ହସ୍ପିଟାଲରେ ବେଡ୍‌ ଫୁଲ୍‌: ବାହାରେ ଆମ୍ବୁଲାନ୍ସ୍‌ରେ ଆକ୍ରାନ୍ତ…

ଅହମଦାବାଦ୍‌,୧୩।୪: ଗୁଜରାଟ ଅହମଦାବାଦରେ ପ୍ରତିଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ଥିତି ବେକାବୁ ହେବାରେ ଲାଗିଛି। ସହରର ବଡ଼ ହସ୍ପିଟାଲ କୁହାଯାଉଥିବା ସ୍ଥାନୀୟ ସିଭିଲ୍‌ ହସ୍ପିଟାଲରେ ଥିବା ୧୨୦୦ ବେଡ୍‌ ଏବେ ଫୁଲ୍‌ ହୋଇ ଯାଇଛି। ବେଡ୍‌ ଖାଲି ନ ଥିବାରୁ ହସ୍ପିଟାଲ ବାହାରେ ଆମ୍ବୁଲାନ୍ସରେ ଆକ୍ରାନ୍ତମାନେ ରହିଛନ୍ତି। ବେଡ୍‌ ଖାଲି ହେଲେ ଆକ୍ରାନ୍ତମାନେ ଭିତରକୁ ଯିବାକୁ ଅପେକ୍ଷା କରିଛନ୍ତି। ଅହମଦାବାଦ ସହିତ ରାଜ୍ୟର ସୁରଟ, ରାଜକୋଟ ଆଦି ସହରରେ ମଧ୍ୟ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଫଳରେ ଆକ୍ରାନ୍ତଙ୍କୁ ଆବଶ୍ୟକ ଚିକିତ୍ସା ଯୋଗାଇ ଦେବା କ୍ଯଯକର ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ଲକ୍ଷେ ୧୨ ହଜାର: ପ୍ରତି ୨ ଦିନରେ ୧୦ ହଜାରରୁ ଅଧିକ ନୂଆ ସଂକ୍ରମଣ

ନୂଆଦିଲ୍ଲୀ,୨୧।୫: ଭାରତରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢ଼ିଚାଲିଛି। ଗୁରୁବାର ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୧୨ ହଜାର ୪୪୨ରେ...

ଆଉ ହେବନି ଲକ୍‌ଡାଉନ୍‌: ଆବଶ୍ୟକ ପଡ଼ିଲେ ବଜାର ରହିବ ବନ୍ଦ

ନୂଆଦିଲ୍ଲୀ,୧୮।୧୧: ଦିଲ୍ଲୀରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ପର୍ଯ୍ୟାୟ ଜାରି ରହିଛି। ଏପରିସ୍ଥଳେ ଲକ୍‌ ଡାଉନ୍‌ ଜାରି ହେବ କି ନାହିଁ ସେନେଇ ନାନା କଳ୍ପନା...

ସୋନାଲୀ ମୃତ୍ୟୁ ମାମଲା: ଖଟ୍ଟରଙ୍କ ସହ କଥା ହେଲେ ଗୋଆ ମୁଖ୍ୟମନ୍ତ୍ରୀ

ପଣଜୀ,୨୯।୮: ହରିଆଣା ଭାଜପା ନେତ୍ରୀ ତଥା ଟିକ୍‌ଟକ୍‌ ଷ୍ଟାର ସୋନାଲୀ ଫୋଗାଟଙ୍କ ମୃତ୍ୟୁ ପରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏହି...

ଲତା ମଙ୍ଗେସକର ଅସୁସ୍ଥ: ଆଇସିୟୁରେ ଭର୍ତ୍ତି

ମୁମ୍ବାଇ,୧୧ ।୧: ଭାରତ ରତ୍ନ ତଥା ସୁର ସାମ୍ରାଜ୍ଞି ଲତା ମଙ୍ଗେସକର ଅସୁସ୍ଥ ହୋଇ ପଡିଛନ୍ତି । ସେ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି ।...

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ: ପଞ୍ଚମ ପର୍ଯ୍ୟାୟ ପାଇଁ ଆଜି ପ୍ରଚାର ଶେଷ, ୨୭ରେ ମତଦାନ

ଲକ୍ଷ୍ନୌ,୨୫ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଯୋରସୋରରେ ଚାଲିଛି । ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ସନ୍ଧ୍ୟାରେ ପ୍ରଚାର...

ଇଣ୍ଡିଆ ମେଣ୍ଟର ତୃତୀୟ ବୈଠକ ୩୧ରେ

ନୂଆଦିଲ୍ଲୀ,୬।୮: ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିବା ପରେ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ତୃତୀୟ ବୈଠକ ଅଗଷ୍ଟ ୩୧ ଏବଂ...

ସ୍କୁଲ ନିର୍ମାଣ ପାଇଁ ୧୪ ବର୍ଷ ତଳେ ମଞ୍ଜୁର ହୋଇଥିଲା ୫ ଲକ୍ଷ: ୧୨ ଖମ୍ବ ପୋତି ଅନୁଦାନ ହଡ଼ପ ଅଭିଯୋଗ

ଭୋପାଳ,୨୧।୭: ସ୍କୁଲ ନିର୍ମାଣ ପାଇଁ ୧୪ ବର୍ଷ ତଳେ ସରକାରଙ୍କ ପକ୍ଷରୁ ୫ ଲକ୍ଷ ଟଙ୍କାର ଅନୁଦାନ ମଞ୍ଜୁର ହୋଇଥିଲା। ତେବେ ନିର୍ଦ୍ଧାରିତ ସ୍ଥାନରେ କେବଳ...

ଏପ୍ରିଲ ୨୦ରୁ ହଟିଯିବ ବ୍ଲୁ ଟିକ, ଟୁଇଟ କରି ସୂଚନା ଦେଲେ ମସ୍କ

ଓ୍ବାଶିଂଟନ,୧୨।୪: ଯେବେଠାରୁ ଟୁଇଟରକୁ ଏଲନ ମସ୍କ କିଣି ନେଲେଣି ସେବେଠାରୁ ଟୁଇଟରର ବ୍ଲୁ ଟିକକୁ ନେଇ ନୂଆ ନୂଆ ଖବର ସାମ୍ନାକୁ ଆସୁଛି। ତାଜା ସୂଚନା...

Advertisement
Archives

Model This Week