Advertisement
Posted inଫୁରସତ

ବିନା ସୁରକ୍ଷାରେ ଧରନ୍ତି ମହୁମାଛି

ମହୁମାଛି ଯାହାକୁ କାମୁଡିଛି ସେ ଜାଣିଛି ତା’ର ଯନ୍ତ୍ରଣା କିଭଳି। ସେଥିପାଇଁ ତ ମହୁଫେଣା ଭାଙ୍ଗିବାବେଳେ ଲୋକେ ସ୍ବତନ୍ତ୍ର ସୁଟ୍‌ ପିନ୍ଧିବା ସହ ହାତରେ ଗ୍ଲୋଭ୍‌ସ ବି ଲଗାନ୍ତି। କିନ୍ତୁ ଆମେରିକା, ଟେକ୍ସାସରେ ରହୁଥିବା ଏରିକା ଥମ୍ପସନ୍‌ ନାମ୍ନୀ ମହିଳା ବିନା କୌଣସି ସୁରକ୍ଷା ପଦ୍ଧତି ଆପଣେଇ ଖାଲି ହାତରେ ମହୁଫେଣା ଭାଙ୍ଗନ୍ତି। ଆଉ ଆଶ୍ଚର୍ଯ୍ୟର କଥା ମହୁମାଛି ତାଙ୍କୁ କାମୁଡନ୍ତି ନାହିଁ। ଏରିକା ମହୁମାଛି ପାଳନ କରନ୍ତି। ହଜାର ହଜାର ମହୁମାଛି ଥିବା ମହୁଫେଣାକୁ ବିନା କୌଣସି ସୁରକ୍ଷା ପଦ୍ଧତି ଆପଣେଇ ବାହାର କରୁଥିବାର ଅନେକ ଫଟୋ ଓ ଭିଡିଓ ସେ ସୋସିଆଲ ମିଡିଆରେ ଅପ୍‌ଲୋଡ କରନ୍ତି; ଯାହାକୁ ଦେଖି ଲୋକେ ଚକିତ ହୋଇ ଯାଆନ୍ତି। ଲାଗେ ସତେ ଯେମିତି ମହୁମାଛିମାନେ ତାଙ୍କର ପୋଷା ମାନିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଟ୍ରେଣ୍ଡ୍‌ : ଟ୍ରାଇବାଲ ଆର୍ଟ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ) : ପଞ୍ଚତାରକା ହୋଟେଲରୁ ଆରମ୍ଭକରି ନାମୀଦାମୀ ଅଫିସର ଲବି ପର୍ଯ୍ୟନ୍ତ, ଲ୍ୟାଭିସ୍‌ ରେସ୍ତୋରାଁରୁ ଲୋକଙ୍କ ଡ୍ରଇଂ ରୁମ୍‌ ପର୍ଯ୍ୟନ୍ତ, ଆଜିକାଲି ଅଧିକାଂଶ ସ୍ଥାନରେ ଦେଖିବାକୁ...

ବିଶ୍ୱରେ ସବୁଠାରୁ ଅଧିକ ବର୍ଷ ବଞ୍ଚିଥିବା ଯୋଡ଼ା-ଶରୀର ଭାଇଙ୍କ ମୃତ୍ୟୁ

ଓ୍ବାଶିଂଟନ, ୭।୭- ବିଶ୍ୱରେ ସବୁଠାରୁ ଅଧିକ ବର୍ଷ ବଞ୍ଚିଥିବା ଯୋଡ଼ା-ଶରୀର ଭାଇ ରୋନି ଓ ଡୋନି ଗେଲୟନ ଆଉ ନାହାନ୍ତି। ୬୮ ବର୍ଷ ବୟସରେ ଏହି...

ଯେଉଁଠି ବର କନ୍ୟାଙ୍କ ଗୋଡ଼ ଛୁଇଁ କରନ୍ତି ତ୍ରିବାର ସତ୍ୟ…

ବିବାହକୁ ନେଇ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ରୀତିନୀତି ରହିଆସିଛି। ବେଳେବେଳେ ଯାହାକୁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଇଣ୍ଡୋନେସିଆ ଦାନି ଜନଜାତି ସମ୍ପ୍ରଦାୟରେ ବିବାହ ସମୟରେ...

ଧର୍ମପୀଠକୁ କାହିଁକି ଯାତ୍ରା କରିବା

ଅଧିକ ଲୋକ ଧାର୍ମିକ ସ୍ଥାନକୁ ଯାତ୍ରା ପଛରେ ପାପରୁ ମୁକ୍ତି ଓ ଦାନ-ପୁଣ୍ୟ କରିବା ମୁଖ୍ୟ କାରଣ ବୋଲି ଭାବିଥାଆନ୍ତି। କିନ୍ତୁ ବାସ୍ତବରେ ଧାର୍ମିକ ସ୍ଥାନକୁ...

୫ଶହ ଟଙ୍କା ଦେଲେ କଏଦୀ ଭଳି ରହିବାକୁ ମିଳେ ଏହି ଜେଲ୍‌ରେ…

ଜେଲ୍‌ରେ ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିବା କଏଦୀଙ୍କୁ ରଖାଯାଇଥାଏ। ତେବେ ଏପରି ଏକ ଜେଲ୍‌ ରହିଛି ଯେଉଁଠି ଦେଶ ବିଦେଶରୁ ପର୍ଯ୍ୟଟକ କଏଦୀଭାବେ ରହିବାକୁ ଆସିଥାନ୍ତି।...

ମାତୃଭାଷାର ବିକାଶରେ ସମାଜର ବିକାଶ

ଜନ୍ମ ପରେ ଶିଶୁ ନିଜର ମାତୃଭାଷାରେ ହିଁ ଭାବର ଆଦାନ ପ୍ରଦାନ କରିବା ଲାଗି ଶିକ୍ଷାଲାଭ କରିଥାଏ। ମାତୃଭାଷା ମାଧ୍ୟମରେ ଶିଶୁର ବୋଧଗମ୍ୟତାର ପରିପ୍ରକାଶ ଘଟିଥାଏ।...

ଛାତିଏ ପାଣି ଭିତରେ ଡ୍ରମ୍‌ରେ ପଶି ବୃଦ୍ଧ ପାରି ହେଉଛନ୍ତି ରାସ୍ତା

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଆଶ୍ଚର୍ଯ୍ୟ କରୁଥିବା ବେଳେ କେତେକ ଭାବପ୍ରବଣ...

ଗୋଟିଏ ଥରରୁ ଅଧିକ ଟଏଲେଟ୍‌ ଗଲେ ଦେବାକୁ ପଡ଼ିବ ଜରିମାନା, ଜାଣନ୍ତୁ କ’ଣ ରହିଛି କାରଣ

ଥରେ ଭାବିଲେ ସବୁ କିଛି ଅଟକାଇ ହେବ ଟଏଲେଟ୍‌ ଯିବା କ’ଣ କେହି କେବେ ଅଟକାଇ ପାରିବ? ଅଫିସରେ କାମ କରୁଛନ୍ତି, ଆପଣଙ୍କୁ ଟଏଲେଟ୍‌ ଯିବାକୁ...

Advertisement
Archives

Model This Week