ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ, ୨୦।୬(ଅଜିତ୍‌ ମହାନ୍ତି): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି।

ସକାଳ ୬ଟାରେ ମଙ୍ଗଳ ଆଳତି, ୬ଟା ୧୦ରେ ମଇଲମ, ୬ଟା ୩୦ରେ ତଡ଼ପ ଲାଗି ଓ ରୋଷହୋମ, ୭ଟାରେ ଅବକାଶ, ୭ଟା ୧୦ରେ ସୂର୍ଯ୍ୟ ପୂଜା, ୭ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇଥିଲା। ୮ଟାରୁ ୯ଟା ମଧ୍ୟରେ ଗୋପାଳ ବଲ୍ଲଭ ଓ ସକାଳ ଧୂପ ହୋଇଥିଲା। ୯ଟାରେ ରଥ ପ୍ରତିଷ୍ଠା, ୯ଟା ୧୫ରେ ମଙ୍ଗଳାର୍ପଣ, ପରେ ଡୋରଲାଗି ହୋଇ ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri