ବଜାରରେ ମହୁମାଛି ଆକ୍ରମଣ

ପାଟଣା,୯।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ବଜାରରେ ମହୁମାଛି ଆକ୍ରମଣରେମଙ୍ଗଳବାର ୧୫ରୁ ଊଦ୍ଧର୍‌ବ ଲୋକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ କଲେଜ ଛାତ୍ରୀଛାତ୍ରଙ୍କ ସମେତ ବିଦ୍ୟୁତ୍‌ କାର୍ଯ୍ୟାଳୟର ୩ଜଣ କର୍ମଚାରୀ ରହିଛନ୍ତି।

ସୂଚନା ଯୋଗ୍ୟ, କାର୍ଯ୍ୟାଳୟ ନିକଟରେ ଥିବା ଏକ ବର ଗଛ ଡ଼ାଳରେ ମହୁ ମାଛି ବସା ବାନ୍ଧିଥିଲେ। ଏକ ବାଜ ମହୁ ବସାରେ ଖୁମ୍ପି ଦେବାରୁ ମହୁମାଛିମାନେ ଆକ୍ରମଣାତ୍ମକ ହୋଇ ପଡିଥିଲେ।

ଏଭଳିସ୍ଥିତିରେ ତୁରୁମୁଙ୍ଗା କଲେଜ ରାସ୍ତାରେ ଲୋକେ ଯାଉଥିବା ବେଳେ ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ମହୁମାଛି ଆକ୍ରମଣର ଶିକାର ହୋଇଥିଲେ। ମହୁମାଛି ଆକ୍ରମଣରେ ଏନ କେ ସିଂ, ସନ୍ଦିପ ପାତ୍ର, କରୁଣା ମହାନ୍ତ, ପ୍ରଶାନ୍ତ ମହାନ୍ତ, ସୁର ରାଉତ, ଦେବ ପାତ୍ରଙ୍କ ସମେତ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ଅଗଷ୍ଟରେ ଭୟଙ୍କର ଗ୍ରହଣ ଯୋଗ: ଜ୍ୟୋତିଷଙ୍କ ବଡ଼ ଚେତାବନୀ, ୩ ରାଶି ଭୋଗିବେ କଷ୍ଟ, ପିଛା ଛାଡିବନି…

୧୨ ଅଗଷ୍ଟ ୨୦୨୬ରେ ପୂର୍ଣ୍ଣ ସୂର୍ଯ୍ୟ ପରାଗ । ସୂର୍ଯ୍ୟ, ଚନ୍ଦ୍ର, ଏବଂ ରାହୁଙ୍କ ସଂଯୋଗରୁ ସୃଷ୍ଟି ହେବ ପରାଗ। ଏହି ପରାଗ ଭାରତରେ ଦେଖାଦେବ ନାହିଁ…

କାହିଁକି ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା କରିଥିଲେ ୩ ଅଭିଯୁକ୍ତ? ବଡ଼ ଖୁଲାସା କଲେ…

ଭବାନୀପାଟଣା,୭।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମ କର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ହତ୍ୟା…

Gen Zକୁ ନେଇ ମୋହନ ଭାଗବତ ଦେଇଥିବା ବୟାନ ଉପରେ ପ୍ରତିକ୍ରିୟା ରଖିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୭।୮: ଆରଏସଏସ ମୁଖ୍ୟ ମୋହନ ଭାଗବତ ଏବଂ Gen Zଙ୍କ ମଧ୍ୟରେ ଆଲୋଚନା ସମ୍ପର୍କରେ ରାଜନୈତିକ ବୟାନବାଜି ଜାରି ରହିଛି। କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ କହିଛନ୍ତି…

ଗରମରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏମିତି ନିର୍ଦ୍ଦେଶ ଦେଲେ କିମ୍‌ ଜୋଙ୍ଗ୍‌ ଉନ୍‌, ସାରା ବିଶ୍ୱ ଜାଣି ଆଶ୍ଚର୍ଯ୍ୟ…

ପ୍ୟୋଙ୍ଗୟାଙ୍ଗ,୭ା୮: ଉତ୍ତର କୋରିଆରେ ବର୍ତ୍ତମାନ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ଗରମ ଯୋଗୁ ସେଠାକାର ଲୋକମାନଙ୍କୁ ଏମିତି ନିର୍ଦ୍ଦେଶ ଦିଆଯାଇଛି ଯାହା ଆଶ୍ଚର୍ଯ୍ୟଜନକ। ଉତ୍ତର କୋରିଆର…

ନାହିଁ ଆଧାର କାର୍ଡ: ସରକାରୀ ଯୋଜନାରୁ ଦିବ୍ୟାଙ୍ଗ ଯୁବତୀ

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):ପ୍ରଶାସନିକ ଅବହେଳା ଓ ପରିଚୟପତ୍ରର ଅଭାବ ଯୋଗୁ ଜଣେ ଦୃଷ୍ଟିବାଧିତ ଦିବ୍ୟାଙ୍ଗ ଯୁବତୀ ବିଭିନ୍ନ ସରକାରୀ ସହାୟତାରୁ ବଞ୍ଚିତ ରହିଥିବା ଘଟଣା ସାମ୍ନାକୁ ଆସିଛି।…

‘ହସ୍ତତନ୍ତ ଦିବସ’ରେ କୁକୁର ସହ ଭିଡ଼ିଓ କଲେ ରାହୁଲ, କହିଲେ ମା’ ସୋନିଆ ଦେଖିଲେ..

ନୂଆଦିଲ୍ଲୀ,୭।୮: ଭାରତୀୟ ଜାତୀୟ କଂଗ୍ରେସ (INC) ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ଭିନ୍ନ ସ୍ବାଦର ଭିଡିଓ ଶେୟାର କରିଛି। ଭିଡିଓରେ ଲୋକ ସଭାର ବିରୋଧୀ…

IND vs SL: ବଦଳିଲେ ଟିମ ଇଣ୍ଡିଆର ଅଧିନାୟକ, ଶୁବମନ ଗିଲଙ୍କ ସ୍ଥାନ ନେଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୭।୮: ଶ୍ରୀଲଙ୍କା ଏକାଦଶ ଟସ ଜିତି ଅଭ୍ୟାସ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା; ଫଳରେ, କଲମ୍ବୋରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ…

ରାହୁଲ ଗାନ୍ଧୀଙ୍କ ଘର ବାହାରେ ସାଧୁ-ସନ୍ଥଙ୍କ ହଙ୍ଗାମା! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୭।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ଦିଲ୍ଲୀସ୍ଥିତ ବାସଭବନ ବାହାରେ ଶୁକ୍ରବାର ସାଧୁ-ସନ୍ଥଙ୍କ ସମେତ ଅନେକ ଲୋକ ବିରୋଧ ପ୍ରଦର୍ଶନ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri