ଗୋ-ମାଂସ କାଟିବା ବେଳେ ମାଡ଼ି ବସିଲା ପୋଲିସ

ବାଲିଗୁଡ଼ା,୫ା୪(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଗୋମାଂସ କଟିବା ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ, ବାଲିଗୁଡ଼ା ଥାନା ଅର୍ନ୍ତଗତ ସିତାପଡ଼ିଠାରେ ଗୋମାଂସ କଟାଯାଉଥିବା ଖବର ବାଲିଗୁଡ଼ା ବଜରଙ୍ଗଦଳ ପାଇବା ପରେ ସଙ୍ଗେ ସଙ୍ଗେ ଘଟଣା ସ୍ଥଳରେ ପହଞ୍ଚି ସେଠିକାର ପରିସ୍ଥିତି ଅନୁଧ୍ୟାନ କରିବା ସହ ଗୋମାଂସ କଟାଯାଉଥିବା ଦେଖିବା ପରେ ବାଲିଗୁଡ଼ା ଥାନାକୁ ଖବର ଦେଇଥିଲେ।

ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଗୋ-ମାଂସ କାଟୁଥିବା ୩ଜଣଙ୍କୁ ଧରିବାକୁ ଚେଷ୍ଟାକଲା ସମୟରେ ଜଣେ ଚମ୍ପଟ ମାରିଥିଲା। ସେଠାରୁ ଗୋମାଂସକୁ ଜବତ କରିବା ସହ ୨ଜଣକୁ ଘଟଣାସ୍ଥଳରୁ ହିଁ ଗିରଫ କରିଥିଲେ। ଗିରଫ ଦୁଇଜଣ ହେଲେ କାଳିଆ ନାୟକ ଓ ନୋଏଲ ନାୟକ। କେଶ ନଂ. ୧୦୫/୨୫ରେ ମାମଲା ରୁଜୁକରି କୋର୍ଟ ଚାଲାଣ କରାଯାଇଥିବା ବିଷୟ ଥାନା ଆଇଆଇସି ସମ୍ବିତ ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri