ପାର୍ବଣ ପୂର୍ବରୁ ତତ୍ପର ସିଏମ୍‌ସି: ମିଠା ଦୋକାନ ସିଲ୍‌

କଟକ ଅଫିସ,୮।୯: ଆଶ୍ୱିନରେ ମା’ଙ୍କ ଆଗମନକୁ ନେଇ ପୁଣି ଚଳଚଞ୍ଚଳ ହୋଇ ଉଠିଛି କଟକ ସହର । ତେବେ ପାର୍ବଣ ପୂର୍ବରୁ ସଜାଗ ହୋଇ ଉଠିଛି ସିଏମସି । ଗୁରୁବାର ସିଏମସି ସ୍ବାସ୍ଥ୍ୟ ବିଭାଗ ଓ ଖାଦ୍ୟ ସୁରକ୍ଷା ବିଭାଗ ପକ୍ଷରୁ ଯାଞ୍ଚ ଆରମ୍ଭ ହୋଇ ବିଭିନ୍ନ ମିଠା ଦୋକାନ ଉପରେ ଚଢାଉ କରାଯାଇଛି ।
କଟକର କଲ୍ୟାଣ ନଗର, ଲିଙ୍କ ରୋଡ, ବାଦାମବାଡି ଓ ଦୋଳମୁଣ୍ଡାଇ ଅଞ୍ଚଳରେ ଏହି ଚଢାଉ ଜାରି ରହିଛି । ମିଠା ଦୋକାନରେ ଅଧିକାରୀମାନେ ପଶି ମିଠା ପ୍ରସ୍ତୁତ ସ୍ଥାନ ପରିଦର୍ଶନ କରିଥିଲେ । ମିଠା ପ୍ରସ୍ତୁତିରେ ଆବଶ୍ୟକ ସାମଗ୍ରୀର ମାନ ପରୀକ୍ଷା ମଧ୍ୟ କରିଥିଲେ । ତେବେ ଆଗକୁ ଦଶହରା ଥିବାରୁ , ଖାଦ୍ୟର ମାନ ଯାଞ୍ଚ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ମଧ୍ୟ ଚେତାବନୀ ଦିଆଯାଇଛି ।
ସେପଟେ ଅନେକ ଦୋକାନରେ ନିମ୍ନ ଧରଣର ମିଠା ବିକ୍ରି କରାଯାଉଥିବାବେଳେ ସ୍କାର୍ଡ ହାତରେ ଧରାପଡ଼ିଥିଲେ । ମାନ ପରୀକ୍ଷା ବେଳେ ସତ୍ୟତା ସାମ୍ନାକୁ ଆସିଥିଲା । ଜିଲାପି ବାସୀ ଦୁର୍ଗନ୍ଧ ହେଉଥିବାବେଳେ, ପୁରୁଣା ଶିରାରେ ମିଠା ପ୍ରସ୍ତୁତ କରଯାଉଛି । ସାମ୍ନାରେ ଏ ସମସ୍ତ ଚିତ୍ର ଦେଖିବା ପରେ ସେହି ସମସ୍ତ ଦୋକାନକୁ ସିଲ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

Bank Strike Update: ୧୪ ଯାଏ ବ୍ୟାଙ୍କ ବନ୍ଦ! ଜରୁରୀ କାମ ଥିଲେ କଣ କରିବେ?

ନୂଆଦିଲ୍ଲୀ,୧୨।୯: ଯଦି ଆପଣଙ୍କ ବ୍ୟାଙ୍କରେ ଚେକ୍ କ୍ଲିୟରାନ୍ସ, କ୍ୟାସ, ଜମା କିମ୍ୱା ଉଠାଣ, ପାସବୁକ୍ ଅପଡେଟ୍ ଭଳି କୌଣସି ଜରୁରୀ କାମ ବାକି ଅଛି, ତେବେ ଆପଣଙ୍କୁ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଆଜି ୫ ରାଶିଙ୍କୁ କ୍ୟାରିୟର-ବ୍ୟବସାୟରୁ ପ୍ରଚୁର ଧନଲାଭ; ପ୍ରବଳ ଇନକମ୍‌କୁ ଚାକିରିରେ ବଡ଼ ପଦବୀର ଅଫର୍‌

୧୨ ସେପ୍ଟେମ୍ୱର, ୨୦୨୬ରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ପ୍ରତିପଦା ତିଥି ଏବଂ ଶନିବାର ଦିନ ପଡୁଛି। ପଞ୍ଚାଙ୍ଗ ଅନୁଯାୟୀ, ଏହି ତିଥିରେ ତ୍ରିପୁଷ୍କର ଯୋଗର ଶୁଭ…

କିଡନୀ ରୋଗୀଙ୍କୁ ମାନବିକତାର ହାତ ବଢ଼ାଇଲେ ବାବୁ ଭାଇ ଫ୍ୟାନ କ୍ଲବ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ମାନବିକତାର ହାତ ବଢ଼ାଇ ଜଣେ ଅସହାୟ କିଡନୀ ରୋଗୀଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?