Posted inଫୁରସତ

ଲେହେଙ୍ଗା କିଣିବା ଆଗରୁ…

ଲେହେଙ୍ଗା କିଣିବା ଆଗରୁ…
ବିବାହ କିମ୍ବା ଅନ୍ୟ ପାର୍ଟିରେ ଆପଣ ଲେହେଙ୍ଗା ପିନ୍ଧିବାକୁ ଯାଉଛନ୍ତି କି! ଯଦି ନିଜ ପାଇଁ ଲେହେଙ୍ଗା କିଣିବାକୁ ଯାଉଥାନ୍ତି ତେବେ ଜାଣି ରଖନ୍ତୁ କିଛି ଟିପ୍ସ…

ବିବାହ ଦିନ ପାର୍ଟିରେ ପିନ୍ଧିବାକୁ ଅଧିକ କାମଥିବା ଲେହେଙ୍ଗା ପିନ୍ଧାହୁଏ, କିନ୍ତୁ ବିବାହ ପୂର୍ବରୁ ହଳଦୀ, ମେହେନ୍ଦୀ ଆଦିରେ ପିନ୍ଧିବା ପାଇଁ ହାଲ୍‌କା ରଙ୍ଗର ଲେହେଙ୍ଗା କିଣନ୍ତୁ। ଏସବୁ ରଙ୍ଗର ଲେହେଙ୍ଗା ପ୍ରାୟ ସବୁ ସ୍ଥାନରେ ବେଶ୍‌ ସହଜରେ ଓ କମ୍‌ ଖର୍ଚ୍ଚରେ ମିଳି ଯାଇଥାଏ।
ସେଲିବ୍ରିଟି ଲୁକ୍‌ ଦେଉଥିବା ଭଳି ଲେହେଙ୍ଗା କିଣିବାକୁ ଆଦୌ ଚେଷ୍ଟା କରନ୍ତୁ ନାହିଁ। ନିଜ ପସନ୍ଦ ହିସାବରେ ଲେହେଙ୍ଗା କିଣନ୍ତୁ। ସେଲିବ୍ରିଟି ଲୁକ୍‌ କଥା ଚିନ୍ତାକଲେ ହୁଏତ ନିଜର ପସନ୍ଦ ହୋଇ ନ ପାରେ କିମ୍ବା ବଜେଟ ମଧ୍ୟ ବହୁତ ଅଧିକ ହୋଇପାରେ।
ଲେହେଙ୍ଗା ପସନ୍ଦ କରି ସାରିବା ପରେ ତା’ର ରଙ୍ଗ ଠିକ୍‌ ଅଛି କି ନାହିଁ ପରୀକ୍ଷା କରି ଦେଖି ନିଅନ୍ତୁ। ବେଳେବେଳେ ଦୋକାନ ଭିତରେ ବିଭିନ୍ନ ପ୍ରକାର ଲାଇଟ୍‌ରେ ପ୍ରକୃତ ରଙ୍ଗ ଜଣା ପଡ଼ି ନ ଥାଏ। ତେଣୁ କିଛି ସମୟ ପାଇଁ ଟିକେ ଦୋକାନ ବାହାରକୁ ଆଣି ଲେହେଙ୍ଗାର ରଙ୍ଗ ପରଖି ନିଅନ୍ତୁ।
ଅଧିକ କାମ ଥିବା ଲେହେଙ୍ଗା ପିନ୍ଧିବାକୁ ବେଶ୍‌ ସୁନ୍ଦର ଲାଗେ। କିନ୍ତୁ କୌଣସି ଉତ୍ସବରେ ଅଧିକ ସମୟ ରହିବାକୁ ଥିଲେ ସିମ୍ପଲ ଲେହେଙ୍ଗା ପିନ୍ଧନ୍ତୁ। କାରଣ ହେଭି କାମଥିବା ଲେହେଙ୍ଗା ପିନ୍ଧି ବେଶି ସମୟ ରହିଲେ ଆପଣ ଆରାମ ଅନୁଭବ କରି ପାରିବେନି।


Enter your email to get our daily news in your inbox.

All Right Reserved By Dharitri.Com

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri