ଭୋଜି ବେଳେ ମହୁମାଛି ଆକ୍ରମଣ

ପାଟଣା,୧୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ବେଗେନା ଗ୍ରାମରେ  ମହୁମାଛି ଆକ୍ରମଣରେ ୭ଜଣ ଗୁରୁତର ହୋଇଥିବା ବେଳେ ୧୫ଜଣ ଆହତ ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ଜନ୍ମେଜୟ ସେଠୀଙ୍କ ମା’ଙ୍କ ଏକାଦଶାହ କାର୍ଯ୍ୟ ଉପଲକ୍ଷେ ରୋଷେଇ କାର୍ଯ୍ୟ ହେଉଥିଲା। ସେତିକବେଳେ ଚୁଲିରୁ ଧୂଆଁ ଉଠିବାରୁ ନିକଟ ପାଣି ଟାଙ୍କିରେ ବସା ବାନ୍ଧି ରହିଥିବା ମହୁମାଛି ଲୋକଙ୍କୁ ଆକ୍ରମଣ କରିଥିଲା। ଫଳରେ ୭ଜଣ ଗୁରୁତର ଥିବା ବେଳେ ୧୫ଜଣ ଆହତ ହୋଇଛନ୍ତି। ଗୁରୁତରଙ୍କୁ ଚିକିତ୍ସା ପାଇଁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ସମସ୍ତେ ସୁସ୍ଥ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ସହ ବାଇକ ଜବତ, ୨ ଗିରଫ

ବ୍ରହ୍ମପୁର ଅଫିସ,୧।୪- ଲକ୍‌ଡାଉନ ପରେ ବଦବିକ୍ରି ଉପରେ ସରକାର କଟକଣା ଜାରି କରିଛନ୍ତି। ଅନ୍ୟପଟେ ଏହାକୁ ଖାତିରି ନ କରି ଚୋରା ବେପାରୀ ବିଦେଶୀ ମଦ...

ଅନୁମତି ସତ୍ତ୍ୱେ ଗଡ଼ିଲା ନାହିଁ ବସ୍‌

କଟକ ଅଫିସ, ୧୭ା୭: ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶୁକ୍ରବାର ବସ୍‌ଷ୍ଟାଣ୍ଡରୁ ବସ୍‌ ଚଳାଚଳ ସ୍ୱାଭାବିକ ହୋଇଥାନ୍ତା। ତେବେ କଟକ ବାଦାମବାଡି ଅଞ୍ଚଳରୁ ସକାଳୁ ଗୋଟିଏ...

ମଝି ରାସ୍‌ତାରେ ବଁଧର ଭରମ୍‌

ସିନାପାଲି, ୧୬।୧୦ (ଡି.ଏନ୍‌.ଏ.)-ନୂଆପଡ଼ା ଜିଲା ସିନାପାଲି ବ୍ଲକ ସିଙ୍ଗଝର-ଦେଭୋଗ ରାସ୍‌ତା ପୂର୍ତ୍ତ ବିଭାଗ ଅଧୀନରେ ରହିଛେ। ହେଲେ ରାସ୍‌ତାଟା ଠିକ୍‌ ହିସାବେ ତିଆର ନାଇଁ ହେଇ।...

ଗିରଫ ବିସ୍ଥାପିତଙ୍କୁ ବିନା ସର୍ତ୍ତରେ ଖଲାସ କରାଯାଉ

ବ୍ରହ୍ମପୁର ଅଫିସ,୧ା୮-ଟାଟା କମ୍ପାନୀ ଅଭିଯୋଗରେ ପୋଲିସ ଗିରଫ କରି ବିଚାର ବିଭାଗ ହାଜତକୁ ପଠାଇଥିବା ବିସ୍ଥାପିତ ପରିବାରର ୭୮ ଜଣଙ୍କୁ ଅବିଳମ୍ବେ ବିନା ସର୍ତ୍ତରେ ଖଲାସ...

କୂଅ ଖୋଳୁଥିବାବେଳେ ବ୍ଲାଷ୍ଟିଂ: ଶ୍ରମିକ ମୃତ

ବୌଦ୍ଧ, ୧।୪ (ସ୍ବ.ପ୍ର.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ଅନ୍ତର୍ଗତ ରତନପୁର ଗ୍ରାମରେ କୂଅ ଖୋଳୁଥିବା ବେଳେ ବ୍ଲାଷ୍ଟିଂ ଯୋଗୁ ଜଣେ ଯୁବ ଶ୍ରମିକଙ୍କ ମୃତ୍ୟୁ...

ସ୍ବଚ୍ଛ ପୌର ନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ

କେନ୍ଦୁଝର,୧୯।୩(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସ୍ବଚ୍ଛ ପୌର ନିର୍ବାଚନ ପାଇଁ ଦୁଇ ଜଣ ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି। ସେମାନେ ହେଲେ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ବାଣିଜ୍ୟକର ଓ...

ଖେଳ ହେଲା କାଳ : ପୋଖରୀରେ ପଡି ଦେଢ଼ବର୍ଷ ଶିଶୁ ପୁତ୍ରର ଜୀବନଗଲା

ପାଟଣା,୧।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ନୂଆଗାଁ ଗ୍ରାମର ତେଲିବନ୍ଧ ସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଶତ୍ରୁଘ୍ନ ମୁଣ୍ଡାଙ୍କ ଦେଢ଼ବର୍ଷର...

ଏଥର ବି ରଜ ଫିକା

କେନ୍ଦୁଝର, ୧୪।୬ (ସ୍ବ.ପ୍ର.): କରୋନା କଟକଣା ପାଇଁ ଚଳିତବର୍ଷ କେନ୍ଦୁଝର ଜିଲାର ପ୍ରମୁଖ ଗଣପର୍ବ ରଜ ମହୋତ୍ସବ ଫିକା ପଡ଼ିଯାଇଛି । ଏହି ଉତ୍ସବ ପାଳନ...

Advertisement
Archives

Model This Week