ଭିକ୍ଷାବୃତ୍ତି କରି ଅଲାରନାଥଙ୍କୁ ରୁପା ଢାଳ ପ୍ରଦାନ

ବ୍ରହ୍ମଗିରି,୨୪ା୧୧(ସ୍ବାଧିନ ଚମ୍ପତ୍ତିରାୟ): ଜଣେ ମହିଳା ଭିକ୍ଷା ବୃତ୍ତି କରି ନିଜର ପେଟ ପୋଷିବା ସହିତ ବଳକା ଅର୍ଥକୁ ଏକ ମହାନ କାର୍ଯ୍ୟରେ ବିନିଯୋଗ କରି ଉଦାହରଣ ପାଲଟିଛନ୍ତି। ଏହି ମହିଳାଜଣଙ୍କ ହେଲେ ବ୍ରହ୍ମଗିରି ଅଞ୍ଚଳର କେଉଟକୁଦୀ ଗ୍ରାମର ତାରା ଘଡ଼େଇ। ତାଙ୍କ ସ୍ବାମୀଙ୍କ ଦେହାନ୍ତ ପରେ ଗୋଟିଏ ବୋଲି ପୁଅ ଘରୁ କୁଆଡ଼େ ଚାଲିଯାଇଛନ୍ତି। ତାରା ପ୍ରିୟଜନଙ୍କୁ ହରାଇ ନିରାଶ୍ରୟ ହୋଇ ନିଜର ପେଟ ପୋଷିବା ପାଇଁ ଭିକ୍ଷାବୃତ୍ତିକୁ ଆପଣାଇ ନେଇଥିଲେ। ସେ ପ୍ରତିଦିନ ଅଲାରନାଥଙ୍କ ମନ୍ଦିର ସିଂହଦ୍ୱାର ନିକଟରେ ଭିକ୍ଷାବୃତ୍ତି କରି ଯାହା ଅର୍ଥ ପାଖରେ ରଖିଥିଲେ ସେଥିରେ ସେ ଏକ ରୁପାଢ଼ାଳ କିଣି ଅଲାରନାଥ ଦାନ କରି କରିଛନ୍ତି। ଏହି ରୁପା ଢାଳ ପ୍ରଦାନ ବେଳେ ଅଲାରନାଥଙ୍କ ମଧ୍ୟବର୍ତ୍ତୀକାଳୀନ ଟ୍ରଷ୍ଟି ତଥା ସ୍ଥାନୀୟ ଅତିରିକ୍ତ ତହସିଲଦାର ସରୋଜ ଦେହୁରୀ ଓ ସେବାୟତ ନିଯୋଗ ଉପସ୍ଥିତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri