ଭାରତ ଆସିବା ପୂର୍ବରୁ ବାଇଡେନ କହିଲେ ଏମିତି…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭ା୯: ଭାରତ ୯ ଏବଂ ୧୦ ସେପ୍ଟେମ୍ବରରେ ଦିଲ୍ଲୀରେ ଜି-୨୦ ସମ୍ମିଳନୀ ଆୟୋଜନ କରିବାକୁ ଯାଉଛି। ଯେଉଁଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ସରିଯାଇଛି। ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ପର୍ଯ୍ୟାପ୍ତ ବ୍ୟବସ୍ଥା କରାଯାଇଛି। ଜି -୨୦ ସମ୍ମିଳନୀରେ ଭାରତ ଏହାର ପରିଦର୍ଶକ ଅତିଥିମାନଙ୍କୁ ସ୍ବାଗତ କରିବାକୁ ପ୍ରସ୍ତୁତ।

ଏଥିସହିତ ହ୍ବାଇଟ୍‌ ହାଉସ୍‌ ରାଷ୍ଟ୍ରପତି ଜୋ ବାଇଡେନଙ୍କ ନୂଆଦିଲ୍ଲୀ ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ଭାଗ ନେବାକୁ କହିଛନ୍ତି ଯେ,  ଜି-୨୦ ଶିଖର ସମ୍ମିଳନୀକୁ ସଫଳ କରିବା ପାଇଁ ଆମେ ଭାରତ ସାଥୀରେ ଅଛୁ।

ବାଇଡେନ ଗୁରୁବାର ନୂଆଦିଲ୍ଲୀରେ ପହଞ୍ଚି ଜି-୨୦ ନେତାଙ୍କ ସମ୍ମିଳନୀରେ ଯୋଗଦେବେ। ଶୁକ୍ରବାର ବାଇଡେନ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଦ୍ୱିପାକ୍ଷିକ ବୈଠକ, ଶନିବାର ଏବଂ ରବିବାର ଜି-୨୦ ଶିଖର ସମ୍ମିଳନୀର ସରକାରୀ ଅଧିବେଶନରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri