Posted inଜାତୀୟ

ଫାଇନାଲ ପୂର୍ବରୁ ସେମି ଫାଇନାଲ ପ୍ରସ୍ତୁତି,ମିଶନ ୟୁପିକୁ ଭାଜପାର ଗୁରୁତ୍ୱାରୋପ…

ନୂଆଦିଲ୍ଲୀ,୮।୯: ଦେଶରେ ସାଧାରଣ ନିର୍ବାଚନ ୨୦୨୪ରେ ଅନୁଷ୍ଠିତ ହେବ। ଏହାର ୨ ବର୍ଷ ପୂର୍ବରୁ ଉତ୍ତରପ୍ରଦେଶ (ୟୁପି)ରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେଣୁ ଫାଇନାଲ ପୂର୍ବରୁ ଭାଜପା ସେମି ଫାଇନାଲ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ମିଶନ ୟୁପି ଉପରେ ଗୁରୁତ୍ୱାରୋପ କରାଯାଉଛି। ନିର୍ବାଚନ ରଣନୀତି ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ସେପ୍ଟେମ୍ବରରେ ୨ ଥର ଉତ୍ତରପ୍ରଦେଶ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।

ସେପ୍ଟେମ୍ବର ୧୪ରେ ପ୍ରଧାନମନ୍ତ୍ରୀ ଆଲିଗଡ଼ ଯିବେ। ସେଠାରେ ରାଜା ମହେନ୍ଦ୍ର ପ୍ରତାପ ୟୁନିଭରସିଟିର ଶିଳାନ୍ୟାସ କରିବେ। ଏହା ସହିତ ଏକ ଜନସଭାରେ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ସେପ୍ଟେମ୍ବର ୨୬ରେ ଲକ୍ଷ୍ନୌ ଗସ୍ତରେ ଯିବେ।

ଚଳିତ ବର୍ଷ ଦୀପାବଳି ଅବସରରେ ପ୍ରଧାନନ୍ତ]ନ୍ତ୍ରୀ ଅଯୋଧ୍ୟାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବାର ଯୋଜନା ରହିଛି। ରାଜ୍ୟକୁ ପ୍ରଧାନମନ୍ତ୍ରୀଙ୍କ ବାରମ୍ବାର ଗସ୍ତକ୍ରମ ଆସନ୍ତା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରସ୍ତୁତ କରାଯାଇଛି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri