ଶଯ୍ୟାଶାୟୀଙ୍କୁ ଘରେ ଟିକା

କଟକ ଅଫିସ,୧୧ା୧୦: ବାର୍ଦ୍ଧକ୍ୟ ଜନିତ ହେଉ କିମ୍ବା କୌଣସି ରୋଗରେ ଶଯ୍ୟାଶାୟୀ ଥିଲେ, ସେମାନେ ଘରେ ଟିକା ନେଇପାରିବେ। ଏ ନେଇ ସୋମବାର କଟକ ମହାନଗର ନିଗମ(ସିଏମସି) ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ା ଶଯ୍ୟାଶାୟୀମାନେ ଟିକା ନେବାକୁ ଚାହୁଁଥିଲେ ସିଏମ୍‌ସି ପକ୍ଷରୁ ଜାରି ହୋଇଥିବା ଟୋଲ ଫ୍ରି ନମ୍ବର ୯୭୭୭୦୬୭୨୯୭ରେ ଯୋଗାଯୋଗ କରି ପଞ୍ଜୀକରଣ କରିବାକୁ ପଡ଼ିବ। ପଞ୍ଜୀକରଣ ପାଇଁ ଟିକା ନେବାକୁ ଥିବା ବ୍ୟକ୍ତିଙ୍କର ନାମ, ଘର ଠିକଣା, ୱାର୍ଡ ନମ୍ବର, ଆଧାର କାର୍ଡ ନମ୍ବର, ଫୋନ ନମ୍ବର ଦେବାକୁ ପଡ଼ିବ ା ଏହାପରେ ଏକ ମୋବାଇଲ ହେଲଥ୍‌ ଟିମ ସମ୍ପୃକ୍ତ ବ୍ୟକ୍ତିଙ୍କ ଘରେ ଯାଇ ଟିକା ଦେବେ। ଯେଉଁ ବ୍ୟକ୍ତି ଟିକା ନେବେ ସେମାନେ ସକାଳ ୧୦ଟାରୁ ଅପରାହ୍ନ ୩ଟା ମଧ୍ୟରେ ନାମ ପଞ୍ଜୀକରଣ କରିବେ। କେବଳ ସୋମବାରରୁ ଶୁକ୍ରବାର ପର୍ଯ୍ୟନ୍ତ ପଞ୍ଜୀକରଣ ପ୍ରକ୍ରିୟା ହେବ ବୋଲି ସିଏମ୍‌ସି ପକ୍ଷରୁ ସ୍ପଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୪ ଟିକସ ଆଦାୟ ଅଧିକାରୀଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୧।୫(ବ୍ୟୁରୋ)- ରାଜ୍ୟର ବିଭିନ୍ନ ପୌରାଞ୍ଚଳରେ କାର୍ଯ୍ୟରତ ୪୪ଜଣ ଟିକସ ଆଦାୟ ଅଧିକାରୀଙ୍କୁ ରାଜ୍ୟ ସରକାର ବୁଧବାର ପଦୋନ୍ନତି ଦେଇଛନ୍ତି। ଏଣିକି ସେମାନେ ରାଜସ୍ବ ଅଧିକାରୀ ଭାବେ...

୨୮ରେ ଲଘୁଚାପ ବର୍ଷା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ...

ଝିଅକୁ ଏକାଧିକଥର ବଳାତ୍କାର ମାମଲା: ବଳାତ୍କାରୀ ବାପାଙ୍କୁ ଆଜୀବନ କାରାଦଣ୍ଡ

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଝିଅକୁ ଏକାଧିକଥର ବଳାତ୍କାର ମାମଲାରେ ଅଭିଯୁକ୍ତ ବାପାଙ୍କୁ ମଙ୍ଗଳବାର ସଜା ମିଳିଛି। ମାମଲାର ବିଚାର କରି ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ତାଙ୍କୁ ୨୦ହଜାର ଟଙ୍କା...

ମନ୍ଦିରରୁ ଚୋରି ହେଲା ଠାକୁରଙ୍କ ମୁକୁଟ

ଭଦ୍ରକ ଅଫିସ,୨୨।୭: ଭଦ୍ରକ ଜାନୁଗଞ୍ଜ ସ୍ଥିତ ଶନି ମନ୍ଦିରରୁ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର ଦାନବାକ୍ସକୁ ଭାଙ୍ଗି ଟଙ୍କା ନେଇ ବାହାରେ...

ଏଥର ତ୍ରିମୁଖୀ ଲଢ଼େଇ

କେନ୍ଦୁଝର, ୮ା୩ (ସ୍ବ.ପ୍ର.) ପାୈରନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲର ସୋମବାର ଥିଲା ଶେଷ ଦିନ। ଚଳିତ ନିର୍ବାଚନରେ ପାୈରାଧ୍ୟକ୍ଷ ନିର୍ବାଚନ ବହୁ ବର୍ଷ ପରେ ସିଧାସଳଖ...

ଓଡ଼ିଶା ପୋଲିସକୁ ପ୍ରଶଂସା କଲେ ବିପିନ ରାଓ୍ବତ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ସୁରକ୍ଷାର ଅଗ୍ରଦୂତ ହେଉଛି ପୋଲିସ। ଯେକୌଣସିି ସଙ୍କଟ କାଳରେ ସରକାରଙ୍କ ସବୁଠାରୁ ଅଧିକ ଦୃଶ୍ୟମାନ ଓ ପ୍ରଥମ ପ୍ରତିକ୍ରିୟା ଦେଉଥିବା ପ୍ରତିନିଧି ହେଉଛି ପୋଲିସ...

ଝଲସିବ ଥୁଆମୂଳ-ରାମପୁର ମାଣିକେଶ୍ୱରୀ ପୀଠ

ଭୁବନେଶ୍ୱର, ୨୫ା୧୨(ବ୍ୟୁରୋ): ଝଲସିବ କଳାହାଣ୍ଡି ଜିଲା ଥୁଆମୂଳ-ରାମପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ପୀଠ। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ବିଶ୍ୱାସର ପ୍ରତୀକ ପାଲଟିଥିବା ଏହି ମନ୍ଦିର ନୂଆ...

କିଡ୍‌ନୀ ଠକେଇ ର଼୍ୟାକେଟ୍‌ରୁ ପର୍ଦ୍ଦା ହଟିଲାନି

ଭୁବନେଶ୍ୱର,୨୫।୧(ବ୍ୟୁରେ): କିଡ୍‌ନୀ ଦେବାକୁ କହି ବହୁ କୋଟି ଟଙ୍କା ଠକିନେଇଥିବା କେନ୍ଦ୍ରାପଡ଼ାର ହିମାଂଶୁ ଭୂଷଣ ନନ୍ଦଙ୍କ ର଼୍ୟାକେଟର ଏକ ରୋଚକ ତଥ୍ୟ ସାମ୍ନାକୁ ଆସିଛି। ୪ବର୍ଷ...

Advertisement
Archives

Model This Week