Posted inଖେଳ

ଟି-୨୦ ବିଶ୍ୱକପ୍‌ ପୂର୍ବରୁ କମାଲ କଲା ଆମେରିକା: ବାଂଲାଦେଶକୁ ଚଟେଇଲା ଧୂଳି

ନ୍ୟୁୟର୍କ,୨୪।୫: ଦ୍ୱିତୀୟ ଟି-୨୦ରେ ଆମେରିକା ବାଂଲାଦେଶକୁ ପରାସ୍ତ କରିଛି। ଆୟୋଜକ ଆମେରିକା ୩ ଟି-୨୦ ମ୍ୟାଚ ବିଶିଷ୍ଟ ସିରିଜ ୨-୦ରେ ଜିତିଛି। ଆମେରିକା ପ୍ରଥମ ଟି -୨୦ରେ ବାଂଲାଦେଶକୁ ୫ ଉଇକେଟରେ ପରାସ୍ତ କରିଥିଲା। ଏଥି ସହିତ, ଏହି ସିରିଜର ତୃତୀୟ ଟି-୨୦ ଶନିବାର ଖେଳାଯିବ। କିନ୍ତୁ କ୍ରମାଗତ ଦୁଇ ମ୍ୟାଚରେ ବାଂଲାଦେଶକୁ ପରାସ୍ତ କରି ଆମେରିକା କ୍ରିକେଟ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି।
ବାଂଲାଦେଶ ବିପକ୍ଷରେ ପ୍ରଥମେ ବ୍ୟାଟିଂ କରିଥିବା ଆମେରିକା ୨୦ ଓଭରରେ ୬ ଉଇକେଟ ପାଇଁ ୧୪୪ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ବାଂଲାଦେଶୀ ଦଳ ୧୯.୩ ଓଭରରେ ମାତ୍ର ୧୩୮ ରନ୍‌ରେ ଅଲଆଉଟ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦାଙ୍କ ପତ୍ନୀ ସୁନିତାଙ୍କ ଚମକିଲା ଭାଗ୍ୟ, ୫୮ ବର୍ଷ ବୟସରେ…

ମୁମ୍ବାଇ: ଗୋବିନ୍ଦାଙ୍କ ପତ୍ନୀ ସୁନିତା ଆହୁଜା, ଯିଏ ପ୍ରାୟତଃ ତାଙ୍କ ବୟାନ ପାଇଁ ଶିରୋନାମାରେ ଥାନ୍ତି। ଏବ ପୁଣି ଥରେ ଖବରରେ ଅଛନ୍ତି। ଏଥର, ତାଙ୍କର ବିବାଦୀୟ…

ଏହି କାରଣକୁ ନେଇ ୧୨ ଘଣ୍ଟିଆ ଲାଞ୍ଜିଗଡ ବନ୍ଦ ଡାକରା: ସ୍କୁଲ, କଲେଜ, ଦୋକାନ ବଜାର ସବୁ ଠପ୍‌

ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସବ-ରେଜିଷ୍ଟାର କାର୍ଯ୍ୟାଳୟକୁ ଜିଲା ପ୍ରଶାସନ ପକ୍ଷରୁ ବିଶ୍ୱନାଥପୁରଠାରେ ସ୍ଥାପନ ନେଇ ଲାଞ୍ଜିଗଡ ଅଞ୍ଚଳବାସୀ ବିରୋଧ କରିଛନ୍ତି।…

ବିବାହର କିଛି ଘଣ୍ଟା ପରେ ଏକ ସନ୍ତାନକୁ ଜନ୍ମ ଦେଲେ କନ୍ୟା, ଆଶ୍ଚର୍ଯ୍ୟ ହୋଇଗଲା ବର, ପୂରା ଘଟଣା ଜାଣିଲେ…

ଲକ୍ଷ୍ନୌ,୫।୨: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜିମନଗର ଥାନା ଅଞ୍ଚଳ ଅନ୍ତର୍ଗତ…

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri