ପରୀକ୍ଷା ପୂର୍ବରୁ…

ପରୀକ୍ଷା ପୂର୍ବରୁ ବେଳେବେଳେ ପିଲାମାନେ ଅତ୍ୟଧିକ ଚାପର ଶିକାର ହୋଇଯାନ୍ତି। ସେମାନଙ୍କ ଟେନ୍‌ସନ୍‌ ଦୂର କରିବା ପାଇଁ ଅଭିଭାବକମାନେ କ’ଣ କରିବେ ଜାଣି ରଖନ୍ତୁ।
– ଭଲ ରେଜଲ୍ଟ କରିବା ପାଇଁ କିଛି ଅଭିଭାବକ ପିଲାଙ୍କୁ ବାରମ୍ବାର ଚେତାଇ ସେମାନଙ୍କ ଉପରେ ଚାପ ପକାନ୍ତି। କିନ୍ତୁ ତାହା ସମ୍ପୂର୍ଣ୍ଣ ଭୁଲ୍‌। ବରଂ ପିଲାଙ୍କ ପ୍ରତି ନିଜର ବିଶ୍ୱାସ ଥିବା କହି ଉତ୍ସାହିତ କରନ୍ତୁ।
– ଘର ପରିବେଶକୁ ସକାରାତ୍ମକ ରଖନ୍ତୁ। ପରୀକ୍ଷା ପାଇଁ ପିଲା ଯଦି ଚିନ୍ତାରେ ରହୁଥାଏ ତେବେ ତା ସହିତ ପାଠ ବ୍ୟତୀତ ଅନ୍ୟ ବିଷୟରେ ଚର୍ଚ୍ଚା କରନ୍ତୁ।
-ପିଲାଙ୍କୁ ପାଠ ପଢିବାକୁ ପରାମର୍ଶ ଦିଅନ୍ତୁ କିନ୍ତୁ ଗାଳି କରନ୍ତୁ ନାହିଁ।
– ସ୍ବାସ୍ଥ୍ୟ ଭଲ ରଖିବା ପାଇଁ ପିଲାଙ୍କୁ ଠିକ୍‌ ସମୟରେ ସୁଷମ ଖାଦ୍ୟ ଦିଅନ୍ତୁ। – ପିଲା ଯଦି ଲଗାତର ଘଣ୍ଟା ଘଣ୍ଟା ବସି ପଢୁଥାଏ ତେବେ ତାକୁ ମଝିରେ ମଝିରେ ବ୍ରେକ୍‌ ନେବା ପାଇଁ କୁହନ୍ତୁ। ଫଳରେ ମୁଡ୍‌ ଫ୍ରେଶ୍‌ ରହିବ ଏବଂ ପିଲାମାନେ ଷ୍ଟ୍ରେସ୍‌ ଫ୍ରି ରହିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

ପ୍ରାଇଭେଟ୍ କମ୍ପାନୀରେ କେବେ ସୁଦ୍ଧା ମିଳିବା ଦରକାର ଦରମା? ଜାଣନ୍ତୁ କଣ କହୁଛି ସରକାରୀ ନିୟମ

ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରର କାମ କରିଥାନ୍ତି। କେହି ନିଜର ବ୍ୟବସାୟ କରନ୍ତି ତ କେହି ଚାକିରି କରନ୍ତି, ଯେଉଁଥିରେ ସରକାରୀ…

ବରଗଡ଼ କେନାଲରେ ଆସିବ ପାଣି, ଏହି ମୁହୂର୍ତ୍ତରେ ଖୋଲିବ ଗେଟ…

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ଆସନ୍ତା ଜୁଲାଇ ମାସ ୨ତାରିଖ ସକାଳ ୯ଟାରୁ ପାଣି ଛଡାଯିବ । ଏହାକୁ ଦୃଷ୍ଟିରେ ରଖି ଏହି କେନାଲ ଉପରେ…

୨୩ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୩୦।୬: ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର! ଏଣିକି ଚାଟ୍‌ ପାଇଁ ଦେବାକୁ ପଡ଼ିବନି ମୋବାଇଲ୍ ନମ୍ବର

ନୂଆଦିଲ୍ଲୀ,୩୦।୬: ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ବହୁତ ବଡ଼ ଖବର ସାମ୍ନାକୁ ଆସିଛି! ଏଣିକି କାହା ସହିତ ଚାଟ୍‌ କରିବା ପାଇଁ ଆପଣଙ୍କୁ ନିଜର ବ୍ୟକ୍ତିଗତ ମୋବାଇଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri