ରଥଯାତ୍ରା ପୂର୍ବରୁ ରାସ୍ତା ମରାମତି କରାଯାଉ

ପଦ୍ମପୁର,୨୫।୬(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନ ୱାର୍ଡ ନଂ-୨ ଶାନ୍ତିନଗରଠାରୁ ଲୁହାରପାଲି ଯାଏ ରାସ୍ତା ଅତ୍ୟନ୍ତ ଶୋଚନୀୟ। ଏହି ରାସ୍ତା ଉପରେ ୨୦ରୁ ୨୫ଗ୍ରାମର ଲୋକେ ନିର୍ଭର କରୁଛନ୍ତି। ହେଲେ ରାସ୍ତା ଏବେ ଖାଲଖମାରେ ଭରି ରହିଛି। ଜୁଲାଇ ୧ରେ ରଥଯାତ୍ରା ଥିବାରୁ ରଜାପଡା ମନ୍ଦିରରୁ ରଥ ଶାନ୍ତିନଗରସ୍ଥିତ ମାଉସୀ ମା’ ମନ୍ଦିରକୁ ଯିବ। ତେଣୁ ରଥଯାତ୍ରା ପୂର୍ବରୁ ରାସ୍ତା ମରାମତି କରିବାକୁ ସମ୍ପୃକ୍ତ ୱାର୍ଡର କାଉନସିଲର ଇଂ.କୁନାଲ ପାଣିଗ୍ରାହୀ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ମେଲ୍‌ କରି ଅବଗତ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାୟଗଡ଼ା ଗସ୍ତରେ ରାଜ୍ୟ ଖାଦ୍ୟ କମିଶନ

ରାୟଗଡ଼ା ଅଫିସ,୨୯ା୪: ରାୟଗଡ଼ାକୁ ଦିନିକିଆ ଗସ୍ତ କରି ରାଜ୍ୟ ଖାଦ୍ୟ କମିଶନ ପି.କେ.ମେରକାପ ଖାଦ୍ୟ ଯୋଜନାର ସମୀକ୍ଷା କରିଛନ୍ତି। ରାୟଗଡ଼ା ବ୍ଲକରେ ଆଇଓ୍ବାଇସିଏଫ୍‌ କାର୍ଯ୍ୟକ୍ରମ, ସୁଲଭ...

ମିଳିଲାନି ଆଳୁ, ପିଆଜ

ତାଳଚେର,୨୬।୩(ନି.ପ୍ର.)- ଲକ୍‌ଡାଉନ ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଅଭାବ ରହିବ ନାହିଁ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଥିଲେ ହେଁ ଗୁରୁବାର ଅନୁଗୋଳ ଜିଲା ତାଳଚେର ଥର୍ମାଲ ସାପ୍ତାହିକ...

ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ: ଡାକ୍ତରଖାନା ଆଗରେ ଉତ୍ତେଜନା

କେନ୍ଦୁଝର,୧୭।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ଅବହେଳା ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ଡାକ୍ତରଖାନା ଆଗରେ ଚାପା...

୨୫ ଲକ୍ଷ ଟଙ୍କାର କଫ ସିରଫ ଜବତ: ୪ ଗିରଫ

ବରଗଡ ଅଫିସ,୧୫।୧୦-ବରଗଡ ଜିଲା ସୋହେଲା ଥାନା ପୋଲିସ ବୁଧବାର ହଲଦୀପାଲି ଛକରେ ଚଢାଉ କରି ଏକ କଫ ସିରଫ ବୋଝେଇ ଏକ ପିକଅପ୍‌ ଭ୍ୟାନକୁ ଜବତ...

ସୁରଟରୁ ବାହାରିବ ୨୧ ବସ୍‌: କ୍ୱାରାଣ୍ଟାଇନ୍‌ ସେଣ୍ଟର ତଦାରଖ କଲେ ଉପଜିଲାପାଳ

ଭଞ୍ଜନଗର,୧।୫(ଡି.ଏନ୍‌.ଏ.)- ସୁରଟରୁ ଶହଶହ ଓଡ଼ିଆ ଭିଟାମାଟିକୁ ବସ୍‌ଭଡ଼ା କରି ଦୌନନ୍ଦିନ ବାହାରୁଛନ୍ତି। ଶୁକ୍ରବାର ରାତିରେ ସୁରାଟର ବିଭିନ୍ନ ସ୍ଥାନରୁ ପ୍ରାୟ ୨୧ ବସ୍‌ ଓଡ଼ିଶା ଅଭିମୁଖେ...

ଆଖଣ୍ଡଳମଣିଙ୍କ ପାଇଁ ଆସିଲା ଲଗ୍ନ ଚିଟାଉ

ଆରଡ଼ି, ୧୯।୫ (ଡି.ଏନ.ଏ.) – ଭଦ୍ରକ ଜିଲାର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠ ଶନିବାର ଉତ୍ସବମୁଖର ରହିଥିଲା। ଆସନ୍ତା ଜୁନ୍‌ ୭ ତାରିଖରେ ଦେବଦେବ ମହାଦେବଙ୍କ...

ରାଜ୍ୟର ସର୍ବବୃହତ ଓମ୍‌ଫେଡ ଡାଏରୀ ପ୍ଲାଣ୍ଟ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

କଟକ ଅଫିସ,୧୦।୧୧: ରାଜ୍ୟର ସର୍ବବୃହତ ଓମ୍‌ଫେଡ ଡାଏରୀ ପ୍ଲାଣ୍ଟ ବୁଧବାର ଉଦ୍‌ଘାଟନ କରାଯବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ବାରଙ୍ଗ ବ୍ଲକ ଅରିଲୋ ଠାରେ ୩୦୦...

ଜି.ଉଦୟଗିରି: ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ନିମନ୍ତେ ଆବେଦନ

ଜି.ଉଦୟଗିର,୨୧।୧୧(ଡି.ଏନ୍‌.ଏ)- ଜି.ଉଦୟଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷା ଦୀପ୍ତିରେଖା ପ୍ରଧାନଙ୍କ ବିରୋଧରେ ୧୩ ଜଣ ସଦସ୍ୟ ଅନାସ୍ଥା ପ୍ରସ୍ତାବ ନିମନ୍ତେ ବାଲିଗୁଡ଼ା ଉପଜିଲାପାଳଙ୍କ ନିକଟରେ ଆବେଦନ କରିଛନ୍ତି।...

Advertisement
Archives

Model This Week