Posted inଜାତୀୟ

ରାଷ୍ଟ୍ରପତି ହେଲେ କଶ୍ମୀର ସମସ୍ୟାର ସମାଧାନ କରିବାକୁ କହିଲେ ଯଶଓ୍ବନ୍ତ…

ଶ୍ରୀନଗର, ୯।୭ : ବିରୋଧୀ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନା କଶ୍ମୀର ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି। ଶନିବାର ଯଶଓ୍ବନ୍ତ ସିହ୍ନା କହିଛନ୍ତି ଯେ ଯଦି ନିର୍ବାଚିତ ହୁଅନ୍ତି ତେବେ ସେ କଶ୍ମୀର ସମସ୍ୟାର ସ୍ଥାୟୀ ସମାଧାନ ଏବଂ ଏହି ଅଞ୍ଚଳରେ ଶାନ୍ତି ଫେରାଇ ଆଣିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିବେ।

ସିହ୍ନା କହିଛନ୍ତି ଯେ ନିର୍ବାଚିତ ହେଲେ ମୋର ଅନ୍ୟତମ ପ୍ରାଥମିକତା ହେବ କଶ୍ମୀର ସମସ୍ୟାର ସମାଧାନ, ଶାନ୍ତି, ନ୍ୟାୟ, ଗଣତନ୍ତ୍ର, ସ୍ବାଭାବିକତା, ଜମ୍ମୁ- କଶ୍ମୀର ପ୍ରତି ବିକାଶର ଶତ୍ରୁତାକୁ ଶେଷ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସରକାରଙ୍କୁ ଅନୁରୋଧ କରିବା। ୟଶୱନ୍ତ ସିହ୍ନା ଶ୍ରୀନଗରରେ ଏହି ବିବୃତ୍ତି ଦେଇଛନ୍ତି। ୧୮ ଜୁଲାଇରେ ହେବାକୁ ଥିବା ନିର୍ବାଚନ ପୂର୍ବରୁ ସିହ୍ନା ଶ୍ରୀନଗରରେ ପହଞ୍ଚିଛନ୍ତି।

ସୂଚନାଯୋଗ୍ୟ, ଭାରତର ନିର୍ବାଚନ ଆୟୋଗ ଜୁଲାଇ ୧୬ରେ ଦେଶର ୧୬ ତମ ରାଷ୍ଟ୍ରପତି ନିର୍ବାଚନର ତାରିଖ ଭାବରେ ସ୍ଥିର କରିଛନ୍ତି। ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କ ଉତ୍ତରାଧିକାରୀ ବାଛିବା ପାଇଁ ଏମ୍‌ପି ତଥା ବିଧାୟକଙ୍କର ମୋଟ ୪,୮୦୯ ଭୋଟର ଭୋଟ ଦେବେ। କୋବିନ୍ଦଙ୍କ କାର୍ଯ୍ୟକାଳ ଜୁଲାଇ ୨୪ ରେ ଶେଷ ହେବ ଏବଂ ଜୁଲାଇ ୨୫ରେ ନୂତନ ରାଷ୍ଟ୍ରପତି ଶପଥ ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri