Posted inଜାତୀୟ

ସ଼୍ବାଧୀନ ପ୍ରାର୍ଥୀଙ୍କ ଠାରୁ ହାରିଗଲେ ୫ ଥରର ବିଧାୟକ ବୀମା ଭାରତୀ

ପାଟନା , ୧୩।୦୭: ବିହାର ପୁର୍ଣ୍ଣିମା ଜିଲାର ରୁପୈଲି ବିଧାନସଭା ଆସନ ପାଇଁ ୧୦ ଜୁଲାଇରେ ହୋଇଥିବା ଉପ ନିର୍ବାଚନ ଫଳ ସାମ୍ନାକୁ ଆସିଛି । ସ଼୍ବାଧୀନ ପ୍ରାର୍ଥୀ ଶଙ୍କର ସିଂଙ୍କ ଉପରେ ଜନତା ଭରଷା କରିଛନ୍ତି । ଜନତା ଦଳର ପ୍ରାର୍ଥୀ କଳାଧର ମଣ୍ଡଳଙ୍କୁ ସେ ୮ ହଜାର ୨୧୧ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି । ଏଥି ସହିତ ସେ ୫ ଥରର ବିଧାୟକ ବୀମା ଭାରତୀଙ୍କୁ ମଧ୍ୟ ହରାଇଛନ୍ତି । ନୀତିଶ କୁମାରଙ୍କ ଆଶିର୍ବାଦରୁ ନିର୍ବାଚନ ଲଢ଼ୁଥିବା କଳାଧର ଦ଼୍ବିତୀୟ ସ୍ଥାନରେ ରହିଥିବା ବେଳେ ବୀମା ଭାରତୀ ତୃତୀୟ ସ୍ଥାନରେ ରହିଛନ୍ତି ।

ଶଙ୍କର ସିଂଙ୍କୁ ମୋଟ ୬୭,୭୭୯ ଖଣ୍ଡ ଭୋଟ ମିଳିଥିବା ବେଳେ କଳାଧରଙ୍କୁ ୫୯,୫୬୮ ଖଣ୍ଡ ଭୋଟ ମିଳିଛି । ତୃତୀୟ ସ୍ଥାନରେ ଥିବା ବୀମା ଭାରତୀଙ୍କୁ ୩୦,୧୦୮ ଖଣ୍ଡ ଭୋଟ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଏବେ ଇଲେକ୍ଟ୍ରିକୁ ନେଇ ସରକାରଙ୍କ ବଡ଼ ଘୋଷଣା, ପଡିବ ବଡ଼ ପ୍ରଭାବ

ନୂଆଦିଲ୍‌ଲୀ,୧୫।୩: LPG ଏବଂ PNG ନିୟମରେ ପରିବର୍ତ୍ତନ ପରେ, କେନ୍ଦ୍ର ସରକାର ବର୍ତ୍ତମାନ ବିଦ୍ୟୁତ ନିୟନ୍ତ୍ରଣ ନିୟମରେ ପ୍ରମୁଖ ସଂଶୋଧନ ଘୋଷଣା କରିଛନ୍ତି। ଏହି ପରିବର୍ତ୍ତନଗୁଡ଼ିକ ବ୍ୟକ୍ତି,…

ବ୍ୟବସାୟ କରିବାକୁ ଯାଉଥିଲେ, ସକାଳୁ ଘଟିଲା ବଡ଼ ଦୁର୍ଘଟଣା

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡକୋଦଣ୍ଡା ଛକ ନିକଟରେ ରବିବାର ସକାଳେ ଏକ ଡାଲା ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଗୋପାଳ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ କମର୍ସିଆଲ LPG ସିଲିଣ୍ଡର…

ନୂଆଦିଲ୍‌ଲୀ,୧୫।୩: ରାଜ୍ୟ ସରକାର ଏଲପିଜି ସଙ୍କଟ ଭିତରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବାଣିଜି୍ୟକ ସିଲିଣ୍ଡର ବଣ୍ଟନ ପାଇଁ ଏକ ନୀତି ଜାରି କରିଛନ୍ତି। ଏହି ନୀତି…

ସ୍ତ୍ରୀ, ବୋହୂ ,ନାତୁଣୀଙ୍କୁ ହତ୍ୟା ଘଟଣା : ମେଡିକାଲରେ ଅଭିଯୁକ୍ତଙ୍କ ମୃତ୍ୟୁ 

ଦେବଗଡ଼,୧୫।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ସେ ବିଷ ଖାଇ ଗୁରୁତର ଥିବାରୁ ବୁର୍ଲା ମେଡିକାଲରେ …

ସୁଯୋଗରୁ ଫାଇଦା

ନଭେମ୍ୱର ୪, ୨୦୧୩ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ୧୨୦ରୁ ଅଧିକ ଭାରତୀୟ ଦୂତାବାସର ମୁଖ୍ୟମାନଙ୍କ ସହ କଥା ହୋଇ ତାଙ୍କ ବୈଦେଶିକ ନୀତିକୁ ସ୍ପଷ୍ଟ କରୁଥିବା…

ଆମେରିକା ସାମରିକ ଘାଟି ନିକଟରେ ଉ.କୋରିଆର ୧୦ ମିସାଇଲ ମାଡ଼, ଥରିଲେ ଟ୍ରମ୍ପ!

ସିଓଲ,୧୫ା୩: ଇରାନ୍‌ ଉପରେ ଆମେରିକାର ଘନ ଘନ ଆକ୍ରମଣ ଭିତରେ ଉତ୍ତର କୋରିଆ ପୂର୍ୱ ସାଗର ଉପକୂଳରେ ଆମେରିକାର ସେନା ଘାଟି ନିକଟରେ ୧୦ କ୍ଷେପଣାସ୍ତ୍ର ମାଡ଼…

ସେନା ପଠାଇଲା ଆମେରିକା, ଏବେ ବିଶ୍ୱଯୁଦ୍ଧ ଥୟ!

ଓ୍ୱାଶିଂଟନ୍‌ ,୧୫ା୩: ଇରାନ୍‌ର ଖାର୍ଗ ଦ୍ୱୀପ ଉପରେ ଆମେରିକାର ଆକ୍ରମଣ ପରେ ଇରାନ୍‌ ଆହୁରି ପ୍ରତିଶୋଧ ପରାୟଣ ହୋଇପଡ଼ିଛି। ପୂର୍ୱରୁ ଆମେରିକା ଉପରେ ପରୋକ୍ଷରେ ଚାପ ସୃଷ୍ଟି…

ଆଜିଠୁ ୪ ଦିନ ଝଡ଼ବର୍ଷା

ଭୁବନେଶ୍ୱର, ୧୫ା୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ ଶନିବାର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡାରେ ସର୍ୱାଧିକ ତାପମାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri