଲେ, ପିଲାମାନଙ୍କ ଉପରେ ଏହାର ସର୍ବାଧିକ ପ୍ରଭାବ ପଡିଥାଏ। କିନ୍ତୁ ଅଭିନେତ୍ରୀ ଶ୍ରୁତି ହାସନଙ୍କ ଏହାର ଭଲ ପ୍ରଭାବ...

Advertisement
Archives

Model This Week