Posted inଖେଳ

ଟି-୨୦ ବିଶ୍ୱକପ୍‌ ପୂର୍ବରୁ କମାଲ କଲା ଆମେରିକା: ବାଂଲାଦେଶକୁ ଚଟେଇଲା ଧୂଳି

ନ୍ୟୁୟର୍କ,୨୪।୫: ଦ୍ୱିତୀୟ ଟି-୨୦ରେ ଆମେରିକା ବାଂଲାଦେଶକୁ ପରାସ୍ତ କରିଛି। ଆୟୋଜକ ଆମେରିକା ୩ ଟି-୨୦ ମ୍ୟାଚ ବିଶିଷ୍ଟ ସିରିଜ ୨-୦ରେ ଜିତିଛି। ଆମେରିକା ପ୍ରଥମ ଟି -୨୦ରେ ବାଂଲାଦେଶକୁ ୫ ଉଇକେଟରେ ପରାସ୍ତ କରିଥିଲା। ଏଥି ସହିତ, ଏହି ସିରିଜର ତୃତୀୟ ଟି-୨୦ ଶନିବାର ଖେଳାଯିବ। କିନ୍ତୁ କ୍ରମାଗତ ଦୁଇ ମ୍ୟାଚରେ ବାଂଲାଦେଶକୁ ପରାସ୍ତ କରି ଆମେରିକା କ୍ରିକେଟ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି।
ବାଂଲାଦେଶ ବିପକ୍ଷରେ ପ୍ରଥମେ ବ୍ୟାଟିଂ କରିଥିବା ଆମେରିକା ୨୦ ଓଭରରେ ୬ ଉଇକେଟ ପାଇଁ ୧୪୪ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ବାଂଲାଦେଶୀ ଦଳ ୧୯.୩ ଓଭରରେ ମାତ୍ର ୧୩୮ ରନ୍‌ରେ ଅଲଆଉଟ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କମାଲ୍‌ କଲେ ମନ୍ଧାନା: ଦକ୍ଷିଣ ଆଫ୍ରିକାକୁ ଧୂଳି ଚଟେଇଲା ଭାରତ

ବେଙ୍ଗାଲୁରୁ, ୧୬ା୬: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ମହିଳା ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୧୪୩ ରନରେ ବିଜୟ ହାସଲ କରିଛି। ସ୍ଥାନୀୟ ଏମ୍‌....

ସ୍କଟ୍‌ଲାଣ୍ଡକୁ ହରାଇଲା ଅଷ୍ଟ୍ରେଲିଆ: ସୁପର-୮ରେ ପହଞ୍ଚିଲା ଇଂଲଣ୍ଡ

ଗ୍ରସ୍‌ ଆଇଲେଟ୍‌,୧୫ା୬: ଟି୨୦ ବିଶ୍ୱକପ୍‌ରେ ରବିବାର ସ୍କଟ୍‌ଲାଣ୍ଡକୁ ୫ ଉଇକେଟରେ ପରାସ୍ତ କରିଛି ଅଷ୍ଟ୍ରେଲିଆ। ଏହି ପରାଜୟ ସହିତ ସ୍କଟ୍‌ଲାଣ୍ଡ ଟୁର୍ନାମେଣ୍ଟରୁ ବିଦାୟ ନେଇଥିବା ବେଳେ...

ଟି-୨୦ ବିଶ୍ୱକପ ଚାଲିଥିବାବେଳେ ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ଏହି କ୍ରିକେଟର୍‌

ନ୍ୟୁୟର୍କ,୧୬।୬: ଟି-୨୦ ବିଶ୍ୱକପ ୨୦୨୪ ଚାଲିଥିବାବେଳେ ଅନ୍ତର୍ଜାତୀୟ ସ୍ତରରେ ଦୁଇଟି ଦଳ ପାଇଁ ଖେଳିଥିବା ଷ୍ଟାର ଅଲରାଉଣ୍ଡର ଡେଭିଡ ଓ୍ବିଜେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି।...

ଟି-୨୦ ବିଶ୍ୱକପର ସୁପର୍‌-୮ରେ କାହାକୁ ଭେଟିବ ଟିମ୍‌ ଇଣ୍ଡିଆ: ଜାଣନ୍ତୁ କାର୍ଯ୍ୟସୂଚୀ

ନ୍ୟୁୟର୍କ,୧୬।୬: ଇଂଲଣ୍ଡ ଦଳ ଶେଷରେ ଟି-୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ସଫଳ ହୋଇଛି। ଏପର୍ଯ୍ୟନ୍ତ ୭ଟି ଦଳ ସୁପର ୮...

ଇତିହାସ ରଚିବାକୁ ଯାଉଛନ୍ତି ହିଟ୍‌ମ୍ୟାନ୍‌: ଟି-୨୦ରେ ଏମିତି ହାସଲ କରିବାରେ ହେବେ ପ୍ରଥମ ବ୍ୟାଟ୍ସମ୍ୟାନ୍‌

ନ୍ୟୁୟର୍କ,୧୬।୬: ଭାରତୀୟ ଦଳ ଆଫଗାନିସ୍ତାନ ସହିତ ଜୁନ ୨୦ରେ ଟି-୨୦ ବିଶ୍ୱକପ ୨୦୨୪ର ସୁପର ୮ ରାଉଣ୍ଡରେ ଖେଳିବ। ସୁପର ୮ ରାଉଣ୍ଡରେ ଭାରତକୁ ତିନୋଟି...

ରାହୁଲ ଦ୍ରାଭିଡଙ୍କ ସ୍ଥାନ ନେବେ ଗୌତମ ଗମ୍ଭିର…ହେବେ ଟିମ ଇଣ୍ଡିଆର ନୂଆ ହେଡ କୋଚ! ଜାଣନ୍ତୁ କେବେ ହେବ ଘୋଷଣା

ନୂଆଦିଲ୍ଲୀ,୧୬।୬: ଟି -୨୦ ବିଶ୍ୱକପ ୨୦୨୪ ଶେଷ ହେବାକୁ ଯାଉଛି। ଭାରତର ନୂତନ କୋଚ ସମ୍ପର୍କରେ ଆଲୋଚନା ମଧ୍ୟ ତୀବ୍ର ହେବାରେ ଲାଗିଛି। ବର୍ତ୍ତମାନର ପ୍ରଶିକ୍ଷକ...

ଟି-୨୦ ବିଶ଼୍ବକପ୍‌: ପାକିସ୍ତାନ ବିଦା ହେବାକୁ ନେଇ ଆଇସିସି ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ, ୧୬।୬: ଟି-୨୦ ବିଶ଼୍ବକପ୍‌ରେ ପାକିସ୍ତାନ ପ୍ରଥମ ଦୁଇଟି ମ୍ୟାଚ୍‌ ହାରି ଟୁର୍ଣ୍ଣାମେଣ୍ଟରୁ ବାହାର ହେବାର ପାଦଦେଶରେ ଛିଡ଼ା ହୋଇଥିଲା । କିନ୍ତୁ ପରବର୍ତ୍ତୀ ମ୍ୟାଚ୍‌ରେ...

ଟି-୨୦ ବିଶ଼୍ବକପ୍‌: ସୁପର ୮ରେ ଏଣ୍ଟ୍ରି ମାରିଲେ ୭ଟିମ୍‌, ୮ ନମ଼୍ବରରେ କିଏ?

ନୂଆଦିଲ୍ଲୀ, ୧୬।୬: ଟି-୨୦ ବିଶ଼୍ବକପ୍‌ ୨୦୨୪ରେ ସୁପର ୮ ପାଇଁ ୭ଟି ଟିମ୍‌ ସ୍ଥାନ ପକ୍କା କରିଛନ୍ତି। ସେମାନଙ୍କ ମଧ୍ୟରେ ଆମେରିକା, ଭାରତ, ୱେଷ୍ଟ-ଇଣ୍ଡିଜ୍‌, ଇଂଲଣ୍ଡ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri