ନିର୍ବାଚନ ପୂର୍ବରୁ ଭାଜପା ନେତାଙ୍କୁ ହାଣିଦେଲେ

ମାଲକାନଗିରି,୨।୩(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ପୁର୍ବରୁ ଭାଜପା ନେତାଙ୍କୁ ହାଣି ହତ୍ୟା । ଏଭଳି ଅଭାବନିୀୟ ଘଟଣା ଘଟିଛି ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲାରେ। ବିଜାପୁର ଜିଲାର ଭାଜପା ନେତା ତିରୁପତି କୋଟଲା ଶୁକ୍ରବାର ତୋଏନାର ଗାଁକୁ ଏକ ବାହାଘର କାର୍ଯ୍ୟରେ ଯୋଗ ଦେବା ଲାଗି ଯାଉଥିବା ସମୟରେ ମାଓବାଦୀମାନେ ରାସ୍ତାରେ ଅଟକାଇ ତାଙ୍କ ବେକ ଓ ଛାତିକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ ।
ଗୁରୁତର ଅବସ୍ଥାରେ ତାଙ୍କୁ ବିଜାପୁର ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ହେଲେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଛତିଶଗଡ଼ରେ ଭାଜପା ସରକାର ଆସିବା ପରେ ଲାଲ ବାହିନୀ ଉପରେ ଜୋର୍‌ ଦାର ଆକ୍ସନ ଆରମ୍ଭ ହୋଇଛି। ତେଣୁ ଭୟଭୀତ ହୋଇ ମାଓବାଦୀମାନେ ଏପରି ହିଂସା କାଣ୍ଡ ଘଟାଇ ବିଜାପୁର ଜିଲାରେ ଆତଙ୍କ ସୃଷ୍ଟି କରିବାକୁ ଚେଷ୍ଟା କରୁଛନ୍ତି ବୋଲି ବିଜାପୁର ଏସ୍‌ପି କହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri