Posted inଜାତୀୟ

ଚନ୍ଦ୍ରୟାନ୍‌-୩ର ସଫ୍ଟ ଲ୍ୟାଣ୍ଡିଂ ପୂର୍ବରୁ କମାଣ୍ଡ ସେଣ୍ଟର ଫଟୋ ଜାରି କଲା ଇସ୍ରୋ

ନୂଆଦିଲ୍ଲୀ,୨୩।୮: ଅଗଷ୍ଟ ୨୩ ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଚନ୍ଦ୍ରୟାନ -୩ର ଲ୍ୟାଣ୍ଡର ମଡ୍ୟୁଲ (ଏଲ୍‌ଏମ୍‌) ଚନ୍ଦ୍ର ପୃଷ୍ଠରେ ଅବତରଣ କରିବ। ଯଦି ଏହା ଘଟେ ତେବେ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବାରେ ଭାରତ ବିଶ୍ୱର ପ୍ରଥମ ଦେଶ ହେବ। କେବଳ ଭାରତ ନୁହେଁ, ସମଗ୍ର ବିଶ୍ୱ ଏହି ଐତିହାସିକ ମୁହୂର୍ତ୍ତ ପାଇଁ ଅପେକ୍ଷା କରିଛି। ଲ୍ୟାଣ୍ଡର (ବିକ୍ରମ) ଏବଂ ରୋଭର (ପ୍ରଜ୍ଞାନ)କୁ ନେଇ ଗଠିତ ଲ୍ୟାଣ୍ଡର ମଡ୍ୟୁଲ ସା ୬.୦୪ରେ ଚନ୍ଦ୍ରର ଦକ୍ଷିଣ ମେରୁରେ ସଫ୍ଟ ଅବତରଣ କରିବାର ସମ୍ଭାବନା ଅଛି।
ଇସ୍ରୋ ଚନ୍ଦ୍ରାୟନ-୩ ମିଶନ ବିଷୟରେ ଏହାର କମାଣ୍ଡ ସେଣ୍ଟରର ଦୁଇଟି ଫଟୋ ପ୍ରକାଶ କରିଛି। ଏକ୍ସରେ ଏକ ପୋଷ୍ଟରେ, ଇସ୍ରୋ ସୂଚନା ଦେଇଛି ଯେ, ଲ୍ୟାଣ୍ଡର୍‌ ମଡ୍ୟୁଲ ଅବତରଣ ପ୍ରକ୍ରିୟା ୧୭.୪୪ରେ ଆରମ୍ଭ ହେବ। ସେଣ୍ଟରରୁ ନିର୍ଦ୍ଦେଶ ପାଇବା ପରେ ଲ୍ୟାଣ୍ଡର ମଡ୍ୟୁଲ ଏହାର ଇଞ୍ଜିନ ଆରମ୍ଭ କରିବ ଏବଂ ମିଶନ ଅପରେଶନ ଟିମ କ୍ରମାଗତ ଭାବରେ ଏହାକୁ କମାଣ୍ଡ୍‌ ପଠାଇବେ। ଏହି ସମଗ୍ର ପ୍ରକ୍ରିୟାର ଲାଇଭ ଟେଲିକାଷ୍ଟ ଅପରାହ୍ନ ୫.୨୦ ରୁ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri