ହସ୍ପିଟାଲରେ ମିଳୁନି ବେଡ୍‌: ଘରେ ମରୁଛନ୍ତି ଲୋକେ…

ବେଙ୍ଗାଲୁରୁ,୧୬।୫: କରୋନାରେ ମହାମାରୀ ସଂକ୍ରମଣ ଯୋଗୁ କର୍ନାଟକରେ ସ୍ଥିତି ଅସମ୍ଭାଳ ହୋଇଛି। ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢୁଥିବାରୁ ହସ୍ପିଟାଲରେ ବେଡ୍‌ ମିଳୁନି। ଏପରିସ୍ଥଳେ ଲୋକେ ଘରେ ରହି ଚିକିତ୍ସିତ ହୋଇ ଶେଷରେ ମରୁଛନ୍ତି। ଗତବର୍ଷ ବ୍ରିଟେନ୍‌ରେ ଦେଖାଦେଇଥିବା ସ୍ଥିତି କର୍ନାଟକରେ ସୃଷ୍ଟି ହୋଇଛି। ରାଜ୍ୟରେ କରୋନା ସଂକ୍ରମଣ ଯୋଗୁ ହାହାକାର ଦେଖାଦେଇଛି। ଗତ ଏକ ମାସ ମଧ୍ୟରେ ରାଜ୍ୟରେ ୫୯୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଘରେ କ୍ୱାରାଣ୍ଟାଇନ୍‌ରେ ଥିବା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାରୁ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଆକ୍ରାନ୍ତଙ୍କୁ ହସ୍ପିଟାଲରେ ଚିକିତ୍ସା ସୁଯୋଗ ମିଳିଲେ ଏଭଳି ମୃତ୍ୟୁ ଘଟଣାକୁ ଏଡାଇ ଦେଇ ହୁଅନ୍ତା ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟ ଉପରେ ନାଭାଲ ଏଲ୍‌ସିଏର ସଫଳ ଲ୍ୟାଣ୍ଡିଂ

ନୂଆଦିଲ୍ଲୀ,୧୧।୧: ପ୍ରଥମଥର ପାଇଁ ନାଭାଲ ଲାଇଟ୍‌ କମବାଟ ଏୟାରକ୍ରାପ୍ଟ(ଏଲ୍‌ସିଏ) ଶନିବାର ବିମାନବାହକ ଜାହଜ ଆଇଏନ୍‌ଏସ୍‌ ବିକ୍ରମାଦିତ୍ୟ ଉପରେ ସଫଳତାର ସହ ଲ୍ୟାଣ୍ଡ କରିଛି। ପ୍ରଥମ କରି...

କଶ୍ମୀରରେ ସଂଖ୍ୟାଲଘୁଙ୍କୁ ଟାର୍ଗେଟ

ଶ୍ରୀନଗର,୮।୧୦(ପି.ଟି.):ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ କିଛିଦିନ ହେଲା ନିରୀହ ସଂଖ୍ୟାଲଘୁମାନଙ୍କୁ ଟାର୍ଗେଟ କରି ଆକ୍ରମଣ କରୁଛନ୍ତି। ଗୁରୁବାର ଶ୍ରୀନଗରସ୍ଥିତ ଏକ ସରକାରୀ ସ୍କୁଲ୍‌ର ଜଣେ ମହିଳା ପ୍ରିନି୍ସପାଲ ଓ...

କରୋନା ଭୟ: ଭିଡ଼ିଓ କଲ୍‌ ମାଧ୍ୟମରେ ହେଲା ନିର୍ବନ୍ଧ!

ଅହମଦାବାଦ,୧୯।୩: କରୋନା ଭାଇରସ ଏବେ ସମସ୍ତଙ୍କୁ ଭୟଭୀତ କରି ରଖିଛି। ଗୋଟିଏ ସ୍ଥାନରେ ଗହଳି କରିବାକୁ ସରକାର ବାରଣ କରିଛନ୍ତି। ଏଭଳି ପରିସ୍ଥିତିରେ ଝିଅ ପୁଅଙ୍କ...

ବାଜପେୟୀଙ୍କ ନାମରେ ମେଡିକାଲ କଲେଜ

ନୂଆଦିଲ୍ଲୀ,୧୭ା୮(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀରେ ତାଙ୍କ ନାମରେ ଏକ ମେଡିକାଲ କଲେଜକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଉଦ୍‌ଘାଟନ କରିଛନ୍ତି। ଅଟଳ...

ରାଜସ୍ଥାନ ଅନ୍ନଦାତା ଦିଲ୍ଲୀ ମୁହାଁ: ମୁକାବିଲା ପାଇଁ ହରିୟାଣା ସୀମାରେ ବଜ୍ର ବାହନ-୩ କମ୍ପାନୀ ଫୋର୍ସ

ନୂଆଦିଲ୍ଲୀ,୧୩।୧୨: କୃଷି ଆଇନ ନେଇ ଅନ୍ନଦାତାଙ୍କ ଆନ୍ଦୋଳନ ୧୮ ଦିନରେ ପହଞ୍ଚିଛି। ଇତିମଧ୍ୟରେ ରାଜସ୍ଥାନର ଚାଷୀ ସଂଗଠନ ଜୟପୁରରୁ ଦିଲ୍ଲୀ ହୋଇଛନ୍ତି। ସେମାନଙ୍କୁ ଅଟକାଇବା ପାଇଁ...

ସରୁନି ଦୁଃଖ: ତାମିଲ୍‌ନାଡୁ ମୁହାଁ ସାମୁଦ୍ରିକ ଝଡ଼ ‘ବୁରେଭି’

ଚେନ୍ନାଇ,୨।୧୨: ଗତ ସପ୍ତାହରେ ସାମୁଦ୍ରିକ ଝଡ଼ ‘ନିଭାର’ ଯୋଗୁ ତାମିଲନାଡୁ, କେରଳ, ପୁଡୁଚେରୀର ଉପକୂଳବର୍ତ୍ତୀ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏବେ ପୁଣି ବଙ୍ଗୋପସାଗରରେ ସାମ୍ରଦିକ...

ଅନିଦ୍ରା ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଅଧାକପ୍‌ ଏହି ଜୁସ୍‌…

ପ୍ରତିଦିନ ସକାଳେ ଅଧାକପ୍‌ ଗାଜର ଜୁସ୍‌ ପିଇଲେ ରାତିରେ ଭଲ ନିଦ ହେବା ସହିତ ଶରୀର ନିରୋଗ ରହିଥାଏ । ଅନିଦ୍ରା ସମସ୍ୟାରେ ଏହା ମହୌଷଧୀ...

ପାର୍ଟି କରିବାର ପରିଣାମ, ଗୋଟିଏ ଆପାର୍ଟମେଣ୍ଟରୁ ଚିହ୍ନଟ ହେଲେ ୧୦୩ ପଜିଟିଭ

ବେଙ୍ଗାଲୁରୁ, ୧୬।୨ : କର୍ନାଟକ ରାଜଧାନୀ ବେଙ୍ଗାଲୁରୁର ଏକ ଆପାର୍ଟମେଣ୍ଟ କମ୍ପ୍ଲେକ୍ସରୁ ୧୦୩ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ କଣ୍ଟିନେଣ୍ଟାଲ ଜୋନ ଘୋଷଣା...

Advertisement
Archives

Model This Week