ମିରର୍‌ ଲଗାଇବା ପୂର୍ବରୁ…

ଘରକୁ ସୁନ୍ଦର ଲୁକ୍‌  ଦେବାପାଇଁ ଘରର  ବିଭିନ୍ନ ସ୍ଥାନରେ  ମିରର୍‌ ଲଗାଇବାକୁ ଅନେକେ ଇଚ୍ଛା କରିଥାନ୍ତି। ଆପଣ ଯଦି ଘରେ ଆଇନା ଲଗାଇବାକୁ ଯାଉଛନ୍ତି ତେବେ ଘରେ ଯେପରି ସକାରାତ୍ମକ ଊର୍ଜା ସୃଷ୍ଟି ହେବ ସେଥିପ୍ରତି ଧ୍ୟାନ ଦେବେ। ତେଣୁ ଏ ଦୃଷ୍ଟିରୁ ଜାଣି ରଖନ୍ତୁ କିଛି କଥା..
– ଡ୍ରଇଁ ରୁମରେ ସବୁବେଳେ ଖାଇବା ଟେବୁଲ ସାମ୍ନାରେ ହିଁ ମିରର୍‌ ଲଗାନ୍ତୁ। ସବୁବେଳେ ଚାରିକଣିଆ ମିରର୍‌ ଲଗାନ୍ତୁ।
– ବାସ୍ତୁ ଶାସ୍ତ୍ର ଅନୁସାରେ ବେଡରୁମରେ ମିରର୍‌ ଲଗାଇବା ଉଚିତ ନୁହେଁ। ଯଦି ଆପଣଙ୍କର ଅନ୍ୟ କୌଣସି ଘରେ ସ୍ଥାନ ନାହିଁ ତେବେ ନିହାତିଭାବେ ବେଡରୁମରେ ମିରର୍‌ ଲଗାଉଛନ୍ତି ତା’ହେଲେ ଶୋଇବା ସମୟରେ ଏହାକୁ ଘୋଡାଇ ରଖନ୍ତୁ। ଫଳରେ ଉଠିବା ବେଳକୁ ଆପଣଙ୍କୁ ନିଜ ଚେହେରା ଦେଖାଯିବ ନାହିଁ।
– ଘରର ଠିକ୍‌ ପ୍ରବେଶ ଦ୍ୱାରରେ ବି ମିରର୍‌ ଲଗାନ୍ତୁ ନାହିଁ। ଘର ସଜ୍ଜାଇବା ଉଦ୍ଦେଶ୍ୟରେ କିଛି ଲୋକ ଏପରି କରିଥାନ୍ତି, କିନ୍ତୁ ଏହାଫଳରେ ଘରର ସକାରାତ୍ମକ ଶକ୍ତି ବାହାରକୁ ଚାଲିଯାଏ।
– ଘରର ଛୋଟ ଏବଂ ସଙ୍କୁଚିତ ସ୍ଥାନରେ ମିରର୍‌ ଲଗାଇବା ଭଲ। ବାସ୍ତୁ ଅନୁସାରେ ଏପରି ସ୍ଥାନରେ ମିରର୍‌ ଲଗାଇବା ଫଳରେ ଚମତ୍କାର ପ୍ରଭାବ ପଡ଼ିଥାଏ।
– ଦୁଇଟି କାନ୍ଥ ଯୋଡା ହୋଇଥିବା ସ୍ଥାନରେ ମିରର୍‌ ଲଗାନ୍ତୁ ନାହିଁ। ଏହା ସହିତ ମିରର୍‌କୁ ସବୁବେଳେ ସଫା ରଖନ୍ତୁ।
– ଘରର ଦକ୍ଷିଣ ପୂର୍ବ ଦିଗରେ ମିରର୍‌ ଲଗାନ୍ତୁ ନାହିଁ। ୱାଶ୍‌ ବେସିନ୍‌ ଉପରେ ମିରର୍‌ ଲଗାଇବା ଶୁଭ କୁହାଯାଏ।
– ଘରେ ଭଙ୍ଗା ମିରର୍‌ ରଖନ୍ତୁ ନାହିଁ ଏହା ସହିତ କବାଟ ପଛପଟରେ ମଧ୍ୟ ଲଗାନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

ଜନ୍ମଜନ୍ମାନ୍ତରର ସାଥୀ ହୋଇରୁହନ୍ତି ଏହି ରାଶି ଯୋଡ଼ି! ଜ୍ୟୋତିଷ ଅନୁସାରେ ଏହି ରାଶି ଯୋଡ଼ି ‘ପରଫେକ୍ଟ ମ୍ୟାଚ’

ଜ୍ୟୋତିଷ ଶାସ୍ତ୍ରରେ ରାଶି ମିଳନ କେବଳ ଗ୍ରହଙ୍କ ଚଳନ ବୁଝିବା ପାଇଁ ନୁହେଁ, ବରଂ ଦୁଇଜଣଙ୍କ ସ୍ବଭାବ ଓ ଊର୍ଜାର ତାଳମେଳ ଜାଣିବା ପାଇଁ ମଧ୍ୟ କରାଯାଏ।…

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri