Posted inଜାତୀୟ

ଐତିହାସିକ ପଦକ୍ଷେପ ନେବା ପୂର୍ବରୁ ମହିଳାମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି: ମା’-ଭଉଣୀମାନଙ୍କ…

ନୂଆଦିଲ୍ଲୀ,୧୬।୪: ଦେଶର ସମସ୍ତ ମହିଳାଙ୍କୁ ଗୁରୁବାର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂସଦର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଆଲୋଚନା ପୂର୍ବରୁ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ମହିଳାଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି, ମହିଳା ସଶକ୍ତୀକରଣରେ ଐତିହାସିକ ପଦକ୍ଷେପ ନେବାକୁ ଦେଶ ପ୍ରସ୍ତୁତ। ମା’ ଏବଂ ଭଉଣୀମାନଙ୍କ ପ୍ରତି ସମ୍ମାନ ହେଉଛି ରାଷ୍ଟ୍ର ପ୍ରତି ସମ୍ମାନ। ଏହି ଆତ୍ମା ସହ ଆମ ସରକାର ଦୃଢ଼ତାର ସହିତ ଆଗକୁ ବଢୁଛି। ଅଜ୍ଞାନର ଅନ୍ଧକାରକୁ ମହିଳାମାନେ ଦୂର କରି ବିଶ୍ୱକୁ ଆଲୋକିତ କରନ୍ତି।ସମୃଦ୍ଧି ପାଇଁ ମହିଳାମାନଙ୍କୁ ସମ୍ମାନ ଦେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

Fifa World Cup Trophyରେ କେତେ ସୁନା ରହିଛି? ଓଜନ ଶୁଣିଲେ….

ନୂଆଦିଲ୍ଲୀ,୧୯।୭: ୨୦୨୬ ଫିଫା ବିଶ୍ୱକପର ଫାଇନାଲ ମ୍ୟାଚ୍ ୨୦ ଜୁଲାଇରେ ନ୍ୟୁୟର୍କର ନ୍ୟୁ ଜର୍ସି ଷ୍ଟାଡିୟମରେ ଅନୁଷ୍ଠିତ ହେବ । ବିଳମ୍ବିତ ରାତି ୧୨ଟା୩୦ ମିନିଟରେ ହେବାକୁ…

ତିରୁମାଲା ଗର୍ଭଗୃହରେ କାହିଁକି ନାହିଁ ଘଣ୍ଟି, ଜାଣନ୍ତୁ ଏହାର ରହସ୍ୟ…

ତିରୁମାଲାର ବିଶ୍ୱ ପ୍ରସିଦ୍ଧ ଭଗବାନ ଶ୍ରୀ ଭେଙ୍କଟେଶ୍ୱର ସ୍ବାମୀ (ବାଲାଜୀ) ମନ୍ଦିର ଏହାର ମହିମା, ଚମତ୍କାର ଏବଂ ଅନନ୍ୟ ପରମ୍ପରା ପାଇଁ ସାରା ବିଶ୍ୱରେ ଜଣାଶୁଣା। ପ୍ରାୟ…

IND vs ENG 3rd ODI: ଟିମ୍‌ ଇଣ୍ଡିଆକୁ ଲାଗିଲା ୪୪୦ ଭୋଲ୍ଟର ଝଟକା,ଠିକ୍‌ ଟସ୍‌ ପୂର୍ବରୁ ବାହାରିଗଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୯।୭: ଇଂଲଣ୍ଡ ବିପକ୍ଷ ତୃତୀୟ ଏକଦିବସୀୟ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ମ୍ୟାଚ ପୂର୍ବରୁ ଅଭ୍ୟାସ ସମୟରେ ଦଳର ଷ୍ଟାର ଦ୍ରୁତ ବୋଲର…

ଗୋଟିଏ ପରିବାରର ‘ଦୁଇ ଭାଇଙ୍କ ମଧ୍ୟରେ ଲଢେଇ’ ଫିଫା ବିଶ୍ୱକପ ୨୦୨୬ ଫାଇନାଲ; ୯୬ ବର୍ଷ ପରେ ବିରଳ ସଂଯୋଗ…

ନ୍ୟୁୟର୍କ,୧୯।୭: ଫିଫା ବିଶ୍ୱକପ 2026 ଫାଇନାଲ ସ୍ପେନ ଏବଂ ଆର୍ଜେଣ୍ଟିନା ମଧ୍ୟରେ ଖେଳାଯିବାକୁ ଯାଉଛି। ଏହି ଟାଇଟଲ ମୁକାବିଲା ଗୋଟିଏ ପରିବାରର ଦୁଇ ଭାଇଙ୍କ ମଧ୍ୟରେ ଏକ…

ବିଦ୍ରୋହୀ ଟିଏମସି ଏମପିଙ୍କୁ ସର୍ବଦଳୀୟ ବୈଠକ ପାଇଁ ନିମନ୍ତ୍ରଣ କରାଯିବାକୁ ନେଇ ବିରୋଧୀ କ୍ଷୁବ୍ଧ

ନୂଆଦିଲ୍ଲୀ,୧୯।୭: ସଂସଦୀୟ ଅଧିବେଶନ ପୂର୍ବରୁ ଡକାଯାଇଥିବା ସର୍ବଦଳୀୟ ବୈଠକରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ଏମପିମାନଙ୍କୁ ମଧ୍ୟ ଯୋଗଦେବାକୁ ନିମନ୍ତ୍ରଣ…

ଜଗନ୍ନାଥପ୍ରସାଦ NAC ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୧୨ ଓ୍ବାର୍ଡରେ ହେବ ବିଭକ୍ତ, ଆସନ ସଂରକ୍ଷଣ ନେଇ…

ଜଗନ୍ନାଥପ୍ରସାଦ,୧୯ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳକୁ ନେଇ ନବଗଠିତ ବିଜ୍ଞାପିତ ଅଞ୍ଚଳ ପରିଷଦ(NAC)ର ଓ୍ବାର୍ଡ ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ନେଇ ଅଧିସୂଚନା…

ଫେସବୁକ ଡାଉନ: ଲଗଇନ ଠାରୁ ୱେବସାଇଟ ପର୍ଯ୍ୟନ୍ତ ସେବା ଠପ

ନୂଆଦିଲ୍ଲୀ,୧୯।୭: ଯଦି ଆଜି ସକାଳ ଠାରୁ ଆପଣଙ୍କର ଫେସବୁକ ଠିକ ଭାବରେ କାମ କରୁନାହିଁ, ତେବେ ଆପଣ ଏକା ନୁହଁନ୍ତି। ସାରା ବିଶ୍ୱରେ ହଜାର ହଜାର ଉପଭୋକ୍ତା…

ଗାଁକୁ ଆସି ପାରିଲାନି ଜନନୀ ଏକ୍ସପ୍ରେସ୍‌, ଗର୍ଭବତୀଙ୍କୁ ଷ୍ଟ୍ରେଚରରେ ୨ କିଲୋମିଟର ବୋହିଲେ ଗ୍ରାମବାସୀ

ଭବାନୀପାଟଣା/ଥୁଆମୂଳ ରାମପୁର,୧୯ା୭(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଦୁର୍ଗମ ଥୁଆମୂଳ ରାମପୁର ବ୍ଲକରେ ରାସ୍ତା ସମସ୍ୟା ପୁଣିଥରେ ସାଧାରଣ ଲୋକଙ୍କ ଦୁର୍ଦ୍ଦଶାକୁ ସାମ୍ନାକୁ ଆଣିଛି। ପ୍ରସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri