କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ

ପୁରୀ, ୨୦।୬(ଅଜିତ୍‌ ମହାନ୍ତି): ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପରେ ବଳଭଦ୍ରଙ୍କ ପହଣ୍ଡି ଏବଂ ଏହା ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଏବେ ମହାବାହୁ ଜଗତର ନାଥ ଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଛି।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ସକାଳ ୬ଟାରେ ମଙ୍ଗଳ ଆଳତି, ୬ଟା ୧୦ରେ ମଇଲମ, ୬ଟା ୩୦ରେ ତଡ଼ପ ଲାଗି ପରେ ରୋଷହୋମ ହୋଇଥିଲା। ୭ଟାରେ ଅବକାଶ, ୭ଟା ୧୦ରେ ସୂର୍ଯ୍ୟ ପୂଜା, ୭ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇଥିଲା। ୮ଟାରୁ ୯ଟା ମଧ୍ୟରେ ଗୋପାଳ ବଲ୍ଲଭ ଓ ସକାଳ ଧୂପ ହୋଇଥିଲା। ୯ଟାରେ ରଥ ପ୍ରତିଷ୍ଠା, ୯ଟା ୧୫ରେ ମଙ୍ଗଳାର୍ପଣ, ପରେ ଡୋରଲାଗି ହୋଇ ପହଣ୍ଡି ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri