ପାଣିଟାଙ୍କିକୁ ଚଢିଲା ବେଳେ ଇଞ୍ଜିନିୟରଙ୍କୁ ଆକ୍ରମଣ କଲେ ମହୁମାଛି

ପାପଡ଼ାହାଣ୍ଡି,୨।୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମେଗା ଜଳସେଚନ ପ୍ରକଳ୍ପର ସାଇଡ ଇଞ୍ଜିନିୟର ସୁରଞ୍ଜନ ଦାସ ଓ ସୁଧାକର ବାବୁ ରବିବାର ମହୁମାଛି ଆକ୍ରମଣରେ ଗୁରୁତର ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, କଣ୍ଟାସାରୁରେ ଚାଲିଥିବା ନବନିର୍ମିତ ପାଣିଟାଙ୍କି କାମ ତଦାରଖ ଲାଗି ସୁରଞ୍ଜନ ଏବଂ ସୁଧାକର ଟାଙ୍କି ଉପରକୁ ଚଢ଼ିଥିଲେ। ସେତିକିବେଳେ ଟାଙ୍କିରେ ବସାବାନ୍ଧି ଥିବା ମହୁମାଛି ଆକ୍ରମଣର ଶିକାର ହୋଇଥିଲେ। ସେମାନଙ୍କୁ ପାପଡାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଚିକିତ୍ସା ପରେ ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ମନ୍ତ୍ରୀଙ୍କ ବିରୋଧରେ ଜମି ହଡ଼ପ ଅଭିଯୋଗ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ) : ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀ ୧୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସରକାରୀ ଜମିକୁ ହଡ଼ପ କରିଥିବା ଭାଜପା...

ଆକୃଷ୍ଟ କରୁଛି ଡିଜିଟାଲ ଫଟୋଗ୍ରାଫି

ନୟାଗଡ଼ ଅଫିସ,୧୯ା୮ (ରଞ୍ଜନ କୁମାର ପ୍ରଧାନ): ଦୁଇ ଦଶନ୍ଧି ପୂର୍ବରୁ ପରିବାର ସହିତ ଷ୍ଟୁଡ଼ିଓରେ ଯାଇ ଫଟୋ ଉଠାଇବା କିମ୍ବା ଘରକୁ କ୍ୟାମେରାମ୍ୟାନ୍‌ ଆସି ଫଟୋ...

ନେଳିଆବାଗ୍‌ର ୫ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଅଛନ୍ତି ୪ ମହିଳା, ଜଣେ ପୁରୁଷ; ପ୍ରକାଶ ପାଇଥିଲା ଲକ୍ଷଣ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ୫ଜଣ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ବିଷୟରେ ମଙ୍ଗଳବାର ସୂଚନା କରାଯାଇଛି। ୧୦୪,୧୦୫,୧୦୬,୧୦୭,୧୦୮ ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ଦିଆଯାଇଛି। ୧୦୪ ନଂ...

ଦିବ୍ୟାଙ୍ଗ ଗୋପାଳଙ୍କୁ ମିଳିଲା ନାହିଁ ଘର

ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଜାତି ଓ ଜନଜାତିଙ୍କ ବିକାଶ ପାଇଁ ତୃଣମୂଳସ୍ତରରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ...

ରାଜ୍ୟରେ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ: ୨ ମୃତ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ...

ପରକ୍ରିୟା ପ୍ରୀତି ସନ୍ଦେହରେ ଯୁବକଙ୍କୁ ହତ୍ୟା: ବନ୍ଧା ହେଲେ ୩ ଅଭିଯୁକ୍ତ

ସୋହେଲା,୧୬।୪(ଡି.ଏନ୍‌.ଏ): ବରଗଡ଼ ଜିଲା ସୋହେଲା ଥାନା ଅଧୀନ ବୁଡ଼ାମାଳ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଗ୍ରାମର ସାନନ୍ଦ ସା(୩୫)ଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ଅଭିଯୁକ୍ତମାନେ...

ନନ୍ଦନକାନନରେ ଜଳହସ୍ତୀ ଶାବକ ଜନ୍ମ: କୁମାରଖୁଣ୍ଟିରେ ଶଙ୍କର ଅସୁସ୍ଥ

ବାରଙ୍ଗ,୭।୭(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ୬୨ ନଂ. ଏନକ୍ଲୋଜରରେ ରହୁଥିବା ଜଳହସ୍ତୀର ସୋମବାର ଏକ ଶାବକ ଜନ୍ମ ଦେଇଛି। ଶାବକ ଜନ୍ମ ଦେବା ପରେ ମା...

ଉତ୍କଳ ବିଶ୍ୱବିଦ୍ୟାଳୟକୁ ବର୍ଷକର ଦରମା ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨।୪(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ଗୁରୁବାର ଓଡ଼ିଶା ଦିବସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ବର୍ଷକର ଦରମା ପ୍ରଦାନ କରିଛନ୍ତି। ରାଜ୍ୟପାଳ ତଥା...

Advertisement
Archives

Model This Week