ଆଜିଠୁ ବିଇଡି ,ସିଟି ପାଠ୍ୟକ୍ରମ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଆରମ୍ଭ

ଭୁବନେଶ୍ବର, ୭।୧୦(ବ୍ୟୁରୋ) : ବିଇଡି ଓ ସିଟି ପାଠ୍ୟକ୍ରମ ନାମଲେଖା ପାଇଁ ଗୁରୁବାର ଠାରୁ ଆରମ୍ଭ ହୋଇଛି ପ୍ରବେଶିକା ପରୀକ୍ଷା। ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହୋଇଥିବା ଏହି ପରୀକ୍ଷା ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ଗୁରୁବାର ଏବଂ ଶୁକ୍ରବାର ପ୍ରବେଶିକା ପରୀକ୍ଷା ହେଉଥିବାବେଳେ ଆସନ୍ତା ୧୧ତାରିଖରେ ବିଇଡି ଓ ବିଏଚଇଡି ପରୀକ୍ଷା ହେବ । ଗୋଟିଏ ସମୟରେ ବିଇଡି ଓ ସିଟି ପ୍ରବେଶିକା ପରୀକ୍ଷା ପାଇଁ ସମୟ ଧାଯର୍‌ୟ କରାଯାଇଛି। ପରୀକ୍ଷା ପୂର୍ବରୁ ଆଡମିଟ କାର୍ଡ ଦାଖଲ କରିବା ପରେ ହିଁ ପରୀକ୍ଷାର୍ଥୀଙ୍କୁ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିବାକୁ ଅନୁମତି ମିଳିବ। ଏ ନେଇ ବିଭାଗ ପକ୍ଷରୁ କଡା କଟକଣା ଜାରି କରାଯାଇଛି ।

କରୋନା କଟକଣାକୁ ଦୃଷ୍ଟିରେ ରଖି ସମସ୍ତ ଜିଲାରେ ପରୀକ୍ଷା କେନ୍ଦ୍ର ଚିହ୍ନଟ ହୋଇଛି । ସିଟି ପ୍ରବେଶିକା ପରୀକ୍ଷା ଏସସିଇଆରଟି ଦ୍ବାରା ପରିଚାଳିତ ହେଉଥିବା ବେଳେ ବିଇଡି ଓ ବିଏଚଇଡି ଉଚ୍ଚଶିକ୍ଷା ବିଭାଗ ଦ୍ବାରା ପରିଚାଳିତ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀକୁ ଟପିଲା ଯାଜପୁର: ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଛୁଇଁଲା, ଆଜି ଗୋଟିଏ ଦିନରେ ୮ ଚିହ୍ନଟ

ଭୁବନେଶ୍ୱର,୨ା୫(ବ୍ୟୁରୋ) : ଶନିବାର ସକାଳେ ଯାଜପୁର ଜିଲାରେ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।...

୬୫କୁ ବଢ଼ିଲା ଡାକ୍ତରଙ୍କ ଅବସର ବୟସ ସୀମା

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଡାକ୍ତରଙ୍କ ଅବସର ସୀମା ବୃଦ୍ଧି କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଓଏଚ୍‌ଏମ୍‌ଏସ୍‌ କ୍ୟାଡର ଡାକ୍ତରଙ୍କ ବୟସ ସୀମା ୬୫କୁ ବୃଦ୍ଧି କରାଯିବ। ମଙ୍ଗଳବାର...

ବେଆଇନ ଗୋଚାଲାଣ, ୭ ଗିରଫ

ଖଲ୍ଲିକୋଟ,୨୭।୭(ଡି.ଏନ.ଏ.)- ଖଲ୍ଲିକୋଟ ପୋଲିସ ଶନିବାର ଏକ ଟ୍ରକରେ ଗୋରୁ ଚାଲାଣ ବେଳେ ୧୭ ଗୋରୁ ଉଦ୍ଧାର କରିବା ସହ ଟ୍ରକ ଜବତ କରିଛି। ଏହି ଘଟଣାରେ...

ଆରମ୍ଭ ହେଲା ମଣ୍ଡି

କାମାକ୍ଷାନଗର, ୨୮ା୧୨(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲାରେ ସୋମବାରଠାରୁ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି ଖରିଫ୍‌ ଧାନ କିଣା। କାମାକ୍ଷାନଗର ବ୍ଲକ ରାୟନୃସିଂହପୁର ପଞ୍ଚାୟତ ଗୋଦରିବିଲିରେ ଜିଲାପାଳ ସରୋଜ...

ବିଏମ୍‌ସିର ଡେପୁଟି ମେୟର ହେଲେ ମଞ୍ଜୁଲତା

ଭୁବନେଶ୍ୱର,୯।୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର ୨୨ନଂ ୱାର୍ଡର କର୍ପୋରେଟର ମଞ୍ଜୁଲତା କଁଅର ଡେପୁଟି ମେୟର ଭାବେ ଶନିବାର ନିର୍ବାଚିତ ହୋଇଛନ୍ତି। ପୌର ନିର୍ବାଚନରେ ମଞ୍ଜୁଲତା ସର୍ବାଧିକ...

ଗଞ୍ଜାମରେ ଆଉ ୧୮ କରୋନା ଯୋଦ୍ଧା ପଜିଟିଭ

ଛତ୍ରପୁର, ୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରୁ ଶନିବାର ନୂଆ ୫୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୧୮ଜଣ କରୋନା ଯୋଦ୍ଧା ରହିଛନ୍ତି। ପୁରୁଷୋତ୍ତମପୁରରେ ଜଣେ...

ଆରମ୍ଭ ହେଲା ଓଡ଼ିଶା ଟ୍ରାଭେଲ ବଜାର:ପର୍ଯ୍ୟଟନ ରାଜଧାନୀ ହେବ ଓଡ଼ିଶା

ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ): ଦେଶର ‘ବେଷ୍ଟ କେପ୍ଟ ସିକ୍ରେଟ୍‌’ ଭାବେ ପରିଚିତ ଓଡ଼ିଶା ବିଗତ ୧୫ବର୍ଷ ଧରି ଭାରତର ଶ୍ରେଷ୍ଠ ୩ ଇନ୍‌ଭେଷ୍ଟମେଣ୍ଟ ଡେଷ୍ଟିନେଶନ ଭାବେ ପ୍ରତିଷ୍ଠିତ ହୋଇପାରିଛି।...

କରୋନା ମୁକାବିଲା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ: ଗଞ୍ଜାମ ଜିଲାପାଳଙ୍କୁ ଫୋନକରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୧୪।୪(ଡି.ଏନ୍‌.ଏ.): କରୋନା ମୁକାବିଲା ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ବହୁତ ଭଲ କାମ କରୁଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

Advertisement
Archives

Model This Week