ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ ଏମ୍‌.ଏଡ୍‌ରେ ନାମଲେଖା ପାଇଁ ଜୁନ୍‌ ୩ରେ ପ୍ରବେଶିକା ପରୀକ୍ଷା ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ବି.ଏଚ୍‌.ଏଡ଼ (ହିନ୍ଦୀ) ଏବଂ ଅପରାହ୍ନ ୩ ଟାରୁ ୫ଟା ପର୍ଯ୍ୟନ୍ତ ଏମ୍‌.ଏଡ୍‌ ପ୍ରବେଶିକା ପରୀକ୍ଷା ଚାଲିବ। ଏନେଇ ଷ୍ଟେଟ ସିଲେକ୍ସନ ବୋର୍ଡ଼ (ଏସ୍‌ଏସ୍‌ବି) ପକ୍ଷରୁ ଶନିବାର ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

ଛାତ୍ରୀଛାତ୍ରମାନେ ମେ’ ୨୭ରୁ ଏସ୍‌ଏସ୍‌ବି ୱେବ୍‌ସାଇଟରୁ ଆଡ୍‌ମିଟ କାର୍ଡ଼ ଡାଉନଲୋଡ଼ କରିପାରିବେ। ଜୁନ ୪ ତାରିଖରେ ଏସ୍‌ଏସ୍‌ବି ଓ୍ବେବସାଇଟରେ ପ୍ରବେଶିକା ପରୀକ୍ଷାର ପ୍ରୋଭିଜିନାଲ ଆନ୍ସର କି’ ପ୍ରକାଶିତ ହେବ।

ପ୍ରୋଭିଜିନାଲ ଆନ୍ସର କି’ କୁ ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ କୌଣସି ଆଶଙ୍କା ଥିଲେ ପରୀକ୍ଷାର୍ଥୀମାନେ ଜୁନ୍‌ ୫ ରୁ ୭ ତାରିଖ ମଧ୍ୟରେ ଆନ୍ସର କି’ ଚ୍ୟାଲେଞ୍ଜ ପାଇଁ ଆବେଦନ କରିପାରିବେ। ପ୍ରବେଶିକା ପରୀକ୍ଷା ମାର୍କ ଆଧାରରେ ହିଁ ମେଧା ତାଲିକା ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଶୁକ୍ରଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ଏହି ୪ ରାଶିଙ୍କ ଶୁଭ ସମୟ ହେବ ଆରମ୍ଭ, ବଢ଼ିବ ଆୟ

ବୈଦିକ ଜ୍ୟୋତିଷ ଅନୁସାରେ ପୂର୍ବାଫାଲ୍ଗୁନୀ ନକ୍ଷତ୍ରର ସ୍ବାମୀ ଶୁକ୍ର ଗ୍ରହ। ଜ୍ୟୋତିଷରେ ଶୁକ୍ରଙ୍କୁ ପ୍ରେମ, ଧନ, ସୁଖ-ସୁବିଧା ଓ ଐଶ୍ୱର୍ଯ୍ୟର କାରକ ଭାବେ ବିବେଚନା କରାଯାଏ। ସେହିପରି…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri