ଚାଲିଥିଲା ସାବିତ୍ରୀ ପୂଜା: ମାଡ଼ି ଆସିଲେ ମହୁମାଛି, ଆଉ ତା’ପରେ…

ଆନନ୍ଦପୁର/ଘସିପୁରା,୨୬।୫(ସୁଶାନ୍ତ କୁମାର ସାହୁ/ନିରଞ୍ଜନ ସାହୁ): ସାବିତ୍ରୀ ପୂଜା ଚାଲିଥିବା ବେଳେ ଏକ ଅଘଟଣ ସାମ୍‌ନାକୁ ଆସିଛି। ମହୁମାଛି ଆକ୍ରମଣରେ ୨ ଗାଁରୁ ୪ ମହିଳା ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

କେନ୍ଦୁଝର ଜିଲା ଘସିପୁରା ଥାନା ପୁରୁଣିଆ ଓ ମଙ୍ଗଳପୁର ଗ୍ରାମରେ ସୋମବାର ସାବିତ୍ରୀ ଓଷା ଚାଲିଥିଲା। ସେତିକିବେଳେ ଅଚାନକ ମହୁମାଛି ଆକ୍ରମଣ କରିଥିଲେ। ଫଳରେ ପୁରୁଣିଆ ଗାଁରେ ୨ଜଣ ମହିଳା ଗୁରୁତର ହୋଇଥିବା ବେଳେ ୪ଜଣ ଆହତ ହୋଇଛନ୍ତି। ସେହିପରି ମଙ୍ଗଳପୁର ଗାଁରେ ରାସ୍ତା ଉପରେ ପୂଜା ଚାଲିଥିବା ବେଳେ ମହୁମାଛି ଆକ୍ରମଣରେ ୨ ଜଣ ମହିଳା ଗୁରୁତର ହୋଇ ଆନନ୍ଦପୁର ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ସାବିତ୍ରୀ ପୂଜା ସମୟରେ ମହୁମାଛି ଆକ୍ରମଣରେ ୨ ଗାଁରୁ ୪ ମହିଳା ଗୁରୁତର। ୫ ଆହତ ହୋଇଛନ୍ତି। ସୂଚନାରୁ ଜଣାପଡିଛି ଘସିପୁରା ଥାନା ପୁରୁଣିଆ ଓ ମଙ୍ଗଳପୁର ଗ୍ରାମରେ ସୋମବାର ସାବିତ୍ରୀ ଓଷା ଚାଲିଥିବା ସମୟରେ ଅଚାନକ ମହୁମାଛି ଆକ୍ରମଣ କରିଥିଲେ ଫଳରେ ପୁରୁଣିଆ ଗାଁରେ ୨ ମହିଳା ଗୁରୁତର ହେବା ସହିତ ୪ ଜଣ ଆହତ ହୋଇଛନ୍ତି। ସେହିଭଳି ମଙ୍ଗଳପୁର ଗାଁରେ ଗାଁ ରାସ୍ତା ଉପରେ ପୂଜା ଚାଲିଥିବା ବେଳେ ମହୁମାଛି ଆକ୍ରମଣରେ ୨ ଜଣ ମହିଳା ଗୁରୁତର ହୋଇ ଆନନ୍ଦପୁର ମେଡିକାଲ ରେ ଭର୍ତ୍ତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠ, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri