ବେଡ୍‌ ପଡୁଛି ଖାଲି, ତୃତୀୟ ଲହରରେ ହସ୍ପିଟାଲ ଭର୍ତ୍ତିିଙ୍କ ସଂଖ୍ୟା କମ୍‌…

ନୂଆଦିଲ୍ଲୀ, ୨୨।୧ : ଦେଶରେ କରୋନା ମହାମାରୀର ତୃତୀୟ ଲହର ଜାରି ରହିଛି। ତେବେ ଦ୍ୱିତୀୟ ଲହର ତୁଳନାରେ ତୃତୀୟ ଲହରରେ ବିଭିନ୍ନ ହସ୍ପିଟାଲରେ ବେଡ୍‌ ଖାଲି ପଡୁଛି ବୋଲି ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ମାକ୍ସ୍‌ ହେଲଥ୍‌ କେୟାର ପକ୍ଷରୁ ହୋଇଥିବା ସର୍ଭେ ରିପୋର୍ଟରେ ଏଭଳି କୁହାଯାଇଛି। ତୃତୀୟ ଲହରରେ ଆଇସିୟୁରେ ଭର୍ତ୍ତି ହେବା ଆକ୍ରାନ୍ତଙ୍କ ସଂଖ୍ୟା ଯଥେଷ୍ଟ ହ୍ରାସ ପାଇଥିବାବେଳେ ଏବଂ ଅକ୍ସିଜେନ୍‌ର ଆବଶ୍ୟକତା ମଧ୍ୟ ରହିଛି।

ତୃତୀୟ ଲହରରେ ଅକ୍ସିଜେନ୍‌ ଆବଶ୍ୟକତା ଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୩.୪ ପ୍ରତିଶତ ରହିଛି। ଅପରପକ୍ଷରେ ପ୍ରଥମ ଏବଂ ଦ୍ୱିତୀୟ ଲହରରେ ଏହା ଯଥାକ୍ରମେ ୬୩ ଏବଂ ୭୪ ପ୍ରତିଶତ ରହିଥିଲା।

ଏହି ସର୍ଭେ ମାକ୍ସ୍‌ ହେଲଥ୍‌ କେୟାରର ଗ୍ରୁପ୍‌ ମେଡିକାଲ ନିର୍ଦ୍ଦେଶକ ଡ. ସନ୍ଦୀପ୍‌ ବୁଦ୍ଧିରାଜଙ୍କ ଦ୍ୱାରା ସମ୍ପନ୍ନ ହୋଇଛି। ସର୍ଭେରେ ଦର୍ଶାଯାଇଛି ଯେ, ପ୍ରଥମ ଲହରରେ ମୃତକଙ୍କ ହାର ୭.୨ ପ୍ରତିଶତ ଥିବାବେଳେ ଦ୍ୱିତୀୟ ଲହରରେ ଏହା ୧୦.୫ ପ୍ରତିଶତ ରହିଥିଲା। ତେବେ ତୃତୀୟ ଲହରରେ ଏହା ୬ ପ୍ରତିଶତ ରହିଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri