Posted inଜାତୀୟ

ନିର୍ଦ୍ଧାରିତ ସମୟର ଗୋଟିଏ ଦିନ ପୂର୍ବରୁ ଶେଷ ହୋଇପାରେ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୭ ।୪: ନିର୍ଦ୍ଧାରିତ ସମୟର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ଗୁରୁବାର ପାର୍ଲାମେଣ୍ଟର ବଜେଟ ଅଧିବେଶନ ଶେଷ ହୋଇପାରେ ବୋଲି ବିଶେଷ ସୂତ୍ରରୁ ମିଳିଥିବା ଖବରରୁ ଜଣାପଡିଛି । କେବଳ ସେତିକି ନୁହେଁ ପାର୍ଲାମେଣ୍ଟର ଉଭୟ ଗୃହ ଅର୍ଥାତ୍ ରାଜ୍ୟ ସଭା ଓ ଲୋକ ସଭା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍ଥଗିତ କରାଯାଇପାରେ । ସୂଚନାଯୋଗ୍ୟ, ବଜେଟ ଅଧିବେଶନ ୩୧ ଜାନୁୟାରୀରେ ଆରମ୍ଭ ହୋଇଥିବା ବେଳେ କେନ୍ଦ୍ରୀୟ ବଜେଟ ଉପସ୍ଥାପନ ପରେ ୧୧ ଫେବୃୟାରୀକୁ ଏହା ଶେଷ ହୋଇଥିଲା । ଏହାପରେ ଉଭୟ ଗୃହରେ ବଜେଟ ପତ୍ରର ପରୀକ୍ଷଣ ପାଇଁ ଅବକାଶ ଘୋଷଣା କରାଯାଇଥିଲା । ତେବେ ବଜେଟର ଦ୍ୱିତୀୟ ଭାଗ ୧୪ ମାର୍ଚ୍ଚରେ ଆରମ୍ଭ ହୋଇଥିଲା ଯାହା ୮ ଏପ୍ରିଲରେ ଶେଷ ହୋଇଥାଆନ୍ତା । ହେଲେ ଏହାକୁ ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ୭ ଏପ୍ରିଲରେ ଶେଷ କରାଯିବ ବୋଲି ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

Weight Loss Tips: ରାତିରେ ଖାଆନ୍ତୁ ଏହି ୫ ଜିନିଷ, ଶୀଘ୍ର କମିଯିବ ପେଟର ଚର୍ବି

ଆଜିର ଦ୍ରୁତ ଗତି ଜୀବନରେ, କାମର ଚାପ ଏବଂ ପରିବର୍ତ୍ତନଶୀଳ ଅଭ୍ୟାସ ସିଧାସଳଖ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପକାଉଛି। ସମୟ ଅଭାବରୁ ଲୋକମାନେ ସଠିକ ସମୟରେ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

ଭାରତ ପରେ ଏହି ଦେଶ ପାଇଁ ଟାରିଫ କମ୍‌ କଲେ ଟ୍ରମ୍ପ, କିଛି ଉତ୍ପାଦନ ହେଲା ଡ୍ୟୁଟି ଫ୍ରି

ଓ୍ବାଶିଂଟନ,୧୦।୨: ଭାରତ ପରେ, ଆମେରିକା ଏବଂ ବାଂଲାଦେଶ ମଧ୍ୟରେ ଏକ ନୂତନ ବାଣିଜ୍ୟ ଚୁକ୍ତିନାମା ହୋଇଛି, ଯାହା ଅଧୀନରେ ଆମେରିକା ମଧ୍ୟ ବାଂଲାଦେଶୀ ଉତ୍ପାଦ ଉପରେ ଶୁଳ୍କ…

୫୦ ଲକ୍ଷ ଟଙ୍କାର ଚାକିରି ଛାଡିଲେ, ଏବେ ମୋମୋ ବିକ୍ରି କରି ରୋଜଗାର କରୁଛନ୍ତି ୫ କୋଟି, ଏହି ବ୍ୟକ୍ତିଙ୍କ କାହାଣୀ…

ନୂଆଦିଲ୍ଲୀ,୧୦।୨: ଗୁରଗାଓଁର ଜଣେ ଯୁବ ଉଦ୍ୟୋଗୀ ସାକେତ ସୌରଭଙ୍କ କାହାଣୀ ଆଜିକାଲି ସୋସିଆଲ ମିଡିଆରେ ର୍ଚ୍ଚାରେ ଅଛି। ସାକେତ ୨୦୨୩ରେ ତାଙ୍କର ବାର୍ଷିକ ୫୨ ଲକ୍ଷ ଲାଭଜନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri