Posted inଖେଳ

Live ମ୍ୟାଚ୍‌ରେ ଖେଳାଳିଙ୍କୁ ମହୁମାଛି ଆକ୍ରମଣ, ଜୀବନ ବଞ୍ଚାଇବାକୁ…Video

ନୂଆଦିଲ୍ଲୀ,୧୭।୫: କାଉଣ୍ଟି ଚାମ୍ପିଅନସିପ ଡିଭିଜନ ୱାନ୍‌ର ଏକ ମ୍ୟାଚ୍‌ ସମୟରେ ଏପରି ଏକ ଘଟଣା ଘଟିଛି, ଯେଉଁଥିଲାଗି ମ୍ୟାଚ କିଛି ସମୟ ପାଇଁ ବନ୍ଦ କରିବାକୁ ପଡିଛି। ଏହାର କାରଣ ବର୍ଷା ନୁହେଁ ବରଂ ମହୁମାଛି ଥିଲା। ଯାହା ଫଳରେ ପଡ଼ିଆରେ ଉପସ୍ଥିତ ସମସ୍ତ ଖେଳାଳି ଏବଂ ଅମ୍ପାୟାର ଶୋଇ ପଡ଼ିଥିଲେ।

ୱର୍ସେଷ୍ଟରଶାୟାର ଏବଂ ଏସେକ୍ସ ମଧ୍ୟରେ ୱର୍ସେଷ୍ଟରରେ ଖେଳାଯାଉଥିବା ମ୍ୟାଚ ସମୟରେ ଏଭଳି ଘଟିଥିଲା। ଏହି ମ୍ୟାଚ୍‌ର ପ୍ରଥମ ଦିନରେ, ୱର୍ସେଷ୍ଟରଶାୟାର ପ୍ରାରମ୍ଭିକ ବିପର୍ଯ୍ୟୟରୁ ମୁକୁଳି ଦିନର ଶେଷ ସୁଦ୍ଧା ୯ ଉଇକେଟ ବିନିମୟରେ ୩୪୯ ରନ କରିଥିଲା, କିନ୍ତୁ ଦିନର ସବୁଠାରୁ ଭୟଙ୍କର ମୁହୂର୍ତ୍ତ ଥିଲା ଯେତେବେଳେ ସମସ୍ତ ଖେଳାଳି ମହୁମାଛି ଆକ୍ରମଣ ଯୋଗୁ ତଳେ ପଡ଼ି ଯାଇଥିଲେ। ଏହି କାରଣରୁ ମ୍ୟାଚଟିକୁ କିଛି ସମୟ ପାଇଁ ବନ୍ଦ ରଖିବାକୁ ପଡିଲା।

କାଉଣ୍ଟି ଚାମ୍ପିଅନଶିପ ଡିଭିଜନ ୱାନରେ, ଏସେକ୍ସ ଟସ୍‌ ଜିତି ପ୍ରଥମେ କ୍ଷେତ୍ରରକ୍ଷଣ କରିବାକୁ ନିଷ୍ପତ୍ତି ନେଇଥିଲା। ୱର୍ସେଷ୍ଟରଶାୟାର ଦଳ ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିଲା। ମ୍ୟାଚ୍‌ ସମୟରେ ପଡ଼ିଆରେ ଏକ ଅଜବ ଘଟଣା ଘଟିଥିଲା। ଲାଇଭ ମ୍ୟାଚ୍‌ ସମୟରେ, ମହୁମାଛିଙ୍କ ଏକ ଦଳ ପଡ଼ିଆ ଭିତରକୁ ପ୍ରବେଶ କରିଥିଲା; ସେମାନଙ୍କଠାରୁ ନିଜକୁ ରକ୍ଷା କରିବା ପାଇଁ, ସମସ୍ତ ଖେଳାଳି ଏବଂ ଅମ୍ପାୟାର ପଡ଼ିଆରେ ଶୋଇ ପଡ଼ିଲେ। ଏହି କାରଣରୁ ମ୍ୟାଚ ଟି କିଛି ସମୟ ପାଇଁ ବନ୍ଦ ରଖିବାକୁ ପଡିଲା। ମହୁମାଛି ଦଳ ପଡ଼ିଆ ଛାଡିବା ପରେ, ଖେଳ ପୁଣି ଆରମ୍ଭ ହେଲା। ଏହାର ଭିଡିଓ କାଉଣ୍ଟି ଚାମ୍ପିଅନସିପ ତାର ଇନଷ୍ଟାଗ୍ରାମ ପୃଷ୍ଠାରେ ଅପଲୋଡ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?