ମା’ ହେଲେ ଏହି ଅଭିନେତ୍ରୀ

ହିନ୍ଦୀ ସିରିଏଲ ‘ୟେ ରିସ୍ତା କ୍ୟା କେହଲାତା ହୈ’ ର ଫେମ ଅଭିନେତ୍ରୀ ମୋହିନା କୁମାରୀ ସିଂ ମା’ ହୋଇଛନ୍ତି ବୋଲି ସୂଚନା ମିଳିଛି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି।
ମୋହିନା କିଛି ମାସ ପୂର୍ବରୁ ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକଙ୍କୁ ଗର୍ଭଧାରଣର ବିଷୟରେ ଜଣାଇଥିଲେ। ହେଲେ ବର୍ତ୍ତମାନ ଯାଏ ଶିଶକୁ ନେଇ ମୋହିନା କି ତାଙ୍କୁ ପରିବାର ପକ୍ଷରୁ କୌଣସି ସୂଚନା ମିଳିନାହିଁ ।
ମିଡିଆ ରିପୋର୍ଟ ଅନୁଯାୟୀ, ମୋହିନା ମୁମ୍ବାଇର ଏକ ଡାକ୍ତରଖାନାରେ ଏକ ଶିଶୁ ପୁତ୍ରକୁ ଜନ୍ମ ଦେଇଛନ୍ତି। ତେବେ ଏହାକୁ ନେଇ ମୋହିନା କି ତାଙ୍କ ପରିବାର କେବେ ସ୍ପଷ୍ଟ କରିବେ ତାକୁ ନେଇ ଅପେକ୍ଷା ରହିଲା।
ମୋହିନା ୨୦୧୯ରେ ସୁୟଶ ରାୱତଙ୍କୁ ବିବାହ କରିଥିଲେ। ବିବାହ ପରେ ସେ ଗ୍ଲାମର ଦୁନିଆକୁ ବିଦାୟ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

‘ଲକ୍ଷ୍ମୀ ବମ୍‌’ର ନୂଆ ପୋଷ୍ଟର ରିଲିଜ୍‌: ଶାଢ଼ି ପିନ୍ଧି ଭିନ୍ନ ଲୁକ୍‌ରେ ଅକ୍ଷୟ

ଖିଲାଡି କିଙ୍ଗ୍‌ ଅକ୍ଷୟ କୁମାରଙ୍କ ଆଗାମୀ ଫିଲ୍ମ ‘ଲକ୍ଷ୍ମୀ ବମ୍‌’ର ଏକ ନୂଆ ଏବଂ ଦମ୍‌ଦାର ପୋଷ୍ଟର ରିଲିଜ୍‌ ହୋଇଛି। ନିଜେ ଅକ୍ଷୟ ଏହି ପୋଷ୍ଟରଟିକୁ...

କାହିଁକି ସର୍ବଦା ବ୍ରେସ୍‌ଲେଟ୍‌ ପିନ୍ଧନ୍ତି ସଲମାନ

ବଲିଉଡ୍‌ର ଭାଇଜାନ୍‌ ସଲମାନ ଖାନ ସର୍ବଦା ହାତରେ ଏକ ବ୍ରେସଲେଟ୍‌ ପିନ୍ଧିଥାନ୍ତି। ଏବେ ସେ ପିନ୍ଧୁଥିବା ବ୍ରେସ୍‌ଲେଟ୍‌ ଯୁବପିଢିଙ୍କ ମଧ୍ୟରେ ଏକ ଟ୍ରେଣ୍ଡ ପାଲଟିଲାଣି। ସଲ୍ଲୁ...

ଭାରତର ଶୋଚନୀୟ ପରାଜୟ ପରେ ଲୋକେ ମାଗିଲେ ସୋନୁ ସୁଦଙ୍କ ସାହାଯ୍ୟ, ଏପରି ଟୁଇଟ୍‌ କଲେ ଅଭିନେତା

ମୁମ୍ବାଇ: ଅଭିନେତା ସୋନୁ ସୁଦ ଗରିବ ଲୋକଙ୍କୁ ସବୁବେଳେ ସାହାଯ୍ୟ କରି ଚର୍ଚ୍ଚାରେ ରହିଛନ୍ତି। ଅନେକ ସମୟରେ ପ୍ରଶଂସକଙ୍କ ଠାରୁ ଏପରି ଅନୁରୋଧ କରାଯାଇଥାଏ ଯେ,...

ପ୍ରେମ ପାଇଁ ଦେଶ ଛାଡ଼ିବେ ଏହି ଲୋକପ୍ରିୟ ଅଭିନେତ୍ରୀ

ବମ୍ବେ: ପୁଣି ଥରେ ବିବାହ କରିବାକୁ ଯାଉଛନ୍ତି ଟେଲି ପରଦାର ଲୋକପ୍ରିୟ ଦଲଜୀତ କୌର। ବିବାହ ପରେ ସେ ନିଜର ପାର୍ଟନର ନିକ୍‌ ପଟେଲଙ୍କ ସହ...

ସାମ୍ନାକୁ ଆସିଲା ‘ସୂର୍ଯ୍ୟବଂଶୀ’, ‘୮୩’ ର ନୂଆ ରିଲିଜ୍ ଡେଟ୍‌!

ମୁମ୍ବାଇ: ଏବେ ବଲିଉଡ୍‌ରେ କିଛି ବଡ ଫିଲ୍ମକୁ ନେଇ ଚର୍ଚ୍ଚା ଚାଲିଛି । ଅକ୍ଷୟ କୁମାରଙ୍କ ଫିଲ୍ମ ‘ସୂର୍ଯ୍ୟବଂଶୀ’ ଓ ରଣବୀର କପୁରଙ୍କ ଫିଲ୍ମ ‘୮୩’...

ଡେଙ୍ଗୁରେ ପୀଡ଼ିତ ହୋଇ ବି ବିରତି ନେଇ ନାହାନ୍ତି କଙ୍ଗନା!

ମୁମ୍ବାଇ: ବଲିଉଡ କୁଇନ କଙ୍ଗନା ରାନୱତଙ୍କୁ ଡେଙ୍ଗୁ । ଏହି ଖବର ପାଇବା ପରେ ତାଙ୍କ ପ୍ରଶଂସକ କଙ୍ଗନାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।...

‘ଓଡ଼ିଶାରେ ସବୁଦିନ ରହିବାକୁ ଇଚ୍ଛା’

ଭୁବନେଶ୍ୱର,୮ା୫(ବ୍ୟୁରୋ): ବଲିଉଡ୍‌ ଅଭିନେତା ଅର୍ଜୁନ ରାମପାଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟିଛନ୍ତି। ଜନତା ମଇଦାନରେ ଓଡ଼ିଶା ଓମେନ୍ସ ମେଳା-୨୦୨୨ ଚାଲିଥିବାବେଳେ ଏଥିରେ ଯୋଗଦେବାକୁ...

ରୋମାଣ୍ଟିକ ମୁଭି କରିବାକୁ ଡରୁଛନ୍ତି ଆୟୁଷ୍ମାନ!

ମୁମ୍ବାଇ: ବଲିଉଡ ଷ୍ଟାର ଆମିର ଖାଁଙ୍କ ପରେ ଯଦି କେହି ନିଜ ମୁଭିକୁ ନେଇ ଏକ୍ସପିରିମେଣ୍ଟ କରୁଥାଆନ୍ତି ତେବେ ସେ ହେଉଛନ୍ତି ଆୟୁଷ୍ମାନ ଖୁରାନା ।...

Advertisement
Archives

Model This Week