ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର ସ୍ଥାନୀୟ ଯୁବକମାନେ ଘଟଣାସ୍ଥଳରେ ପହଞ୍ଚତ୍ବାପରେ ଗୋରୁ କାଟୁଥିବା ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଖବରପାଇ କପ୍ତିପଦା ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily