ବିଇଡି ନାମଲେଖା: ମେ ୪ରୁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟର ବିଭିନ୍ନ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟ ଓ ସ୍ବୟଂ ଶାସିତ କଲେଜଗୁଡ଼ିକରେ ବିଇଡି, ବିଏଚ୍‌ଇଡି ଓ ଏମ୍‌ଇଡି ନାମଲେଖା ପାଇଁ ପ୍ରକ୍ରିୟା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆରମ୍ଭ ହୋଇଛି। ଚଳିତ ବର୍ଷର ପ୍ରବେଶିକା ପରୀକ୍ଷା ସେବା ଚୟନ ବୋର୍ଡ(ଏସ୍‌ଏସ୍‌ବି) ଦ୍ୱାରା ପରିଚାଳିତ ହେବାକୁ ଥିବାବେଳେ ପ୍ରକ୍ରିୟାରେ ବ୍ୟାପକ ପରିବର୍ତ୍ତନ କରାଯାଇଛି।
ପ୍ରବେଶିକା ପାଇଁ ଆବେଦନ ମେ’ ୪ ତାରିଖରେ ଆରମ୍ଭ ହୋଇ ୧୪ରେ ଶେଷ ହେବ। ୧୮ ତାରିଖ ସୁଦ୍ଧା ଆବେଦନ ସମ୍ପର୍କିତ ତଥ୍ୟ ଓ କମ୍ପ୍ୟୁଟର ପ୍ରୟୋଗ କେନ୍ଦ୍ର(ଓକାକ୍‌) ଏସ୍‌ଏସ୍‌ବ ନିକଟରେ ଦାଖଲ କରିବ। ଜୁନ ୧ରୁ ୧୧ ତାରିଖ ମଧ୍ୟରେ ଆଡ୍‌ମିଟି କାର୍ଡ ଅନ୍‌ଲାଇନରେ ଉପଲବ୍ଧ ହେବ। ଜୁନ ୧୦ ତାରିଖରେ ଏମ୍‌ଇଡି ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଓ ୧୧ ତାରିଖରେ ବିଇଡି ଏବଂ ବିଏଚଇଡି ପ୍ରବେଶିକା ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ରାଉରକେଲାରେ ବଡ଼ ଧରଣର ବ୍ରାଉନସୁଗାର ଜବତ: ୭ ମହିଳା ସମେତ ୮ ଡ୍ରଗ୍ସ ବେପାରୀ ଗିରଫ, ୧ କୋଟି ଟଙ୍କାରୁ ଅଧିକ

ରାଉରକେଲା, ୨୩।୫ (ସଙ୍ଗୀତା ଜେନା): ଓଡ଼ିଶାରେ ଚାଲିଥିବା ନିଶା ନିବାରଣ ଅଭିଯାନରେ ଏକ ବଡ଼ ସଫଳତା। ରାଉରକେଲା ପୋଲିସ ପ୍ଲାଣ୍ଟସାଇଟ୍ ଥାନା ସୀମା ଅନ୍ତର୍ଗତ ମୀନାପଡ଼ା ଅଞ୍ଚଳରେ…

ଭୂମିହୀନଙ୍କୁ ପୋଖରୀ ମଝିରେ ପଟ୍ଟା ପ୍ରଦାନ

ନୂଆପଡ଼ା,୨୩ା୫ (ମକାରୁ ବେମାଲ): କେନ୍ଦ୍ର ତଥା ରାଜ୍ୟ ସରକାର ଭୂମିହୀନମାନଙ୍କୁ ଚାଷକରି ପରିବାର ପ୍ରତିପୋଷଣ ପାଇଁ ଜମି ଯୋଗାଇଦେଉଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ଭୁଲ୍‌…

ମାଡ଼ି ଆସୁଛି ବଡ଼ ପ୍ରଳୟ! ୪୦ ହଜାର ଲୋକଙ୍କୁ ଘର ଛାଡିବାକୁ ନିର୍ଦ୍ଦେଶ, ସ୍କୁଲ-କଲେଜ ବନ୍ଦ

ୱାଶିଂଟନ/କାଲିଫର୍ଣ୍ଣିଆ: ଆମେରିକାର କାଲିଫର୍ଣ୍ଣିଆରେ ଏକ ବଡ଼ ଧରଣର ବିପଦ ଦେଖାଦେଇଛି। ଏକ ଶିଳ୍ପାଞ୍ଚଳ (Industrial Site) ରେ ରଖାଯାଇଥିବା ବିଷାକ୍ତ କେମିକାଲ ଟାଙ୍କି ହଠାତ ଅତ୍ୟଧିକ ଗରମ…

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri