Posted inଫୁରସତ

ବେପରୁଆ ଢଙ୍ଗରେ ଗାଡ଼ି ଚଲାଇବା ପୂର୍ବରୁ ଥରେ ଦେଖନ୍ତୁ ଏହି ଭିଡିଓ

ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଭିଡିଓ ଦେଖିବାକୁ ମିଳୁଛି। ଏଥିରୁ କିଛି ଭିଡିଓ ଚିନ୍ତାଜନକ ହୋଇଥାଏ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯାହା ଦେଖିଲେ ଆପଣ ନ ରାଗି ରହିପାରିବେନି।

ଭାଇରାଲ ଭିଡିଓରେ ଜଣେ ଯୁବତୀ ରାସ୍ତା ମଝିରେ ଦ୍ରୁତ ଗତିରେ ବାଇକ୍‌କୁ ଏପଟ ସେପଟ କରି ଚଲାଉଛନ୍ତି। ବାଇକ୍‌ର ଗତି ବହୁତ ଦ୍ରୁତ ଏବଂ ଯୁବତୀଙ୍କ ଚଳାଇବା ଶୈଳୀ ମଧ୍ୟ ବେଶ୍‌ ବିପଜ୍ଜନକ। ଏହି ସମୟରେ ଅନ୍ୟ ଏକ ବାଇକ୍‌ର ଯାଉଥିବା କପଲ ଯୁବତୀଙ୍କ ଦ୍ରୁତ ଗତିରେ ଗାଡ଼ି ଚଲା ଦେଖି ସେ ଦୂରେଇ ଯାଉଛନ୍ତି। କିନ୍ତୁ ବାଇକ୍‌ ଚଲାଉଥିବା ଯୁବତୀ ଜଣକ ହଠାତ୍‌ ସେମାନଙ୍କୁ ଏତେ ଜୋର୍‌ରେ ଧକ୍କା ଦେଲେ ଯେ, ସେମାନେ ତଳେ ପଡ଼ିଯାଇଥିଲେ। ତାଙ୍କୁ ଦେଖି ଏହା ସ୍ପଷ୍ଟ ଯେ, ସେମାନେ ନିଶ୍ଚୟ ବହୁତ ଆଘାତ ପାଇଥିବେ। କିନ୍ତୁ ବେପରୁଆ ଢଙ୍ଗରେ ବାଇକ୍‌ ଚଳାଉଥିବା ଯୁବତୀ ଜଣକ ସେମାନଙ୍କ ଆଡ଼କୁ ଆଉ ଦୃଷ୍ଟି ନ ଦେଇ ନିଜେ ଦ୍ରୁତ ଗତିରେ ଆଗକୁ ଚାଲିଯାଉଛନ୍ତି।

 

 

View this post on Instagram

 

A post shared by Satish Kumar 💗 (@mcqueen_spee_d)

ଭିଡିଓଟି ଖୁବ୍‌ ଭାଇରାଲ ହେବାରେ ଲାଗିଛି। ଭିଡିଓ ଦେଖିବା ପରେ ୟୁଜରମାନେ ଉକ୍ତ ଯୁବତୀଙ୍କ ଉପରେ ବହୁତ ରାଗିଯାଇଛନ୍ତି। ସମସ୍ତେ ତାଙ୍କୁ ଖରାପ ଗାଳି କରୁଛନ୍ତି। ଏହି ଭିଡିଓ mcqueen_spee_d ନାମକ ଏକ ଇନ୍‌ଷ୍ଟାଗ୍ରାମରେ ଶେୟାର କରାଯାଇଛି। ଭିଡିଓଟି ଏପର୍ଯ୍ୟନ୍ତ ୪୮ ହଜାରରୁ ଅଧିକ ଲାଇକ୍‌ ପାଇଛି। ୟୁଜରମାନେ ଭିଡିଓ ଉପରେ କ୍ରୋଧିତ ମନ୍ତବ୍ୟ ମଧ୍ୟ ଦେଉଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଏହିପରି ଲୋକମାନେ କେବଳ ନିଜର କ୍ଷତି କରନ୍ତି ନାହିଁ ବରଂ ବିନା କାରଣରେ ଅନ୍ୟମାନଙ୍କ ପାଇଁ ମଧ୍ୟ ଅସୁବିଧା  ସୃଷ୍ଟି କରନ୍ତି। ଅନ୍ୟ ଜଣେ ଲେଖିଛନ୍ତି, କିଛି ଲୋକଙ୍କର ବିବେକ ନାମକ ଏକ ଜିନିଷ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri