ମୋଦିଙ୍କ ଗସ୍ତ ପୂର୍ବରୁ ନବ ନିର୍ମାଣ କୃଷକ ସଂଗଠନ ରାଜ୍ୟ ସହ ସମ୍ପାଦକଙ୍କୁ ଘରୁ ଉଠାଇନେଲା ପୋଲିସ

ଯାଜପୁର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପୂର୍ବରୁ ନବ ନିର୍ମାଣ କୃଷକ ସଂଗଠନ ରାଜ୍ୟ ସହ ସମ୍ପାଦକ ନିମାଇଁ ରାୟଙ୍କୁ ପୋଲିସ ଉଠାଇ ନେଇଛି। ତାଙ୍କ ବରୀ ବାସଭବନରୁ ପୋଲିସ ତାଙ୍କୁ ଉଠାଇ ନେଇଛି । ସେ ବିଭିନ୍ନ ସମୟରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ବିରୋଧ କରି ଆସୁଥିବା କାରଣରୁ ତାଙ୍କୁ ପୋଲିସ ଉଠାଇନେଇଥିବା କୁହାଯାଉଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନ ୨ଟା ୪୦ ମିନିଟ୍‌ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯିବେ। ଅପରାହ୍ନ ୩ଟା ୧୫ ମିନିଟ୍‌ରେ ଲୋକାର୍ପଣ ଓ ଶିଳାନ୍ୟାସ ଆଦି ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ୩ଟା ୩୦ ମିନିଟ୍‌ରେ ପାଖ ପଡ଼ିଆରେ ଆୟୋଜିତ ‘ମୋଦି ଗ୍ୟାରେଣ୍ଟି’ ବିଶାଳ ସଭାରେ ‘ବିକଶିତ ଓଡ଼ିଶା-ବିକଶିତ ଭାରତ’ ଯୋଦ୍ଧାମାନଙ୍କୁ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣା ହେଲା ନୂଆଁଖାଇ ଲଗ୍ନ: ପଶ୍ଚିମ ଓଡ଼ିଶାରେ ଉତ୍ସାହ ଆରମ୍ଭ

ବଲାଙ୍ଗୀର, ୭।୮( ସୁନିଲ କୁମାର ମହାନ୍ତି): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

ପ୍ରବଳ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୧୨ ଜିଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୭।୮: ଆସନ୍ତା ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୨ ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା…

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌…

ଭାଲୁ ଆକ୍ରମଣରେ ଭଉଣୀଭାଇ ମୃତ: ମୃତଦେହ ପାଖରେ ଜଗି ରହିଲା ଭାଲୁ

ଉମରକୋଟ,୭।୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲା ମରକାଟୋଲା ଗାଁରେ ଏକ ହିଂସ୍ର ମାଈ ଭାଲୁ ଆକ୍ରମଣରେ ଗୋଟିଏ ପରିବାରର ଦୁଇ ଭଉଣୀଭାଇଙ୍କର…

ଘୂର୍ଣ୍ଣିବଳୟ ପ୍ରଭାବରେ ସପ୍ତାହେ ଯାଏ ପ୍ରବଳ ବର୍ଷା: ଅରେଞ୍ଜ ଓ୍ବାର୍ନିଂ ଜାରି, ଘଣ୍ଟାପ୍ରତି…

ଭୁବନେଶ୍ୱର,୭ା୮(ବନ୍ଦନା ସେଠୀ): ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଉତ୍ତର-ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri